Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କୋଭିଡ ୱାର୍ଡରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଲେ ଶାହା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଏଥିପାଇଁ ଗୃହମନ୍ତ୍ରୀ ଅମିତ ଶାହା ଖୋଦ୍ ଦିଲ୍ଲୀର ଦାୟିତ୍ୱ ନେଇଛନ୍ତି। ସୋମବାର ସର୍ବଦଳୀୟ ବୈଠକ ଡାକିବା ସହ କରୋନା ପରୀକ୍ଷା ସଂଖ୍ୟା ବଢ଼ାଇବାକୁ କହିଛନ୍ତି । ଏଥିସହ ଏଲ୍‌ଏନଜେପି ହସ୍ପିଟାଲ ବୁଲି ଦେଖିଛନ୍ତି ।…

ଜୁନ୍ ୨୦ରୁ ଦିଲ୍ଲୀରେ ପ୍ରତିଦିନ ହେବ ୧୮୦୦୦ କରୋନା ଟେଷ୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ଦିନକୁ ଦିନ ଉଗ୍ର ହେଉଛି କରୋନା । ଏଠାରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ତେବେ ଦିଲ୍ଲୀରେ କରୋନା ମୁକାବିଲା ପାଇଁ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତା ଶାହାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ କରୋନା ମୁକାବିଲା ପାଇଁ ଉଭୟ…

କୋଭିଡ ନିୟମ ଉଲ୍ଲଙ୍ଘନ: ୬ଟି ଦୋକାନ ସିଲ୍ କଲା ସିଏମ୍‌ସି

କଟକ: ସିଲ୍ ହେଲା କଟକର ୬ଟି ଦୋକାନ । ସାମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ। ସହରରେ ଥିବା ୨ ଟି କପଡା ଦୋକାନ, ବାଦାମବାଡିରେ ଥିବା ୨ଟି ମୋବାଇଲ ଦୋକାନ, ଏକ ସୁଇଟ୍ସ ଷ୍ଟଲ ଏବଂ ଅନ୍ୟ ଏକ ଦୋକାନକୁ ସିଲ କରିଛି ସିଏମସି। ସହରରେ ସାମାଜିକ…

ଓଡ଼ିଶାରେ ଆସନ୍ତାକାଲିଠୁ ଆରମ୍ଭ ହେବ ଘରକୁ ଘର କରୋନା ଚିହ୍ନଟ ଅଭିଯାନ

ଭୁବନେଶ୍ୱର: ଏବେ ଦ୍ରୁତଗତିରେ କରୋନା ମହାମାରୀ ସଂକ୍ରମିତ ହେଉଥିବା ବେଳେ ଆସନ୍ତାକାଲିଠୁ ଓଡ଼ିଶାର ଘରେ ଘରେ କରୋନା ଚିହ୍ନଟ ଅଭିଯାନ ଆରମ୍ଭ ହେବାକୁ ଯାଉଛି । ରାଜ୍ୟର ସହରାଞ୍ଚଳ, ଗ୍ରାମାଞ୍ଚଳ ଏବଂ ବସ୍ତି ଅଞ୍ଚଳଗୁଡ଼ିକରେ ଯେଉଁଠାରେ କୋଭିଡ୍ ଲକ୍ଷଣ ଦେଖାଯାଉଛି ସେଠାରେ କରୋନା ପରୀକ୍ଷା ଲାଗି…

ଜଗତସିଂହପୁରରେ ୪ କରୋନା ପଜିଟିଭ୍ ଚିହ୍ନଟ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ସୋମବାର ଦିନ ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୫୮କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ତିର୍ତ୍ତୋଲ ବ୍ଲକ ବାସିନ୍ଦା ଏବଂ ସେମାନେ ଏକ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ।…

ପାଲା ଦୁନିଆର ଆକର୍ଷଣୀୟ ବ୍ୟକ୍ତିତ୍ୱ; ଶଙ୍କର ପଣ୍ଡା

ଭୁବନେଶ୍ୱର: ପାଲା ଜଗତର ଅମ୍ଳାନ ପ୍ରତିଭା ଶଙ୍କର ପଣ୍ଡା । ଆକର୍ଷଣୀୟ ଚେହେରା ସାଙ୍ଗକୁ ଶ୍ରୁତିମଧୁର କଣ୍ଠସ୍ୱର ଏବଂ ପ୍ରଚଣ୍ଡ ଜ୍ଞାନ ତାଙ୍କୁ ପାଲା ଦୁନିଆଁରେ ସ୍ୱତନ୍ତ୍ର ସ୍ଥାନ ଦେଇଥିଲା । ୧୯୪୫ ମସିହାରେ ବର୍ତ୍ତମାନର ଖୋର୍ଦ୍ଧା ଜିଲ୍ଲାର ତଣ୍ଡାଳ ଗ୍ରାମରେ ଏକ ନୈଷ୍ଠିକ ବ୍ରାହ୍ମଣ…

ସକାଳେ ୧୪୬ ପଜିଟିଭ, ଅପରାହ୍ଣରେ ୧୪୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୮୫୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । 3 each from Jajpur and Nayagarh 2 each from…

ବିଷାଦ ବ୍ୟାଧିର ବଳୟରେ ବିଶ୍ୱ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନା ମହାମାରୀ, ଭୋକର ଜ୍ୱାଳା ଭଳି ଏବେ ବିଷାଦର ବ୍ୟାଧି ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି । ମଣିଷ ମନରୁ ଶାନ୍ତି ଉଭେଇ ଯାଇଛି । ଧନସମ୍ପତି, କୋଠାବାଡି, ସୁନାରୂପା, ଗାଡିଘୋଡା ସବୁଥାଇ ମଣିଷ ମନରେ ସୁଖ ନାହିଁ । ଏବେ ସେ ପାଗଳ ଭଳି…

ଭୁବନେଶ୍ୱରକୁ ଫେରୁଛି କରୋନା, ଆଜି ଆଉ ୫ ପଜିଟିଭ୍‌

ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରର ୫ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ୩ ଜଣ ଘରେ ସଙ୍ଗରୋଧରେ ଥିବା ବେଳେ ଅନ୍ୟ ଦୁଇ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଚିନ୍ତାମଣିଶ୍ୱର ବୁଦ୍ଧେଶ୍ୱରୀ…

ରଥଯାତ୍ରା ନେଇ ଶୀଘ୍ର ନିଷ୍ପତ୍ତି ନିଅନ୍ତୁ ସରକାର

ଭୁବନେଶ୍ୱର: ରଥଯାତ୍ରାକୁ ନେଇ ରାଜ୍ୟ ରାଜନୀତି ତେଜିବାରେ ଲାଗିଛି । ରାଜ୍ୟ ସରକାର ଏଯାଏ ଚୂଡାନ୍ତ ନିଷ୍ପତ୍ତି ନେଇନଥିବା ବେଳେ ଆଜି କଂଗ୍ରେସ କହିଛି, ରଥ ପ୍ରସ୍ତୁତ, ସେବାୟତ ବି ପ୍ରସ୍ତୁତ, ଶ୍ରୀମନ୍ଦିର ପ୍ରଶାସନ ବି ପ୍ରସ୍ତୁତ ତେଣୁ ରଥଯାତ୍ରା ହେବାରେ କୌଣସି ଅସୁବିଧା ନାହିଁ ।…