Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଚିହ୍ନଟ ହେଲା କରୋନା ଭାଇରସର ଛଅ ନୂଆ ଲକ୍ଷଣ

ନୂଆଦିଲ୍ଲୀ: ସାରା ବିଶ୍ୱରେ କାୟା ମେଲାଇଛି କରୋନା । ମହାମାରୀ କୋଭିଡ-୧୯କୁ ନେଇ ସବୁଠି କୋକୁଆ ଭୟ । ଚୀନର ଉହାନରୁ ବ୍ୟାପିଥିବା ଏହି ମହାମାରୀ ଏବେ ନିଜ ଚରିତ୍ର ବଦଳାଉଛି । ମଣିଷ ଶରୀରରେ ଦେଖିବାକୁ ମିଳିଛି ଏହି କିଲର ଭାଇରସର ନୂଆ ଳକ୍ଷଣ । ଏପ୍ରିଲ ମାସରେ ସେଂଟର ଫର କଂଟ୍ରୋଲ ଆଣ୍ଡ…

କଟକ ଏସ୍‌ସିବି ଓ କ୍ୟାନ୍‌ସର ହସ୍ପିଟାଲ ନ ଆସିବାକୁ ନିବେଦନ

କଟକ: କଟକର ହଟ୍‌ସ୍ପଟ ପାଲଟିଥିବା କ୍ୟାନ୍ସର ହସ୍ପିଟାଲ ଏବଂ ଏସ୍‌ସିବିରେ କଟକଣା ଲଗାଯାଇଛି । କ୍ୟାନ୍‌ସର ହସ୍ପିଟାଲ ଏବଂ ଏସ୍‌ସିବି ନ ଆସିବାକୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଗତ ତିନି ଦିନ ମଧ୍ୟରେ କ୍ୟାନ୍‌ସର ହସ୍ପିଟାଲରୁ ୧୧୩ ପଜିଟିଭ୍ ଓ ଏସ୍‌ସିବିରୁ…

ବର୍ଷେ ବଢ଼ିଲା କରୋନା କଟକଣା !

ଥିରୁଅନନ୍ତପୁରମ: ଦିନେ କି ମାସେ ନୁହେଁ ବର୍ଷେ ବଢ଼ିଲା କରୋନା କଟକଣା । ଆଗାମୀ ଏକ ବର୍ଷ ଯାଏଁ କୋଭିଡ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତ ସରକାର । କରୋନା ସଂକ୍ରମଣ ଚେନ୍‌କୁ ରୋକିବା ପାଇଁ ଏଭଳି କଡା ନିଷ୍ପତ୍ତି ନେଇଛନ୍ତି କେରଳ ସରକାର । ଏନେଇ ରବିବାର କେରଳ ସରକାର…

ଚିତ୍ତରଞ୍ଜନଙ୍କ ନିଆରା କଳାକୃତି; ସଢେଇରୁ ତିଆରି କରୁଛନ୍ତି ଆକର୍ଷଣୀୟ ସାମଗ୍ରୀ

ଭୁବନେଶ୍ୱର: ସଢେଇରୁ ତିଆରି ହେଉଛି ସୌଖିନ ସାମଗ୍ରୀ ଓ ସୁନ୍ଦର ସୁନ୍ଦର ଘର ଉପକରଣ ଦ୍ରବ୍ୟ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏଭଳି କଳାକୃତି ତିଆରି କରୁଛନ୍ତି କଟକ ଜିଲ୍ଲା କନ୍ଦରପୁର ଅଞ୍ଚଳର ଚିତ୍ତରଞ୍ଜନ ଭୋଇ। ସାଧାରଣତଃ ନଡ଼ିଆ ଖାଇଲା ପରେ ସମସ୍ତେ ନଡ଼ିଆର ଖୋଲ ଅର୍ଥାତ…

କରୋନାରୁ ସୁସ୍ଥ ପରେ ବି ହେଲେ ସାମାଜିକ ବାସନ୍ଦ

କେନ୍ଦ୍ରାପଡା: କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ହେବାକୁ ପଡିଛି ବାସନ୍ଦ । କରୋନାରୁ ସୁସ୍ଥ ହୋଇଥିବା ଜଣେ ବ୍ୟକ୍ତିଙ୍କ ପରିବାରକୁ ଗାଁରୁ ବାସନ୍ଦ କରାଯାଇଥିବା ନେଇ କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକରୁ ଆସିଛି ଏଭଳି ଅଭିଯୋଗ । ଏହି ପଞ୍ଚାୟତର ଜଣେ ବ୍ୟକ୍ତି ବେଙ୍ଗାଲୋରରୁ ଆସି ସଙ୍ଗରୋଧ…

କଟକରେ ହେବ ଆଣ୍ଟିଜେନ୍ ଟେଷ୍ଟ

କଟକ: ରାଜ୍ୟରେ ବଢ଼ୁଛି କାୟା ବିସ୍ତାର କରି ଚାଲିଛି କରୋନା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟେଷ୍ଟ ସଂଖ୍ୟା ମଧ୍ୟ ବଢ଼ାଇଛନ୍ତି । କରୋନା ମହାମାରୀ ଯୋଗୁଁ କଟକରେ ଆଂଟିଜେନ୍ ଟେଷ୍ଟ ଆରମ୍ଭ ହେବ । ଆସନ୍ତା ମଙ୍ଗଳବାରଠାରୁ ଏହି ଟେଷ୍ଟ ହେବ । ଏହାଦ୍ୱାରା ଏହାଦ୍ୱାରା ଲୋକଙ୍କର କୋଭିଡ…

କରୋନାର ପ୍ରକୃତ ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର: ବିଜୟ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚଳାନା ନେଇ ରାଜ୍ୟ ସରକାରଙ୍କୁ ପୁଣି ଘେରିଛି ବିଜେପି । ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଆଗକୁ କରୋନା ସ୍ଥିତି ଆହୁରି ଭୟଙ୍କର ହେବ । ସରକାର ଏହାର…

ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୯୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟ ବଢ଼ି ଚାଲିଛି କରୋନା ସଂକ୍ରମିଣଙ୍କ ସଂଖ୍ୟା । ତେବେ ସଂକ୍ରମିତଙ୍କ ତୁଳନାରେ ସୁସ୍ଥ ହାର ମଧ୍ୟ ବଢ଼ି ଚାଲିଛି । ଆଜି ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୨୯୦ କରୋନା ଆକ୍ରାନ୍‌ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୬୨୨୪ ଜଣ କରୋନାରୁ ଆରୋଗ୍ୟ ଲାଭ…

ଜୁଲାଇ ୩୧ ଯାଏଁ ଖୋଲିବନି ଐତିହ୍ୟସ୍ଥଳ

ଭୁୁବନେଶ୍ୱର: ଖୋଲିବନି ଖଣ୍ଡଗିରି, ଉଦୟଗିରି ସମେତ ୯ଟି ଐତିହ୍ୟସ୍ଥଳ । ଜୁଲାଇ ୩୧ ଯାଏଁ ଏହି ସବୁ ଐତିହ୍ୟ ସ୍ଥାନ ଉପରେ କଟକଣା ଲାଗଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ସଂକ୍ରମଣ ବ୍ୟାପିବା ଆଶଙ୍କାରୁ ଏସବୁକୁ ନ ଖୋଲିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଏନେଇ ଏଏସ୍‌ଆଇ ଓଡ଼ିଶା ସର୍କଲ…

ସାଂସଦ ଅପରାଜିତାଙ୍କ ନାଁରେ ମାମଲା ପଛରେ ରାଜନୈତିକ ଷଡ଼ଯନ୍ତ୍ର !

ଭୁବନେଶ୍ୱର: କୋଭିଡ ଗାଇଡଲାଇନ୍ ଉଲ୍ଳଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାଁରେ ମାମଲା ପ୍ରସଙ୍ଗରେ ରାଜନୀତି ଜୋର୍ ଧରିଛି । ଅପରାଜିତାଙ୍କ ବିରୋଧରେ କି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ କମିଶନରେଟ୍ ପୋଲିସକୁ ଆକ୍ସନ ଟେକେନ୍ ରିପୋର୍ଟ ମାଗିଛି ବିଏମସି।…