Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡ଼ିଶାରେ ଚିହ୍ନଟ ୬୩ କରୋନା ରୋଗୀଙ୍କ ସମ୍ପର୍କରେ ତଥ୍ୟ ଦେଲେ ସରକାର, ଜାଣନ୍ତୁ…

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆଉ ୬୩ କରୋନା ରୋଗୀଙ୍କ ସମ୍ପର୍କରେ ଓଡିଶା ସରକାର ଶୁକ୍ରବାର ଦିନ ସବିଶେଷ ବିବରଣୀ ପ୍ରକାଶ କରିଛନ୍ତି। ଏହି ସମସ୍ତ ମାମଲାଗୁଡ଼ିକ କ୍ୱାରେଣ୍ଟାଇନ କେନ୍ଦ୍ରର ବୋଲି ଚିହ୍ନଟ ହୋଇଛି। ଏନେଇ ଟ୍ବିଟ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ…

ସାଇ ଇଣ୍ଟରନ୍ୟାସନାଲରେ ଜୁନ୍ ୧ରୁ ଆୟୋଜିତ ହେଉଛି ଇ-ସମର୍ କ୍ୟାମ୍ପ୍‌

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ଚଳିତ ବର୍ଷ ନିଆରା ଢଙ୍ଗରେ ଆୟୋଜିତ କରୁଛି ଇ-ସମର୍ କ୍ୟାମ୍ପ୍ । ପିଲାମାନଙ୍କର ଗଠନମୂଳକ କାର୍ଯ୍ୟକୁ ଅଧିକ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ସାଇ ଇଣ୍ଟରନ୍ୟାସନାଲ୍ ଏହିପରି ଏକ ଗ୍ରୀଷ୍ଣ ଶିବିର ଆୟୋଜନ କରୁଛି । ସାମ୍ପ୍ରତିକ ପରିସ୍ଥିତିରେ ବାର୍ଷିକ ଗ୍ରୀଷ୍ଣ…

ରାଜ୍ୟର ଏହି ୫ ଟି ଜିଲ୍ଲାରେ ଅଛନ୍ତି ୧୦୦୦ ରୁ ଅଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ କ୍ରମାଗତ ଭାବରେ ବଢିଚାଲିଛି କରୋନା ମାମଲା । ରାଜ୍ୟରେ ଚିହ୍ନଟ ୧୭୦୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଟି ଜିଲ୍ଲାରେ ରହିଛି ୧୦୦୦ ରୁ ଅଧିକ ମାମଲା। ଏହି ୫ ଜିଲ୍ଲା ହେଉଛି ଗଞ୍ଜାମ, ଯାଜପୁର,ବାଲେଶ୍ଵର ଖୋର୍ଦ୍ଧା ଏବଂ ଭଦ୍ରକ। ଏହି ୫ ଜିଲ୍ଲା ମଧ୍ୟରୁ ଗଞ୍ଜାମ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶୁକ୍ରବାର ଦିନ ୧୦ଟା ୩୦ମି. ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କରୋନା ପଜିଟିଭ, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୩ କରୋନା ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।…

ବଢୁଛି ଚିନ୍ତା: ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୭୪୬୬ ଆକ୍ରାନ୍ତ, ୧୭୫ ମୃତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ…

ମୁଖ୍ୟମନ୍ତ୍ରୀଙ୍କ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ଆହ୍ୱାନକୁ ବିଜେପିର ସ୍ୱାଗତ

ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା…

ରେଳବାଇର ୩୦ଟି ସ୍ୱତନ୍ତ୍ର ରାଜଧାନୀ ଟ୍ରେନ୍‌, ୨୦୦ ସ୍ୱତନ୍ତ୍ର ମେଲ୍ ଏକ୍ସପ୍ରେସ ନିର୍ଦ୍ଦେଶନାମାରେ ସଂଶୋଧନ

ନୂଆଦିଲ୍ଲୀ: ଭାରତୀୟ ରେଳ ମେ’ ୧୨ରୁ ଚାଲୁଥିବା ୩୦ଟି ସ୍ୱତନ୍ତ୍ର ରାଜଧାନୀ ଟ୍ରେନ ଏବଂ ଜୁନ ପହିଲାରୁ ଚାଲିବାକୁ ଥିବା ୨୦୦ ସ୍ଵତନ୍ତ୍ର ମେଲ ଏକ୍ସପ୍ରେସ ଟ୍ରେନ (ମୋଟ ୨୩୦ ଟ୍ରେନ) ନିର୍ଦ୍ଦେଶନାମାରେ ପରିବର୍ତ୍ତନ କରିଛି । ରେଳ ମନ୍ତ୍ରଣାଳୟ ସମସ୍ତ ସ୍ପେଶାଲ ଟ୍ରେନଗୁଡିକର ଅଗ୍ରୀମ ସଂରକ୍ଷଣ…

ଦିଅଁକୁ ଜ୍ୱର !

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୌରାଣିକ କାହାଣୀ ଓ କଥାବସ୍ତୁ: ଶ୍ରୀଜଗନ୍ନାଥ କଥାମୃତ ଆମେ ଜାଣିଛେ ସବୁବେଳେ ମଣିଷମାନଙ୍କୁ ହିଁ ଜର, ରୋଗ, ବ୍ୟାଧି ହୁଏ ବୋଲି, ହେଲେ ଦିଅଁଦେବତା ମାନେ ଯେ କେବେ ଜରରେ ପଡନ୍ତି ଏକଥା ଆମେ ଜାଣୁନା । ଲୋକେ କୁହନ୍ତି, ଦେବତାମାନଙ୍କର ଗୋଡ଼ ତଳେ ଲାଗେନା, ସେ କେବେ…

କରୋନା ଯୋଦ୍ଧାଙ୍କୁ ମିଳିଲାନି ଚିକିତ୍ସା, ବେହୋସ ହୋଇ ରାସ୍ତାରେ ପଡି ରହିଲେ ସ୍ୱାସ୍ଥ୍ୟକର୍ମୀ

ଭୋପାଲ: ଡ୍ୟୁଟି ସମୟରେ ଟିଳି ପଡିଲେ କରୋନା ଯୋଦ୍ଧା । ସହି ପାରିଲେନି ୪୪ ଡିଗ୍ରୀ ଖରା । ଅସହ୍ୟ ଗରମ ଲାଗି ହୋଇଗଲେ ବେହୋସ । ସେ ପୁଣି ଏକ ବଡ ହସ୍ପିଟାଲ ଆଗରେ । ରାସ୍ତାରେ ଅଧଘଂଟାରୁ ଅଧିକ ସମୟ ବୋହସ ପଡି ରହିଥିଲେ ସୁଦ୍ଧା କେହି ମଧ୍ୟ ଆସିଲେନି । ନିଜ ଜୀବନକୁ ବିପଦରେ ପକାଇ ଲୋକଙ୍କ…