Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭୁବନେଶ୍ୱରରେ ଆଉ ୬ ପଜିଟିଭ, ୧୧ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ସଂକ୍ରମିତଙ୍କ ମଧ୍ୟରେ ହୋମ୍ କ୍ୱାରେଂଟିନ୍‌ର ଜଣେ ଥିବାବେଳେ ୫ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ କରି ସୂଚନା ଦେଇଛି । ଜଣେ ୫୬ ବର୍ଷୀୟ ରେଲୱେ କର୍ମଚାରୀ…

ଆଜି ‘ସାମାଜିକ ଗଣମାଧ୍ୟମ ଦିବସ’; ଜାଣନ୍ତୁ, ଏସମ୍ପର୍କରେ କିଛି

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସୋସିଆଲ୍ ମିଡିଆ ଲୋକମାନଙ୍କ ଜୀବନ ପରିବର୍ତ୍ତନ କରୁଥିବା ବେଳେ ପ୍ରତିବର୍ଷ ଜୁନ୍ ମାସ ୩୦ ତାରିଖରୁ ‘ସାମାଜିକ ଗଣମାଧ୍ୟମ ଦିବସ’ ପାଳନ କରାଯାଇ ଆସୁଅଛି । ଆଗରୁ ଟେଲିଗ୍ରାମ, ଟେଲିଫୋନର ଯୁଗ ଥିଲା । ଏହାପରେ ପରେ ଫେକ୍ସ ମେସିନ୍ ଓ ତା’ପରେ ସୋସିଆଲ୍…

୨୯ ବିଏସଏଫ୍ ଯବାନଙ୍କ ସହ ମାଲକାନଗିରିରେ ୩୬ କରୋନା ପଜିଟିଭ

ମାଲକାନଗିରି: ମାଲକାନଗିରିରେ ବିଏସଏଫ୍ ଯବାନଙ୍କଙ୍କ ସମେତ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳ ମନୀଷ ଅଗ୍ରୱାଲ ମଙ୍ଗଳବାର ଦିନ ଏକ ଟୁଇଟ୍ କରି କହିଛନ୍ତି ଯେ ବିହାର, ଝାଡଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ ଏବଂ…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୃତକଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୫ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି…

ଓଡିଶାରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୭ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୦୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୦୬୫ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭାରତରେ ୨୪ ଘଣ୍ଟାରେ ୧୮ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୪୧୮ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୫,୬୬,୮୪୦କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରକାଶ ପାଇଛି । Prime Minister @narendramodi will address the…

ଅନଲକ୍‌-୨ ପାଇଁ ଆସିଲା ନୂଆ ଗାଇଡଲାଇନ

ଭୁବନେଶ୍ୱର: ପ୍ରକାଶ ପାଇଲା ଅନଲକ୍ -୨ ପାଇଁ ନୂଆ ଗାଇଡଲାଇନ । ଏହି ଗାଇଡ ଲାଇନ ଅନୁସାରେ ଜୁଲାଇ ୩୧ ଯାଏଁ ଲକଡାଉନ ଅବଧି ବୃଦ୍ଧି ପାଇଛି । ଏହି ସମୟ ମଧ୍ୟରେ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ । ସିନେମା ହଲ, ପାର୍କ ବନ୍ଦ ରହିବ ।…

ଜୁଲାଇରେ କରୋନା ମୁକାବିଲା ଲାଗି ସରକାରଙ୍କ ରଣନୀତି; ଜିଲ୍ଲାପାଳ, ଏସପିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ଜୁଲାଇ ମାସରେ କରୋନା ମହାମାରୀର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଣନୀତି ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ  ସୋମବାର ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ  ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ…

ମହାପ୍ରଭୁଙ୍କୁ ମାଉସୀ ଖୁଆଇବେ ପୋଡ଼ପିଠା: କେମିତି ଚାଲିଛି ପ୍ରସ୍ତୁତି, ଜାଣନ୍ତୁ

ପୁରୀ: ସେହି କୃପାମୟ ପ୍ରେମମୟ ଦୟାମୟ ମହାପ୍ରଭୁ ଶ୍ରୀଜଗନ୍ନାଥ ଜଗତର ଏପରି ଏକ ଠାକୁର ଯିଏ ନିଜ ମନ୍ଦିର ଆସ୍ଥାନରୁ ଉଠି ଲକ୍ଷ ଲକ୍ଷ ଜନସମୂଦ୍ରରେ ମିଶିଯାଆନ୍ତି । ରଥାରୁଢ ଶ୍ରୀଜଗନ୍ନାଥଙ୍କୁ ସାରା ବିଶ୍ୱର କୋଟି କୋଟି ଜନତା ଦର୍ଶନ କରିବାର ସୌଭାଗ୍ୟ ଲାଭ କରନ୍ତି । ଏ ଜାତିର ଏକମାତ୍ର…