Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭାରତରେ ୭ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୭,୧୯,୬୬୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଜୁଲାଇ ୩୧ ଯାଏ ରାଉରକେଲା ମ୍ୟୁନିସିପାଲିଟି ଅଫିସ ଆସିବାକୁ ଲୋକଙ୍କୁ ମନା

ରାଉରକେଲା: ଲୋକଙ୍କ ପାଇଁ ରାଉରକେଲା ମ୍ୟୁନିସିପାଲିଟି ଅଫିସ ବନ୍ଦ । ଆସନ୍ତା ୩୧ ତାରିଖ ଯାଏଁ ମହାନଗର ନିଗମ କାର୍ଯ୍ୟାଳୟକୁ ନଆସିବା ପାଇଁ ଲୋକଙ୍କୁ ଅପିଲ କରିଛନ୍ତି ଆରଏମସି କର୍ତ୍ତୃପକ୍ଷ । ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି ହୋଇଛି । କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ପଦକ୍ଷେପ…

ଆଜିଠୁ ଗଞ୍ଜାମ ଜିଲ୍ଲାର ସହରାଞ୍ଚଳରେ ଡୋର୍ ଟୁ ଡୋର୍ ସ୍କ୍ରିନିଂ

ଗଞ୍ଜାମ: ଜିଲ୍ଲାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମୁକିବାଲା ପାଇଁ କଟକଣାକୁ କଡ଼ାକଡ଼ି କରିଛି ପ୍ରଶାସନ । ସେହିପରି ସ୍ୱାସ୍ଥ୍ୟ ପରୀକ୍ଷାକୁ ବି ଗୁରୁତ୍ୱ ଦିଆଯାଉଛି । ଆଜିଠୁ ଜିଲ୍ଲାର ସହରାଞ୍ଚଳରେ ଆରମ୍ଭ ହେବ ଡୋର୍ ଟୁ ଡୋର୍ ସ୍କ୍ରିନିଂ । ସ୍ୱାସ୍ଥ୍ୟ ବିଭାଗର ଟିମ୍ ଘରକୁ ଘର…

ଦିଲ୍ଲୀ ଏମ୍ସ କୋଠାରୁ ଡେଇଁ ଜୀବନ ହାରିଲେ କୋଭିଡ୍ ପଜିଟିଭ୍ ସାମ୍ବାଦିକ

ନୂଆଦିଲ୍ଲୀ: କରୋନା ସଂକ୍ରମିତ ସାମ୍ବାଦିକଙ୍କ ଆତ୍ମହତ୍ୟା । ଦିଲ୍ଲୀ ଏମ୍ସର ଚାରି ମହଲା କୋଠା ଉପରୁ ଡେଇଁ ଜୀବନ ହାରିଛନ୍ତି ଜଣେ ସାମ୍ବାଦିକ । ତାଙ୍କ ନାଁ ତରୁଣ ସିସୋଦିଆ । ବୟସ ୩୭ ବର୍ଷ । ଘର ଦିଲ୍ଲୀର ଭଜନପୁରାରେ । ସେ ଏକ ହିନ୍ଦୀ ପେପରରେ କାର‌୍ୟ୍ୟ କରୁଥିଲେ । ତେବେ ସେ କାହିଁକି…

ତ୍ୟାଗ, ସଂଯମତା ଓ ଶୃଙ୍ଖଳା ଏହି ୩ଟି ଅସ୍ତ୍ର କୋଭିଡ଼ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଭାରତରେ ଦ୍ରୁତଗତିରେ ବଢି ଚାଲିଛି କରୋନା ସଂକ୍ରମଣ । ଭାରତରେ ପ୍ରତି…

ରାଜଧାନୀରେ ହେବ ରାପିଡ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଲୋକାଲ୍ କେସ୍ ଅଧିକ ବାହାରୁ ଥିବାରୁ ବିଏମ୍‌ସି ପକ୍ଷରୁ ଏହାର ମୁକାବିଲା କରିବା ପାଇଁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଚଳିତ ସପ୍ତାହରୁ ଭୁବନେଶ୍ବରରେ ରାପିଡ୍…

ପ୍ଲାଜମା ଦାନ କଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସୋମବାର ଦିନ ନିଜର ପ୍ଲାଜମା କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଦାନ କରିଛନ୍ତି । Donated Plasma today after blessings of @BJP4India National President Sh @JPNadda Ji. PM Sh…

ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମୋଟ ସଂଖ୍ୟା ୬୪୮୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି…

କୋଭିଡ ହସ୍ପିଟାଲରୁ କରୋନା ରୋଗୀ ଛୁ’

ନବରଙ୍ଗପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ କରୋନା ରୋଗୀ । ନବରଙ୍ଗପୁର ସ୍ଥିତ କୋଭିଡ ହସ୍ପିଟାଲରୁ କାନ୍ଥ ଡେଇଁ ଜଣେ କରୋନା ସଂକ୍ରମିତ ଚମ୍ପଟ ମାରିଛନ୍ତି । ଆକ୍ରାନ୍ତଙ୍କ ଫେରାର ନେଇ ନବରଙ୍ଗପୁର ଥାନାରେ ଏତଲା ଦିଆଯାଇଛି । ଥାନାରେ ହସ୍ପିଟାଲର ସୁପରିଟେଣ୍ଡେଣ୍ଟ ଏତଲା ଦେଇଛନ୍ତି । ଏନେଇ…

ଆଶ୍ଚର୍ଯ୍ୟଜନକ ଭାବେ ଗଛରୁ ଝରୁଛି ପାଣି; ଗଛମୂଳେ ଗ୍ରାମବାସୀଙ୍କ ପୂଜାର୍ଚ୍ଚନା

କରାତୁଳି/ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଘୋଡ଼ାପଲାଣ ପଞ୍ଚାୟତରେ କରାତୁଳି ଗ୍ରାମରେ ଘଟିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା ।  ବାଘୁଆ ନଦୀ କୂଳରେ ଥିବା ଏକ ବଣ ପାଳଧୁଆ ଗଛରେ କୈଣସି ଏକ ଅଲୌକିକ ଶକ୍ତି ମାଧ୍ୟମରେ ଗଛରୁ ପାଣି ବାହୁରୁ ଥିବା ଭଳି ଚମତ୍କାର ଦୃଶ୍ୟ ଦେଖିବାକୁ…