Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ହେରାପଞ୍ଚମୀ: ଜାଣନ୍ତୁ, ଏପରି ନାମକରଣ ପଛରେ କ’ଣ ରହିଛି ରହସ୍ୟ !

ଭୁବନେଶ୍ୱର/ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଏକ ମହତ୍ୱପୂର୍ଣ୍ଣ ପ୍ରସଙ୍ଗ । । ଆଜି ହେଉଛି ଆଷାଢ ଶୁକ୍ଳ ପକ୍ଷ ସପ୍ତମୀ ତିଥି । ସାଧାରଣତଃ ଅନେକ ଭାବିଥାଇ ପାରନ୍ତି ଯେ, ‘ହେରାପଞ୍ଚମୀ’ ନାମକରଣ ହୋଇଥିବା ଯୋଗୁଁ ଏହି ଉତ୍ସବ ବୋଧହୁଏ ପଞ୍ଚମୀ…

ଜୁନ୍ ୩୦ ରାତିରୁ ଜୁଲାଇ ୨ ଯାଏଁ ପୁରୀରେ କର୍ଫ୍ୟୁ

ପୁରୀ: ବାହୁଡ଼ା ଯାତ୍ରା ପାଇଁ ଆସନ୍ତା ୩୦ ତାରିଖ ରାତିରୁ ପୁରୀ ଜିଲ୍ଲାରେ କର୍ଫ୍ୟୁ ଲାଗୁ ହେବ। ଜିଲ୍ଲାପାଳ ବଲଓ୍ଵନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ଜିଲ୍ଲାପାଳ କହିଛନ୍ତି ଜୁନ ୩୦ ତାରିଖ ରାତି ୧୦ଟାରୁ ଜୁଲାଇ ୨ ତାରିଖ ରାତି ୧୦ଟା ଯାଏଁ ସମଗ୍ର ଜିଲ୍ଲାରେ କର୍ଫ୍ୟୁ ବଳବତ୍ତର ରହିବ।…

କରୋନା ସଂକ୍ରମିତ ପୂର୍ବତଟ ରେଳବାଇର ଚିଫ ଟିକେଟ ଇନ୍ସପେକ୍ଟରଙ୍କ ମୃତ୍ୟୁ

କଟକ: ପୂର୍ବତଟ ରେଳବାଇର ଚିଫ୍ ଟିକେଟ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଛି । କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତ ତିନି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପୂର୍ବତଟ ରେଳବାଇ ସୂତ୍ରରୁ ସୂଚନା ମିଳିଛି । ଗତ ୧୪ ତାରିଖରେ ସେ କରୋନାରେ ସଂକ୍ରମିତ ଥିବା…

କଟକକୁ ବାହାର ରାଜ୍ୟରୁ ଆସିଛନ୍ତି ୫୧୦୧ ଜଣ ପ୍ରବାସୀ: ସିଏମ୍‌ସି କମିଶନର

କଟକ: କଟକ ସିଏମ୍‌ସି ଅଂଚଳକୁ ବାହାର ରାଜ୍ୟରୁ ଏଯାଏଁ ୫,୧୦୧ ଜଣ ପ୍ରବାସୀ ଆସିଛନ୍ତି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି । ସେ କହିଛନ୍ତି, ବାହାର ରାଜ୍ୟରୁ ଆସିଥିବା ଲୋକଙ୍କୁ ଟ୍ରାକ୍ କରାଯାଇ ସଂଗରୋଧ ବ୍ୟବସ୍ଥା କରାଯାଇଛି। ସିଏମ୍‌ସି…

କରୋନା ମୁକାବିଲା: ସିଏମ୍‌ସି ଜଗିବ ମହିଳା ଆରୋଗ୍ୟ ସମିତି

କଟକ: କରୋନା ମୁକାବିଲା ପାଇଁ କଟକରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଣିକି ସିଏମ୍‌ସି ଜଗିବ ମହିଳା ଆରୋଗ୍ୟ ସମିତି । କରୋନା ମୁକାବିଲା ଲାଗି କଟକ ବସ୍ତି ଅଂଚଳରେ ମହିଳା ଆରୋଗ୍ୟ ସମିତି ଗଠନ କରିଛି କଟକ ମହାନଗର ନିଗମ। କଟକ ମହାନଗର ନିଗମରେ କୋଭିଡ-୧୯ ଅବଜରଭର୍‌ ତଥା ରାଜ୍ୟ ସରକାରଙ୍କ ପ୍ରମୁଖ…

ଧରାକୋଟରେ କୋରୋନାରେ ୩ ନୁହେଁ ଜଣଙ୍କର ମୃତ୍ୟୁ: ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଧରାକୋଟର ଜାହାଡାରେ ୩ କୋରୋନା ମୃତ୍ୟୁ ଖବରକୁ ଖଣ୍ଡନ କରିଛନ୍ତି ଜିଲ୍ଲାପାଳ । ୩ ଜଣଙ୍କର ନୁହେଁ, ବରଂ ଜଣଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ପଷ୍ଟ କରିଛନ୍ତି । ପୂର୍ବରୁ ୩ ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଇଥିଲେ ଜାହାଡ଼ା ସରପଞ୍ଚ ।…

ଭଲ ଖବର: ସୁସ୍ଥ ହେଲେ ଆଉ ୧୮୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୮୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

କରୋନା ଚିକିତ୍ସା ପାଇଁ ଡେକ୍ସାମେଥାସୋନକୁ ମିଳିଲା ଅନୁମତି

ନୂଆଦିଲ୍ଲୀ: କରୋନା ଚିକିତ୍ସା ପାଇଁ ଡେକ୍ସାମେଥାସୋନ ବ୍ୟବହାରକୁ ଅନୁମତି ମିଳିଛି । ଗମ୍ଭୀର ଓ ମଧ୍ୟମ ଧରଣର କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବାକୁ ଅନୁମତି ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ । ଏହା ମିଥାଇଲପ୍ରେଡନିସୋଲୋନର ବିକଳ୍ପ ଭାବେ କରୋନା ରୋଗୀଙ୍କ…

କରୋନାରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷଙ୍କ ମୃତ୍ୟୁ

ଗଞ୍ଜାମ: କରୋନାରେ ଗଂଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ସେ ଗତ କିଛି ଦିନ ହେବ କରୋନାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ଉପାଧ୍ୟକ୍ଷଙ୍କ ସମେତ କରୋନା ମହାମାରୀରେ ୩ ଜଣଙ୍କ ଜୀବନ ଯାଇଥିବା ନେଇ ଖବର ସାମ୍ନାକୁ ଆସିଛି ।…

ଭୁବନେଶ୍ୱରରେ ପୁଣି ୯ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ପୁଣି ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ଘରୋଇ ସଙ୍ଗରୋଧରେ ଥିବାବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଚଂଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି । ଶିରିପୁର ଲକ୍ଷ୍ମିବଜାର ବସ୍ତି ଅଚଂଳରୁ ୩୧…