Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନାକୁ ହରାଇଲେ ଇଣ୍ଡୋନେସିଆର ଶତାୟୁ ମହିଳା

ଇଣ୍ଡୋନେସିଆର ଦ୍ୱିତୀୟ ବୃହତ ସହର ସରବୟାରେ କମତିମ ନାମକ ଜଣେ ଶହେ ବର୍ଷୀୟ ମହିଳା କରୋନା ଯୁଦ୍ଧରେ ବିଜୟୀ ହୋଇଛନ୍ତି  । ଦୀର୍ଘ ମାସେ କାଳ କରୋନା ଭୂତାଣୁ ସହ ଲଢ଼େଇ କରି ଶେଷରେ ସେ ଜିତିଯାଇଛନ୍ତି । ସାରା ଇଣ୍ଡୋନେସିଆରେ କମତିମ ଖୁବ୍ ଲୋକପ୍ରିୟ  । ସେଥିପାଇଁ ଇଷ୍ଟ ଜାଭାର ଗଭର୍ଣ୍ଣର…

ନାଇଟ୍ କର୍ଫ୍ୟୁ ସମୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ’ଣ ଖୋଲା ରହିବ

ଭୁବନେଶ୍ୱର: ରାଜ୍ୟ ସରକାର କଣ୍ଟେନମେଣ୍ଟ ଜୋନରେ ଲକଡାଉନ୍ ଅବଧିକୁ ଜୁନ୍ ୩୦ ତାରିଖ ଯାଏଁ ବୃଦ୍ଧି କରିଛନ୍ତି । ଏଥିସହ ରାତ୍ରୀକାଳୀନ କର୍ଫ୍ୟୁକୁ ରାଜ୍ୟରେ ବଳବତ୍ତର ରଖାଯାଇଛି । ସନ୍ଧ୍ୟା ୭ଟା ପରେ ଘରୁ କେହି ବାହାରକୁ ବାହାରିବେ ନାହିଁ । ଏହି କଟକଣା ସକାଳ ୫ଟା ଯାଏଁ ବଳବତ୍ତର ରହିବ ।…

ଚୋର ଫେରାଇଦେଲା ଚୋରି କରିଥିବା ବାଇକ୍‌

ଚେନ୍ନାଇ: ଚୋରି ହୋଇଥିବା ଜିନିଷ ଫେରି ଆସିଛି । ଚୋର ଫେରାଇ ଦେଇଛି ଚୋରି କରିଥିବା ଜିନିଷ । ପାର୍ସଲରେ ଆସିଛି ଚୋରି ହୋଇଯାଇଥିବା ବାଇକ୍ । ଏହି ପାର୍ସଲକୁ ଖୋଦ୍ ଚୋରି କରିଥିବା ସ୍ୱାଭିମାନୀ ଚୋର ପଠାଇଛି । ଗାଡି ମାଲିକଙ୍କୁ ମିଳିଛି ତାଙ୍କ ଚୋରା ଗାଡି । ଏଭଳି ଘଟଣା ଘଟିଛି ତାମିଲନାଡୁର…

ତାମିଲନାଡୁ ତିରପୁରରୁ ପ୍ରବାସୀ ଟ୍ରେନ୍‌ରେ ଆସିଲେ ୬୯୯ ଯାତ୍ରୀ

ରାଉରକେଲା: ତାମିଲନାଡୁ ର ତିରପୁର ଷ୍ଟେସନରୁ କୋଭିଡ଼ -୧୯ ଲକଡାଉନ ଯୋଗୁ ଫସିରହିଥିବା ପ୍ରବାସୀଙ୍କୁ ନେଇ ବାହାରିଥିବା ଟ୍ରେନ ଆଜି ସକାଳେ ରାଉରକେଲା ଷ୍ଟେସନରେ ପହଂଚିଛି। ମୋଟ ୬୯୯ ଜଣ ଯାତ୍ରିଙ୍କୁ ନେଇ ଟ୍ରେନ ରାଉରକେଲାରେ ପହଂଚିବା ପରେ ସମସ୍ତ ପ୍ରବାସୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ…

କ୍ୱାରେଂଟିନ ସେଣ୍ଟରରେ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ପ୍ରବାସୀ

ଆଠଗଡ: ରାସ୍ତାକୁ ଓହ୍ଲାଇଲେ ପ୍ରବାସୀ । କ୍ୱାରେଂଟିନ ସେଂଟରରେ ଅବ୍ୟବସ୍ଥା ନେଇ ରାସ୍ତା ଅବରୋଧ କରିଛନ୍ତି ପ୍ରବାସୀ । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁରରେ । ବ୍ଲକର ବିଭିନ୍ନ କ୍ୱାରେଂଟିନ ସେଂଟରରେ ନାନା ସମସ୍ୟା ଥିବା ଅଭିଯୋଗ ହୋଇଛି । ବିଶେଷକରି ନରସିଂହପୁର କଲେଜରେ…

ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୧୧୯ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ ବଢ଼ିଚାଲିଛି କରୋନା ଜନିତ ସୁସ୍ଥ ହାର । ଆଜି ଗୋଟିଏ ଦିନରେ ସକାଳେ ସର୍ବାଧିକ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ୧୧୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ହସ୍ପିଟାଲରୁ ସେମାନଙ୍କୁ ଡିସଚାର୍ଜ କରାଯାଇଛି ।…

ଯାଜପୁରରେ କରୋନା ସ୍ଥିତି; ଜାଣନ୍ତୁ ସବିଶେଷ ତଥ୍ୟ

ଯାଜପୁର: ଗତକାଲି ଯାଜପୁର ଜିଲ୍ଲାରେ ୧୦ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ୧୧ଜଣଙ୍କ ମଧ୍ୟରୁ ୫ଜଣ ହେଉଛନ୍ତି ଦଶରଥପୁର ବ୍ଲକ୍ ଅଞ୍ଚଳର । ତେବେ ଅନ୍ୟ ୩ଜଣ ଧର୍ମଶାଳା ବ୍ଲକର ହୋଇଥିବା ବେଳେ କୋରାଇ…

ଜୁଲାଇ ୩୧ ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୧ ଯାଏଁ ଖୋଲିବନି ସ୍କୁଲ ଓ କଲେଜ । ଦେଶରେ କରୋନା ମହାମାରୀ ପାଇଁ ଏବେ ସ୍କୁଲ, କଲେଜ୍ ଛୁଟି ଅଛି। ତେବେ ଗତ ଦୁଇ ଦିନ ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଦୃଷ୍ଟିରେ ରଖି ସ୍କୁଲ କଲେଜ୍ ଆଦି ୩୧ ଯାଏଁ ବନ୍ଦ ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି…

ମାସ୍କ ନପିନ୍ଧିଲେ, ବାହାରେ ଛେପ ପକାଇଲେ ୫୦୦ଟଙ୍କା ଫାଇନ୍‌

ଭୁବନେଶ୍ୱର: ଜୁନ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ଆଜି କହିଛନ୍ତି ରାଜ୍ୟ ସରକାର । ଜୁନ୍ ମାସରେ ହିଁ କରୋନା ଅଧିକ କାୟା ମେଲାଇବା ସମ୍ଭାବନା ରହିଛି । ତେଣୁ ଏହି ମାସରେ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ନୂଆ ଗାଇଡଲାଇନ୍ ଅନୁସାରେ ଏଣିକି ମାସ୍କ…

ରାଜ୍ୟରେ ରାତି ୭ରୁ ସକାଳ ୭ ଯାଏଁ ଜାରି ରହିବ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ରାତ୍ରିକାଳୀନ କର୍ଫ୍ୟୁକୁ କୋହଳ କରିନାହାଁନ୍ତି ରାଜ୍ୟ ସରକାର । ଅର୍ଥାତ୍ ପୂର୍ବଭଳି ସାରା ରାଜ୍ୟରେ ରାତି ୭ରୁ ସକାଳ ୭ ଯାଏ କର୍ଫ୍ୟୁ ଜାରି ରହିବ । ଏହି ସମୟରେ ଜରୁରୀ ସେବାକୁ ବାଦ ଦେଲେ ସମସ୍ତ ପ୍ରକାରର ସେବାକୁ ବନ୍ଦ ରଖାଯିବ । ୩୦ ଜୁନ୍…