Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସାମ୍ବାଦିକଙ୍କର ହେଲା କରୋନା ଟେଷ୍ଟ

ପୁରୀ: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ଉପର ମୁହାଁ ହୋଇ ଚାଲିଛି । ଫଳରେ ରଥଯାତ୍ରା ଭଳି ବାହୁଡା ଯାତ୍ରା ମଧ୍ୟ ଯେପରି ସୁରୁଖୁରୁରେ ହେବ ସେଥିପାଇଁ ଚାଲିଛି ପ୍ରସ୍ତୁତି । ଆଜି ରଥଯାତ୍ରା ଖବର ସଂଗ୍ରହ କରୁଥିବା ସମସ୍ତ ସାମ୍ବାଦିକଙ୍କର କରୋନା ପରୀକ୍ଷା କରାଯାଇଛି । ରଥଯାତ୍ରା ସହ…

କେନ୍ଦୁଝରର ୧୦ ଗାଁ ୪୮ ଘଣ୍ଟା ଲାଗି ସଟଡାଉନ୍

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତରେ ଥିବା ଏକ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମସି)ରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ରବିବାର ଏହି ଅଞ୍ଚଳର ୧୦ଟି ଗ୍ରାମକୁ ୪୮ ଘଣ୍ଟିଆ ସଟଡାଉନ୍ କରାଯାଇଛି । ଡୁମୁରିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ନାୟକ…

ମିଶନ ଜିରୋ: ବ୍ରହ୍ମପୁରରେ ୩ ଦିନରେ ଲକ୍ଷେ କରୋନା ସ୍କ୍ରିନିଂ

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ମିଶନ ଜିରୋ କୋଭିଡ-୧୯ ଅଧୀନରେ ଶନିବାର ଦିନ ପ୍ରାୟ ୪୦,୦୦୦ ଲୋକଙ୍କୁ ମିଶାଇ ଗତ ୩ ଦିନ ମଧ୍ୟରେ ମୋଟ୍ ଏକ ଲକ୍ଷ ଲୋକଙ୍କ ସ୍ୱାସ୍ଥ୍ୟ ସ୍କ୍ରିନିଂ ଶେଷ କରାଯାଇଛି । ବିଇଏମସିର ଜଣେ ଅଧିକାରୀ କହିଛନ୍ତି ଯେ କୋଭିଡ-୧୯, ଯକ୍ଷ୍ମା,…

ମହାରାଷ୍ଟ୍ରରେ ଖୋଲିଲା ସେଲୁନ ଓ ବିଉଟି ପାର୍ଲର

ମହାରାଷ୍ଟ୍ର: ଦେଶରେ କରୋନା ସଂକ୍ରମଣରେ ସବୁଠୁ ଶୀର୍ଷରେ ଥିବା ମହାରାଷ୍ଟ୍ରରେ ଖୋଲିଲା ସେଲୁନ୍ ଓ ବିଉଟି ପାର୍ଲର । ମିଶନ ବିଗିନ୍ ଏଗେନ ପର୍ଯ୍ୟାୟରେ ଆଜିଠାରୁ ଦୋକାନ ଓ ପାର୍ଲର ଖୋଲାଯାଇଛି । ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ, ବାରିକ ମାନେ କୋଭିଡ୍‌-୧୯ର ସମସ୍ତ ଗାଇଡଲାଇନ…

ଭୁବନେଶ୍ୱରରେ ୬ ନୂଆ ସଂକ୍ରମିତ, ୧୯ ସୁସ୍ଥ

ଭୁବନେଶ୍ୱର: କିଛି ଦିନ ହେଲା ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆଜି ଆଶ୍ୱସ୍ତିକର ଖବର ଆସିଛି। ଆଜି ଭୁବନେଶ୍ୱରରେ ୬ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ୧୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବିଏମସିର ସୂଚନା ଅନୁସାରେ,…

୧୭ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୭୬ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୭୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ।…

ସତର୍କତା ଓ ସଚେତନତା ହିଁ କରୋନା ବିରୋଧୀ ଲଢେଇର ମୂଳମନ୍ତ୍ର: ମୋଦି

ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ ଦେଶ ଲକଡାଉନ୍‌ରୁ ବାହାରି ଆସିଛି । ଦେଶ ଏବେ ଅନଲକ୍ ପର୍ଯ୍ୟାୟରେ । ତେବେ ଏହି ସମୟରେ ଦେଶବାସୀଙ୍କୁ ଅଧିକ ସଚେତନ ରହିବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ ମୋଦି ନିବେଦନ କରିଛନ୍ତି । ମନ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରି…

ଗଞ୍ଜାମରେ ୪ ପୋଲିସ କର୍ମୀ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗଞ୍ଜାମରେ ୪ଜଣ ପୋଲିସ କର୍ମୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ଏସପି ବ୍ରିଜେଶ କୁମାର । ସେମାନେ ସମସ୍ତେ ଚିକିତ୍ସିତ ହେଉଥିବା ବେଳେ ଏସପି ଆକ୍ରାନ୍ତ…

ରାଉରକେଲାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ରବିବାର ଦିନ ୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ରାଜ୍ୟରେ ଆଉ ୩ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୨୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମ…