Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସତର୍କ ରହିବାରେ ଢିଲା କରନ୍ତୁ ନାହିଁ, ସଟ୍ ଡାଉନ ମାନନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲକ୍‌ଡାଉନ କେତେକାଂଶରେ କୋହଳ ହୋଇଥିବା ବେଳେ ସମସ୍ତେ ସତର୍କ ଓ ସାବଧାନ ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ ଏବଂ ଏହା ଆମକୁ ଓ ଆମ ପରିବାରକୁ…

ଜାଣନ୍ତୁ; କାହିଁକି ମହାପ୍ରଭୁ ଶ୍ରୀଜଗନ୍ନାଥ ଗଜାନନ ବେଶରେ ଦିଅନ୍ତି ଦର୍ଶନ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପବିତ୍ର ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ ହୋଇଥାଏ । ଏହି ଅବସରରେ…

ସଟଡାଉନ୍ ସମୟରେ ଗଡିବ ବସ୍

ଭୁବନେଶ୍ୱର: ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇ ଦିନ ୧୧ଟି ଜିଲ୍ଲାରେ ସଟଡାଉନ ଘୋଷଣା କରିଛନ୍ତି। ଶନିବାର ଓ ରବିବାର ୧୧ ଜିଲ୍ଲା ପୁରା ସଟ୍ଡାଉନ୍ ରହିବ । ତେବେ ଏହି ସଟଡାଉନ୍ ସମୟରେ ସ୍ୱାଭାବିକ ଭାବେ ଗଡିବ ବସ୍ । ବସ୍ ଉପରେ କୌଣସି କଟକଣା ଲାଗିବ…

କଟକ ଜିଲ୍ଲାରୁ ପୁଣି ୧୩ କରୋନା ପଜିଟିଭ ଚିହ୍ନଟ

କଟକ: ଆଜି ସନ୍ଧ୍ୟାରେ କଟକ ଜିଲ୍ଲାରୁ ପୁଣି ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନରସିଂହପୁର ବ୍ଲକରୁ ୯ ଜଣ, ବଡମ୍ବା ବ୍ଲକରୁ ୨ ଜଣ ଓ କଟକ ମହାନଗର ନିଗମ ଅଞ୍ଚଳରୁ ୨ ଜଣ କରୋନା ପଜିଟଭ ଚିହ୍ନଟ ହୋଇଥିବା  ପ୍ରଶାସନ ପକ୍ଷରୁ କୁହାଯାଇଛି…

ଦେବସ୍ନାନ ପୂର୍ଣ୍ଣିମା: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜନ୍ମ ମହୋତ୍ସବ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ…

ବିବାଦରେ ସାଂସଦ ଅପରାଜିତା: ନିୟମ ଭାଙ୍ଗିଲେ, ଫାଇନ ଦେଲେ, ଏତଲା ବି ହେଲା

ଭୁବନେଶ୍ୱର: କୋଭିଡ-୧୯ ଗାଇଡଲନ ମାନିଲେନି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ଘଟଣାକୁ ନେଇ ତାଙ୍କ ନାଁରେ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି । ସାଂସଦଙ୍କ ନାଁ ରେ ଦିଆଯାଇଥିବା ଏତଲାରେ ଉଲ୍ଲେଖ ରହିଛି ଯେ ସେ ବାହାରୁ ଭୁବନେଶ୍ୱର ଆସିବା ପରେ କୋଭିଡ ଗାଇଡଲାଇନକୁ ନ…

ଭଲ ଖବର: ସୁସ୍ଥ ହେଲେ ଆଉ ୬୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ଆଜି ପୁଣି ଆଉ ୬୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । The total…

୨୪ ଘଣ୍ଟାରେ ଭୁବନେଶ୍ୱରରେ ୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରେ ୨୪ ଘଂଟାରେ ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ୪ ଜଣଙ୍କ ମଧ୍ୟରେ ଏମ୍‌ସ ହସ୍ପିଟାଲର ଜଣେ କର୍ମଚାରୀ ଥିବା ଜଣାପଡିଛି । There are 3 local contact cases. 1 case belong to Aiginia, Patrapada area. 1 case is an…

ପୋଲସରା ବ୍ଲକ ରୁମାଗଡ଼ ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ରୁମାଗଡ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ରୁମାଗଡ଼ ଗାଁର ଜଣେ ମହିଳାଙ୍କ କରୋନା ପଜେଟିଭ୍ ଚିହ୍ନଟ ହେବା ପରେ ସଂପୃକ୍ତ ପରିବାରର ଅନ୍ୟ ୪ ଜଣଙ୍କର ପଜେଟିଭ୍ ଚିହ୍ନଟ ହୋଇଥିଲେ । ଗୋଷ୍ଠୀ ସଂକ୍ରମଣ କୁ…