Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରଥଯାତ୍ରା ସଫଳ ଆୟୋଜନ ନେଇ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: ଶ୍ରୀକ୍ଷେତ୍ରରେ ଶେଷ ହୋଇଛି ଘୋଷଯାତ୍ରା । ସଫଳତାର ସହ ସମାପନ ହୋଇଛି । ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚଳିତ ରଥଯାତ୍ରା ସଫଳ…

ଦେଶରେ ବଢୁଛି କରୋନା: ୨୪ ଘଣ୍ଟାରେ ସଂକ୍ରମିତ ହେଲେ ପାଖାପାଖି ୨୫ ହଜାର

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୪,୮୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୩ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୭୩,୧୬୫…

ଆଜି ଗୁରୁ ପୂର୍ଣ୍ଣିମା: ଜାଣନ୍ତୁ ଏହାର ମହତ୍ତ୍ୱ

ଭୁବନେଶ୍ୱର: ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା ବା ବ୍ୟାସ ପୂର୍ଣ୍ଣିମା । ଆଷାଢ଼ ମାସ ପୂର୍ଣ୍ଣିମା ଦିନକୁ ଗୁରୁ ପୂର୍ଣ୍ଣିମା ଭାବେ ପାଳନ କରାଯାଇଥାଏ । ବେଦ, ବେଦାନ୍ତ, ଗୀତା ଓ ଉପନିଷଦର ଭାଷ୍ୟକାର ତଥା ମହାକାବ୍ୟ ଯୁଗର ମହାଭାରତ, ଅଷ୍ଟାଦଶ ପୁରାଣ, ଶ୍ରୀମଦ୍ ଭାଗବତ, ବ୍ରହ୍ମସୂତ୍ର, ମୀମାଂସା…

କରୋନା ପଜିଟିଭ ଚିହ୍ନଟ ହେଲେ ଡୋନାଲ ଟ୍ରମ୍ପ ଜୁନିଅରଙ୍କ ପ୍ରେମିକା

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା କହର । ଏଥିରେ ସର୍ବାଧିକ ପ୍ରଭାବିତ ଆମେରିକାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଙ୍କ ବଡ଼ପୁଅ ଡୋନାଲ୍‌ଡ୍ ଟ୍ରମ୍ପ୍‌ ଜୁନିୟର୍‌ଙ୍କ ପ୍ରେମିକା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ଆସାମ ରାଜଭବନ କ୍ୟାମ୍ପସ୍ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ଗୁଆହାଟୀ: ଆସାମ ରାଜଭବନ କ୍ୟାମ୍ପସ ପରିସରକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । କ୍ୟାମ୍ପସ ଭିତରୁ କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ ନେଇଛି ସ୍ଥାନୀୟ ପ୍ରଶାସନ । ଗତକାଲି କାମରୁପ୍ ମହାନଗର ନିଗମ ଡେପୁଟୀ କମିଶନର ଏସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରିଥିଲେ । ରାଜଭବନ ପରିସର…

ସମ୍ବଲପୁରରେ ୨୪ ଘଣ୍ଟିଆ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ

ସମ୍ବଲପୁର: ସମ୍ବଲପୁରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାର କରୋନା ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲାକୁ ସଟଡ଼ାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲା ସଟଡ଼ାଉନ୍ କଟକଣା…

ଦୁଇ ଲକ୍ଷ ପଜିଟିଭ୍ କେସ୍ ଛୁଇଁଥିବା ଦେଶର ପ୍ରଥମ ରାଜ୍ୟ ମହାରାଷ୍ଟ୍ର

ମହାରାଷ୍ଟ୍ର: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ପ୍ରତିଦିନ ହଜାର ହଜାର ଲୋକ ସଂକ୍ରମିତ ହେଉଛନ୍ତି । ଦେଶର ପ୍ରଥମ ରାଜ୍ୟ ଭାବରେ ମହାରାଷ୍ଟ୍ରରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରୁ ବାହାରିଛି ସର୍ବାଧିକ ୭ ହଜାର ୭୪ଟି…

ରାଜ୍ୟ ପାଇଁ ଘାତକ ହେବକି ଜୁଲାଇ: ପ୍ରଥମ ୪ ଦିନରେ ଗଲାଣି ୯ ଟି ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଜୁଲାଇର ପ୍ରଥମ ଚାରି ଦିନରେ ଓଡିଶାରେ ୯ ଟି ମୁଣ୍ଡ ନେଲାଣି କରୋନା । ଏହି ୪ ଦିନରେ ୧୫୪୪ ଜଣ ନୂତନ ପଜିଟିଭ ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟୁଇଟ୍ ଅନୁଯାୟୀ ରାଜ୍ୟରେ ଏପର୍ଯ୍ୟନ୍ତ…

କଟକରେ କରୋନା ଆକ୍ରାନ୍ତଙ୍କ ଉନ୍ମତକାଣ୍ଡ

କଟକ: ରାଜ୍ୟ ସହ କଟକରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହାରି ମଧ୍ୟରେ କଟକ ଜିଲ୍ଲାରେ ଦେଖିବାକୁ ମିଳିଛି ଏକ ଅଜବ ଘଟଣା । କରୋନା ପଜିଟିଭ ଚିହ୍ନଟ ବ୍ୟକ୍ତି ଏଠାରେ ଘଟାଇଛନ୍ତି ଉନ୍ମତକାଣ୍ଡ। ମିଳିଥିବା ସୂଚନାନୁସାରେ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ…