Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସଂକ୍ରମଣରେ ଇଟାଲୀକୁ ପଛରେ ପକାଇ ଷଷ୍ଠ ସ୍ଥାନରେ ଭାରତ

ନୂଆଦିଲ୍ଲୀ: କରୋନା ଭୂତାଣୁ ମହାମାରୀର ରୂପ ନେଇ ସାରା ଦେଶରେ ବ୍ୟାପିବାରେ ଲାଗିଛି । ବିଶ୍ୱର ସବୁଠାରୁ ଅଧିକ ସଂକ୍ରମିତ ୧୦ ଦେଶ ମଧ୍ୟରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଦୁଇ ଦିନ ତଳେ ବିଶ୍ୱର ସପ୍ତମ ସ୍ଥାନରେ ଥିବା ଭାରତ ଏବେ ଷଷ୍ଠ ସ୍ଥାନରେ ପହଁଚିଯାଇଛି । ସଂକ୍ରମଣରେ ଇଟାଲୀକୁ ପଛରେ…

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୬ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ; ସିଲ୍ ହେଲା ମୁଖ୍ୟାଳୟ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୬ ଜଣ ଅଧିକାରୀ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ଚିହ୍ନଟ ହେବାପରେ ଦୁଇ ଦିନ ଲାଗି ମୁଖ୍ୟାଳୟ ଏବଂ ଏହା ଅଧିନରେ ଥିବା ସମସ୍ତ ଶାଖା କାର୍ଯ୍ୟାଳୟ ଗୁଡ଼ିକୁ ସିଲ୍ କରିଦିଆଯାଇଥିବା ଏନଡ଼ିଟିଭିରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ପ୍ରାୟ ୧୦…

ରାଜ୍ୟରେ ପୁଣି ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଏକ କୋଭିଡ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ ଡାକ୍ତର କରୋନାଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ-୧୯ ଦ୍ୱାରା ସଂକ୍ରମିତ ହୋଇଥିବା ଡାକ୍ତରଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ଗଣମାଧ୍ୟମକୁ ସୂଚନା ଦେଇ ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର…

କୋଭିଡ କିଟ୍ କିଣାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ରାଜ୍ୟରେ ଚିକିତ୍ସା ଉପକରଣ କ୍ରୟକୁ ନେଇ ରାଜନୀତି ଜୋର ଧରିବାରେ ଲାଗିଛି । ରାଜ୍ୟ ବିଜେପି ଅଭିଯୋଗ କରିଛି ଯେ, ବିପତ୍ତି ସମୟରେ ଯିଏ ରାଜକୋଷକୁ ଲୁଟ୍ କରିଛି, ସେ ମହାପାପର ଅଂଶୀଦାର । ଭ୍ରଷ୍ଟାଚାର ଚରମସୀମାକୁ ଯାଇଛି । କୋଭିଡ ନିୟନ୍ତ୍ରଣ ପାଇଁ…

କରୋନାର କରାଳ କାଳ ବଳୟ ପରର ପୃଥିବୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନାର କରାଳ କାଳ ବଳୟରେ ସମଗ୍ର ବିଶ୍ୱ ଆଜି ଜ୍ୱଳନ୍ତ ଜତୁଗୃହ । ସବୁଠି ନିଆଁ ଲାଗିଛି – ସବୁଠି ନିଆଁ ଜଳୁଛି – ମଶାଣିରେ, ମନ୍ଦିରରେ, ମସଜିଦ୍‌ରେ, କଳ-କାରଖାନାରେ, କ୍ଷେତରେ, ଖାଦାନରେ, ଗାଁଗଣ୍ଡାରେ, ସହରରେ – ସବୁଠି ମଣିଷ ମନରେ ନିଆଁ…

ଓଡ଼ିଶାରେ ନୂଆ ୧୭୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୧୭୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ଶନିବାର ଦିନ ୨,୭୮୧ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗଞ୍ଜାମରେ ସର୍ବାଧିକ ୬୪ଟି ମାମଲା ରେକର୍ଡ ହୋଇଥିଲା ବେଳେ ଯାଜପୁର (୧୯), କଟକ (୧୩),…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ଟପିଲା, ୨୪ ଘଣ୍ଟାରେ ୯୮୮୭ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୨,୩୬,୬୫୭ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୧,୧୫,୯୪୨ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୬୬୪୨…

କଟକରେ ଏନଡିଆରଏଫ୍ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

କଟକ: କଟକ ଜିଲ୍ଲାରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (ଏନଡିଆରଏଫ୍‌)ର କର୍ମଚାରୀ କୋଭିଡ-୧୯ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁସାରେ, ଗତ ମାସରେ ବାତ୍ୟା ଅମ୍ଫାନ ସମ୍ପର୍କିତ ପୁନରୁଦ୍ଧାର କାର୍ଯ୍ୟ ପାଇଁ ପଶ୍ଚିମବଙ୍ଗକୁ ପଠାଯାଇଥିବା ଏନଡିଆରଏଫର ଆଠଟି ଦଳ ମଧ୍ୟରୁ କିଛି…

ଶନିଦେବଙ୍କ କୃପା ପାଇବାକୁ ଚାହୁଁଛନ୍ତି କି’ ଆପଣାନ୍ତୁ ଏହି ଉପାୟ !

ଭୁବନେଶ୍ୱର: ପ୍ରାୟ ଅନେକ ବ୍ୟକ୍ତିଙ୍କର ଗ୍ରହଚଳନ ଉପରେ କେତେକାଂଶରେ ବିଶ୍ୱାସ ରହିଥାଏ । କୁହାଯାଏ, ଗ୍ରହମାନଙ୍କର ନିଜସ୍ୱ ଏକ ଦୃଷ୍ଟିଶକ୍ତି ରହିଛି । ଯାହାର ମଣିଷ ଜୀବନରେ ଶୁଭ ଓ ଅଶୁଭ ଦୃଷ୍ଟି ପକାଉଥିବା ନେଇ ଜ୍ୟୋତିଷ ଶାସ୍ତ୍ରରେ ବର୍ଣ୍ଣିତ ରହିଛି । ଜାଣନ୍ତୁ, ଶନିଙ୍କ କୃପା…

ଅଣସରରେ ଶ୍ରୀଜୀଉ; କଟକଣା ଯୋଗୁଁ ଭକ୍ତଙ୍କୁ ଅଲାରନାଥ ମନ୍ଦିରରେ ଦର୍ଶନ ମନା

ପୁରୀ: ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ବିନା ଉପସ୍ଥିତିରେ ଚତୁର୍ଦ୍ଧା ମୂରତୀଙ୍କ ସ୍ନାନଯାତ୍ରା ସମ୍ପନ୍ନ ହୋଇଛି । ଶ୍ରୀଜୀଉମାନଙ୍କ ଅଣସର ନୀତି ଆରମ୍ଭ ହୋଇଛି । ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଅଣସର ନୀତି ଚାଲିଥିବା ବେଳେ ଭକ୍ତମାନେ ଠାକୁରମାନଙ୍କୁ ଦର୍ଶନ କରିନପାରି ପୁରୀ ଜିଲ୍ଲା…