Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୫

ଭୁବନେଶ୍ୱର: ଓଡିଶାରେ ଆଉ ଜଣେ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ୍ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ ଅନୁଯାୟୀ ଗଞ୍ଜାମର ଜଣେ ୪୬ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ବ୍ୟକ୍ତି ଡାକ୍ତରଖାନାରେ…

ପୁରୀ ରଥଯାତ୍ରା ହେବା ସମ୍ଭାବନା ବଢିଲା : ଜଷ୍ଟିସ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମର୍ଥନ

ନୂଆଦିଲ୍ଲୀ: ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ସମ୍ଭାବନା ବଢିଛି । ସୁପ୍ରିମକୋର୍ଟଙ୍କ ପୂର୍ବ ଆଦେଶର ସଂଶୋଧନ ଉପରେ ଶୁଣାଣି ପାଇଁ ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ନେତୃତ୍ୱରେ ରହିଥିବା ଖଣ୍ଡପୀଠ ସମ୍ମତି ପ୍ରଦାନ କରିଛନ୍ତି । ଜଷ୍ଟିସ୍ ମିଶ୍ରଙ୍କ ଖଣ୍ଡପୀଠରେ ଏହା ଉପସ୍ଥାପନ କରାଯିବା ବେଳେ…

ବିନା ଭକ୍ତରେ ନିୟନ୍ତ୍ରିତ ଭାବେ ପୁରୀରେ ହୋଇପାରିବ ରଥଯାତ୍ରା :ସୁପ୍ରିମକୋର୍ଟରେ ରାଜ୍ୟସରକାରଙ୍କ ସାନି ସତ୍ୟପାଠ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପୁରୀ ରଥଯାତ୍ରା ମାମଲାର ପୁନଃବିଚାର ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ ହୋଇଛି । ନୂଆଦିଲ୍ଲୀ ସ୍ଥିତ ରାଜ୍ୟ ସରକାରଙ୍କ ଆବାସିକ କମିଶନର ସଂଜୀବ କୁମାର ମିଶ୍ରଙ୍କ ଦ୍ୱାରା ଦାଖଲ ହୋଇଥିବା…

ଅର୍ଥନୀତିର ଅର୍ଥାନ୍ତର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦୁନିଆ ଦୋହଲା ଦୁଃଖ କଷ୍ଟ ବେଦନା ଆଉ ଯାତନାର ଜୂପକାଠରେ ବଳିପଡିବାକୁ ଯାଉଥିବା ଅର୍ଥନୀତି ଏବେ ବଦଳାଇଦେବ ତା’ର ଚିର ପରିଚିତ ସଂଜ୍ଞା । ଜୀବନଶୈଳୀର ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଜି ଅର୍ଥନୀତିକୁ ତା’ର ସଂଜ୍ଞା ପରିବର୍ତ୍ତନ ପାଇଁ ବାଧ୍ୟ…

ଓଡିଶାରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୫୩ଶହ ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୩୦୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଗଞ୍ଜାମରେ ୩୨ କରୋନା ପଜିଟିଭ ଚିହ୍ନଟ; ମୋଟ୍ ସଂଖ୍ୟା ୯୦୦ ଟପିଲା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୩୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା…

ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୧୪ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୪୪୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୪,୨୫,୨୮୨କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଝାରସୁଗୁଡ଼ାରେ ଜଣେ ସଂକ୍ରମିତ ବାଣ୍ଟିଲେ ୧୭ଜଣଙ୍କୁ କରୋନା

ଝାରସୁଗୁଡ଼ା: ଜନ୍ମଦିନ ଓ ବିବାହ ବାର୍ଷିକୀ ପାର୍ଟିରେ ସାମିଲ ଝାରସୁଗୁଡ଼ା ଜିଲ୍ଲାର ଜଣେ ଭୂତାଣୁ ସଂକ୍ରମିତ ୧୭ ଜଣଙ୍କୁ ବାଣ୍ଟିଛନ୍ତି କରୋନା । ଗତକାଲି ଜିଲ୍ଲାରୁ ୨୫ ପଜିଟଭ କେସ ବାହାରିଥିଲା । ଏମାନଙ୍କ ଭିତରୁ ୧୭ ଜଣ ଥିଲେ କେବଳ ତିନିଟି ପରିବାରର ସଦସ୍ୟ । ଝାରସୁଗୁଡ଼ା ଜିଲ୍ଲାପାଳ…

ଭଗବାନ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ଥିବା ବାଧକ ହଟିଯିବା ଆବଶ୍ୟକ : ବିଶ୍ୱହିନ୍ଦୁ ପରିଷଦ

ନୂଆଦିଲ୍ଲୀ: ବିଶ୍ୱ ହିନ୍ଦୁ ପରିଷଦର ଜାତୀୟ ସାଧାରଣ ସମ୍ପାଦକ ମିଲିନ୍ଦ ପରାନ୍ଦେ କହିଛନ୍ତି ଯେ, ପୁରୀଧାମରେ ଅନୁଷ୍ଠିତ ହେଉଥିବା ଭଗବାନ ଶ୍ରୀ ଜଗନ୍ନାଥଙ୍କର ପାରମ୍ପରିକ ରଥଯାତ୍ରା, ଯାହା ଶତାବ୍ଦୀ ଶତାବ୍ଦୀ ଧରି ନିରବଚ୍ଛିନ୍ନ ଭାବରେ ଅନୁଷ୍ଠିତ ହେଉଥିଲା, ତାହା ଏ ବର୍ଷ ମଧ୍ୟ ପାରମ୍ପରିକ…

ଦିଲ୍ଲୀରେ କଣ୍ଟେନମେଣ୍ଟ ଜୋନ୍ ପାଇଁ ନୂଆ ରଣନୀତି

ଦିଲ୍ଲୀ: ପ୍ରତିଦିନ ସାମନାକୁ ଆସୁଛି ହଜାର ହଜାର କରୋନା କେସ୍ । ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ନୂଆ ଏଜେଣ୍ଡା । ଫୋକସରେ କଣ୍ଟେନମେଣ୍ଟ ଜୋନ୍ । କୋଭିଡ୍ କଣ୍ଟେନମେଣ୍ଟ ରଣନୀତି ପାଇଁ ଡକ୍ଟର ଭି. କେ. ପଲ୍ କମିଟି ରିପୋର୍ଟ ପ୍ରସ୍ତୁତ କରିଛି । ନୂଆ ରଣନୀତି ଅନୁସାରେ କଣ୍ଟେନମେଣ୍ଟ ଜୋନ୍…