Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଗୁଣ୍ଡିଚା ମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି

ପୁରୀ: ନବଦିନାତ୍ମକ ଯାତ୍ରା ରେ ଶ୍ରୀଜିଉ । ବୁଧବାର ଦିନ ଶ୍ରୀଜୀଉ ଆଡ଼ପ ମଣ୍ଡପ ରେ ବିଜେ କରିବା ପରେ ଗୁରୁବାର ପ୍ରଥମ ଆଡ଼ପ ଅଭଡା ବାହାରିଥିଲା । ତେବେ ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ହେରାପଞ୍ଚମୀ ନୀତି ହେବାକୁ ଥିବାବେଳେ ତାହା ଆଜି ପୂର୍ବରୁ…

ଗଞ୍ଜାମରୁ ଚିହ୍ନଟ ହେଲେ ଆଉ ୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲା ପ୍ରଶାସନ। ପ୍ରାପ୍ତ ସୂଚନାନୁଯାୟୀ ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ…

କରୋନା ସଂକ୍ରମଣରେ ଚୀନକୁ ଟପିଯିବ ଦିଲ୍ଲୀ-ଏନସିଆର୍

ଦିଲ୍ଲୀ: ପ୍ରଦିତିନ ହଜାର ହଜାର ନୂଆ କରୋନା କେସ ସାମନାକୁ ଆସୁଛି । ଦିଲ୍ଲୀର କରୋନା ଗ୍ରାଫ ଦର୍ଶାଉଛି ବିଶ୍ୱରେ ୧୬୭ ଦେଶର ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ଯେତିକି କେବଳ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରୁ ବାହାରିଛନ୍ତି ତାଠୁ ଅଧିକ ଆକ୍ରାନ୍ତ । ହନ୍ ହପକିଙ୍ଗସ ବିଶ୍ୱବିଦ୍ୟାଳୟ ରିପୋର୍ଟ ଏହି…

ସାରା ଦୁନିଆରେ ୯୭ ଲକ୍ଷ ଲୋକଙ୍କୁ କରୋନା

ସାରା ବିଶ୍ୱକୁ ନିଜ ହାତମୁଠାରେ କରି ସାରିଲାଣି ମାରାତ୍ମକ କରୋନା ଭାଇରସ୍ । ୯୭ ଲକ୍ଷ ଲୋକଙ୍କ ସଂକ୍ରମିତ ହେଲେଣି । ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୬ ହଜାର ନୂଆ ପଜିଟିଭ କେସ୍ ସାମନାକୁ ଆସିଛି । ମୃତ୍ୟୁବରଣ କରିଛନ୍ତି ଆଉ ୫ ହଜାର ଲୋକ । ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୯୯…

ବ୍ରହ୍ମପୁର ସହର ୪ ଦିନ ପାଇଁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍

ବ୍ରହ୍ମପୁର: ପ୍ରତିଦିନ ରେଶମ ସହର ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସହର ୪ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠାରୁ ମଙ୍ଗଳବାର ପର୍ଯ୍ୟନ୍ତସମ୍ପୂର୍ଣ୍ଣ ସଟ୍ ଡାଉନ ରହିବ ପୁରା ସହର । ଏହି ସମୟରେ ସହରରେ ୭୦ଟି…

ଅଗଷ୍ଟ ୧୨ ଯାଏ ରେଗୁଲାର ଟ୍ରେନ୍ ଚଳାଚଳ ବନ୍ଦ

ନୂଆଦିଲ୍ଲୀ: ଟ୍ରେନ୍ ଯାତ୍ରୀ ଗଣ ଦୟାକରି ଧ୍ୟାନ ଦିଅନ୍ତୁ । ଅଗଷ୍ଟ ୧୨ ତାରିଖ ପର୍ରଯ୍ୟନ୍ତ ଦେଶରେ ବନ୍ଦ ରହିବ ସମସ୍ତ ରେଗୁରାଲ ଟ୍ରେନ୍ ଚଳାଚଳ । ଗଡ଼ିବନି ମେଲ୍ ଏକ୍ସପ୍ରେସ, ଲୋକାଲ୍ ଟ୍ରେନ୍, ଇଏମୟୁ ଟ୍ରେନ୍ । ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ନିଷ୍ପତ୍ତି ନେଇଛି ରେଲଓ୍ୱେ ବୋର୍ଡ…

ବାହାରିଲା ପ୍ରଥମ ଆଡ଼ପ ଅବଢ଼ା

ପୁରୀ: ଜନ୍ମବେଦୀରେ ଶ୍ରୀଜୀଉ । ଆଜି ବହାରିଛି ପ୍ରଥମ ଆଡ଼ପ ଅବଢ଼ା । ଗୁରୁବାର ସକାଳ ୫.୫୭ରେ ଦ୍ୱାର ଫିଟା ହୋଇଥିବାବେଳ ୭ଟା ରେ ମଙ୍ଗଳ ଆଳତି ଏବଂ ୮.୦୫ ରେ ଅବକାଶ ନୀତି ଅନୁଷ୍ଠିତ ହୋଇଥିଲା । ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା । ଏବଂ ସକାଳ ଧୂପରେ ଆଜି ପ୍ରଥମ ଆଡ଼ପ…

ଅନୁଭୂତିରେ ଶ୍ରୀଜଗନ୍ନାଥ: ଗୋଟେ ଅଭୁଲା ପ୍ରସାଦର ଗପ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଗଲା  ଜୁଲାଇ ମାସର କଥା । କଳାହାଣ୍ଡିର ବିଶ୍ୱନାଥପୁର ରହଣିର ସେଦିନ ଶେଷ ଦିନ ଥାଏ । ସଂଜକୁ ଭୁବନେଶ୍ୱର ଫେରିବାର ଥାଏ । ପୁଣି ବସ୍ ଯୋଗେ । ବସ୍ ସଂଜ ଛଅକୁ ଛାଡ଼େ । ଆଉ ବାପୁନ ଓ ମତେ ବୁଲିବାକୁ ଯିବାର ଥାଏ…

ବାବା ରାମଦେବଙ୍କ କୋଭିଡ଼-୧୯ ଔଷଧ ବିକ୍ରି ନେଇ ରାଜସ୍ଥାନ ମନ୍ତ୍ରୀଙ୍କ ଚେତାବନୀ

ଜୟପୁର: ରାଜସ୍ଥାନ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା ଚେତାବନୀ ଦେଇ ଗୁରୁବାର ଦିନ କହିଛନ୍ତି, ବାବା ରାମଦେବଙ୍କ ଦ୍ୱାରା ପ୍ରସ୍ତୁତ କୋଭିଡ଼-୧୯ ଔଷଧ ଯେଉଁମାନେ ବିକ୍ରି କରୁଥିବେ ଧରାପଡ଼ିଲେ ଦୃଢ ପଦକ୍ଷେପ ଗ୍ରହଣ କରାଯିବ । ଏପରିକି ସ୍ୱାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୪୧୨୩ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…