Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସୁନ୍ଦରଗଡରେ ଆଉ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଶୁକ୍ରବାର ଦିନ ଆଉ ଜଣେ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ପ୍ରଶାସନ।…

ଭୁବନେଶ୍ୱରରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱରର ୩ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ହୋମ୍ କ୍ୱାରେଂଟିନରେ ଥିବା ବେଳେ ଜଣେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବିଏମସି ସୂଚନା ଦେଇଛି ।…

ରାଜ୍ୟରେ ଆଉ ୨ ପୋଲିସ ଅଧିକାରୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ଦୁଇଜଣ ବରିଷ୍ଠ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଏସପି ବ୍ରିଜେଶ ରାୟ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ଯେ ଛତ୍ରପୁର ଥାନାର ଆଇଆଇସି ଏବଂ ଛତ୍ରପୁରର ଏସଡିପିଓ ମଧ୍ୟ କରୋନା ପଜିଟିଭ ହୋଇଛନ୍ତି।…

ଥମୁନି କରୋନା; ବିଶ୍ୱବ୍ୟାପୀ ୪ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୭୭.୩୨ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି । ଜାତୀୟ ଗଣମାଧ୍ୟମ ଇକୋନୋମିକଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୨୦୦ରୁ ଅଧିକ…

ଜାଣନ୍ତୁ; ପୁରୀ ଶ୍ରୀକ୍ଷେତ୍ରକୁ କାହିଁକି କୁହାଯାଏ ଶଙ୍ଖକ୍ଷେତ୍ର !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପୃଥିବୀରେ ଯେତେ ସଂସ୍କୃତି ରହିଛି ତନ୍ମଧ୍ୟରୁ ଭାରତୀୟ ସଂସ୍କୃତି ସର୍ବାଗ୍ରେ ବା ଶ୍ରେଷ୍ଠ ବିବେଚିତ ହୋଇ ଆସିଛି । ବ୍ୟାସଦେବଙ୍କ ରଚିତ ଅମୂଲ୍ୟ ଗ୍ରନ୍ଥ ଜଗତର କଲ୍ୟାଣ ପାଇଁ…

ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ଓଡିଶାରେ ୨୨୫ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୨୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୭୨୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭିମସାରରେ ଗର୍ଭବତୀ ମହିଳା କରୋନା ପଜିଟିଭ ଚିହ୍ନଟ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଇ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମସାର) ର ମାତୃତ୍ୱ ଏବଂ ସ୍ତ୍ରୀ ରୋଗ ୱାର୍ଡରେ ଜଣେ ୨୭ ବର୍ଷ ବୟସ୍କା ଗର୍ଭବତୀ ମହିଳା କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ…

ଦେଶରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୧୧,୪୫୮ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୩,୦୮,୯୯୩ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର…

ରାଜ୍ୟରେ ପୁଣି ଦୁଇ ଡାକ୍ତର କରୋନା ଆକ୍ରାନ୍ତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଦୁଇଜଣ ମହିଳା ଡାକ୍ତରଙ୍କ ସମେତ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ମହିଳା ଡାକ୍ତର ନର୍ଲାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟ କରନ୍ତି। ମେଡିକାଲରେ ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ…

ଆଜିଠାରୁ ୧୧ଟି ଜିଲ୍ଲାରେ ପୁଣି ଦୁଇ ଦିନିଆ ସଟ୍ ଡାଉନ

ଭୁବନେଶ୍ୱର : ଆଜିଠାରୁ ପୁଣି ରାଜ୍ୟରେ ଦୁଇ ଦିନିଆ ସଟ୍‌ଡାଉନ ପାଳନ ହେଉଛି । ୧୧ଟି ଜିଲ୍ଲା ଆଜି ଓ ଆସନ୍ତକାଲି ସଟ୍ ଡାଉନ ରହିବ । ଏହି ଜିଲ୍ଲାଗୁଡିକ ହେଲା ଗଂଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର ଓ ବଲାଙ୍ଗିର । ସଟ୍ ଡାଉନ…