Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୧୦୦ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କ ଠାରେ କରୋନା ଭ୍ୟାକ୍ସିନର ସଫଳ ପରୀକ୍ଷଣ କଲା ଚୀନ !

ନୂଆଦିଲ୍ଲୀ: କରୋନା ଭାଇରସକୁ ନଷ୍ଟ କରିବାରେ ସଫଳ ହୋଇଛି ଚାଇନରେ ପ୍ରସ୍ତୁତ ହୋଇଥିବା ଏକ ଭ୍ୟାକ୍ସିନ୍‌ । ଏସମ୍ପର୍କରେ ମେଡିକାଲ ଜର୍ଣ୍ଣାଲ ଲାନସେଟ୍‌ରେ ଏକ ରିପୋର୍ଟ ପ୍ରକାଶ ପାଇଛି । ଏହି ରିପୋର୍ଟରେ ପ୍ରକାଶ ଯେ, ଚୀନରେ ପ୍ରସ୍ତୁତ ଏହି ଭ୍ୟାକ୍ସିନ୍‌ ୧୦୦ ରୁ ଉର୍ଦ୍ଧ୍ବ କରୋନା…

ବଢୁଥିବା ସଂକ୍ରମଣ ସତ୍ତ୍ୱେ ଏହି ରାଜ୍ୟରେ କୋହଳ ହେଲା କ୍ୱାରେଣ୍ଟାଇନ ନିୟମ !

ବେଙ୍ଗାଲୁରୁ: ସାରା ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କୋରୋନା ସଂକ୍ରମିତଙ୍କ ସଂଖ୍ୟାଭି। ଏହି ସଂକ୍ରମଣ ବିସ୍ତାରରେ ସାମାନ୍ୟ ରୋକ ଲଗାଇବା ପାଇଁ ସାରା ଦେଶ ଏବେ ଲକଡାଉନ । ତେବେ ଏଓଆରୀ ଘଡିସନ୍ଧି ମୁହୂର୍ତ୍ତରେ ନିଜ ରାଜ୍ୟରେ କ୍ୱାରେଣ୍ଟାଇନ କେନ୍ଦ୍ରର ନିୟମକୁ କୋହଳ କରିଛନ୍ତି…

ରବିବାର ଓଡିଶା ପହଞ୍ଚିବ ୨୧ ଶ୍ରମିକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର : କୋଭିଡ୧୯ ଓ ଲକ୍‌ଡାଉନ ପାଇଁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ନେଇ ୨୧ଟି ଶ୍ରମିକ ସ୍ପେଶାଲ ଟ୍ରେନ ରବିବାର ଓଡିଶାର ବିଭିନ୍ନ ଅଂଚଳରେ ପହଞ୍ଚିବ । ଏଥି ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଗୋଟିଏ ଦିନରେ ରାଜ୍ୟରେ ଶ୍ରମିକ ସ୍ପେଶାଲ ଟ୍ରେନ…

ଶ୍ରୀମନ୍ଦିର ‘ଗରାବଡୁ’ ସେବକଙ୍କ ଲାଗି କରୋନା ସଚେତନତା ଶିବିର ଅନୁଷ୍ଠିତ

ପୁରୀ:  ପୁରୀ ନୀଳାଦ୍ରୀ ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁରୀ ସ୍ୱାସ୍ଥ୍ୟ ବିଭାଗଙ୍କ ସହଯୋଗରେ କରୋନା ଭୂତାଣୁ ସମ୍ପର୍କରେ ‘ଗରାବଡୁ’ ସେବକମାନଙ୍କ ନିମନ୍ତେ ସଚେତନତା ଶିବିର ଶ୍ରୀମନ୍ଦିର ପ୍ରଶାସକ, ଉନ୍ନୟନ ଅଜୟ କୁମାର ଜେନାଙ୍କ…

ଜୋର୍‌ଦାର୍ ଚାଲିଛି ରଥ ନିର୍ମାଣ; ଅସ୍ଥାୟୀ ଶାଳରେ ତିଆରି ହେଲା ଅଗପାତେଳୀ, ଗରଗରା କଣ୍ଟା

ପୁରୀ: ଲକ୍‌ଡାଉନ୍ କଟକଣାକୁ ମାନି ରଥଖଳାରେ ସମସ୍ତ କାରିଗର ସେବକମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥ । ଶନିବାର ସନ୍ଧ୍ୟା ସୁଦ୍ଧା ତାଳଧ୍ୱଜ ରଥର ୧୧ଟି ଚକ ଶେଷ ହୋଇ ଅନ୍ୟ ଦୁଇଟି ଚକ ମଧ୍ୟରୁ ଗୋଟିକରେ ପଇ ପିନ୍ଧା କାର୍ଯ୍ୟ ଚାଲିଥିବା ବେଳେ ଅନ୍ୟ ଚକଟିର ତୁମ୍ବରେ ଅର ସଂଯୋଗ ସରିଛି ।…

ରବିବାରଠୁ ଆରମ୍ଭ ହେବ ମଦର ହୋମ୍ ଡେଲିଭରି

ଭୁବନେଶ୍ୱର: ଏଣିକି ଘରେ ପହଂଚିବ ମଦ । ରିବାରଠାରୁ ଆରମ୍ଭ ହେବ ହୋମ୍ ଡେଲିଭରି । ଓଡ଼ିଶାରେ ହେବ ମଦର ହୋମ୍ ଡେଲିଭରି। ଏନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଅନ୍‌ଲାଇନ୍ ଓ ଅଫ୍‌ଲାଇନ୍‌ରେ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦର ହୋମ ଡେଲିଭରୀ ଦେବେ । ରିଟେଲର ଚାହିଁଲେ ମଦକୁ ନିଜେ ହୋମ୍…

ଜୁନ ୧୫ରୁ ସିକିମରେ ଖୋଲିବ ସ୍କୁଲ, କଲେଜ; ସରକାରଙ୍କ ନିର୍ଦ୍ଦେଶନାମାକୁ ଅପେକ୍ଷା

ଗ୍ୟାଙ୍ଗ୍‌ଟକ: ଆସନ୍ତା ଜୁନ ୧୫ ତାରିଖରୁ ୯ମ ଶ୍ରେଣୀ ଏବଂ ତଦୂର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶୈକ୍ଷିକ ଅନୁଷ୍ଠାନ ମାନ ଖୋଲିବା ନିମନ୍ତେ ସିକିମ ସରକାର ନିଷ୍ପତି ଗ୍ରହଣ କରିଛନ୍ତି । ଦେଶର କେବଳ କରୋନା ମୁକ୍ତ ରାଜ୍ୟ ରୁପେ, ସ୍କୁଲ ଖୋଲିବା ପରେ ସ୍ୱାସ୍ଥ୍ୟ ସୁରକ୍ଷା କୁ…

ଭଲ ଖବର, ରାଜ୍ୟରେ ସୁସ୍ଥ ହେଲେ ଆଉ ୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଆସିଲା ଭଲ ଖବର । ସୁସ୍ଥ ହେଲେ ଆଉ ୬୨ କରୋନା ସଂକ୍ରମିତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । Another 62 #Covid19 patients have recovered and are being discharged. 41 are from Ganjam, 15…

ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରୁ ୨୫୧ ଜଣ ଫେରିଲେ ଘରକୁ

ବୁଗୁଡା: ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସଙ୍ଗରୋଧରେ ଥିବା ୨୫୧ ଜଣ  ବ୍ୟକ୍ତି ଘରେ ପହଞ୍ଚିଛନ୍ତି । ପ୍ରଶାସନ ପକ୍ଷରୁ  ମଇ ୨୨ ତାରିଖ ସନ୍ଧ୍ୟା ସୁଦ୍ଧା ନିଜ ଘରେ ଛଡ଼ା ଯାଇଥିବା ବେଳେ ଦୁଇ ସପ୍ତାହ ନିଜ ଘରେ ସଙ୍ଗରୋଧରେ ରହିବାବୁ ପରାମର୍ଶ…

ଭାରତୀୟ ରେଳବାଇକୁ ଓଡ଼ିଶା ସରକାର ଦେବେ ୫.୫ କୋଟି ଟଙ୍କା

ଭୁବନେଶ୍ୱର: ଲକ୍ଡାଉନ୍ ସମୟରେ ଓଡ଼ିଆ ପ୍ରବାସୀମାନେ ବିଭିନ୍ନ ରାଜ୍ୟରୁ ଓଡ଼ିଶାକୁ ରେଳ ମାଧ୍ୟମରେ ଆସିବାରେ ଲାଗିଛନ୍ତି । ଏହି ଖର୍ଚ୍ଚ ବହନ କରିବେ ଓଡ଼ିଶା ସରକାର, ଏହି ଖର୍ଚ୍ଚ ବାବଦକୁ ଓଡ଼ିଶା ସରକାର ଭାରତୀୟ ରେଳବାଇକୁ ୫.୫ କୋଟି ଟଙ୍କା ମଞ୍ଜୁର କରିବା ନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ…