Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ନୂଆ ଗାଇଡଲାଇନ: କରୋନା ଯୋଦ୍ଧା ଖାଇବେ ହାଇଡ୍ରୋକ୍ସିକ୍ଲୋରୋକୁଇନ୍

ନୂଆଦିଲ୍ଲୀ: ମହାମାରୀ କରୋନାର ରାମବାଣ ସାଜିଥିବା ହାଇଡ୍ରୋକ୍ସିକ୍ଲୋରକୁଇନ୍‌କୁ ନେଇ ଜାରି ହୋଇଛି ନୂଆ ଗାଇଡଲାଇନ୍ । ଭାରତୀୟ ଆର‌୍ୟୁବିଜ୍ଞାନ ଅନୁସନ୍ଧାନ ପରିଷଦ ଏନେଇ ନୂଆ ଗାଇଡଲାଇନ୍ ଜାରି କରିଛି । ଏହି ଔଷଧ ସେବନ ଦ୍ୱାରା କରୋନା ସଂକ୍ରମଣ ସମ୍ଭାବନା ହ୍ରାସ ପାଇଥାଏ ବୋଲି ଗବେଷଣାରୁ…

ସ୍ନାନଯାତ୍ରା ପୂର୍ବରୁ ହେବ ସେବାୟତଙ୍କ କରୋନା ଟେଷ୍ଟ

ପୁରୀ: ଶ୍ରୀଜିଉଙ୍କ ସ୍ନାନଯାତ୍ରା ପୂର୍ବରୁ ହେବ ସବୁ ସେବାୟତଙ୍କ କରୋନା ଟେଷ୍ଟ । ସ୍ନାନ ପୂର୍ଣ୍ଣିମାରେ ନିୟୋଜିତ ଥିବା ସମସ୍ତ ଗରାବଡୁ ସେବାୟତଙ୍କ କୋଭିଡ ପରୀକ୍ଷା କରାଯିବ । ଆସନ୍ତା ୨୯ ଓ ୩୦ ତାରିଖରେ ସବୁ ଗରାବଡୁ ସେବାୟକଙ୍କ କରୋନା ପରୀକ୍ଷା କରାଯିବ। ଶ୍ରୀଜିଉଙ୍କ ସେବାରେ…

କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପିସିସି ସଭାପତି

ଭୁବନେଶ୍ୱର: କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ପିସିସି ସଭାପତି ନିରଂଜନ ପଟ୍ଟନାୟକ ସରକାରଙ୍କ କରୋନାକୁ ନେଇ ନିଆଯାଇଥିବା ସଚେତନମୂଳକ ପଦକ୍ଷେପକୁ ସମାଲୋଚନା କରିଛନ୍ତି । ସେ କହିଛନ୍ତି, ଲକଡାଉନ୍ ୪ରେ ତ ସବୁ କିଛି ଖୋଲୁଛନ୍ତି । ତେବେ ଗଣତନ୍ତ୍ରକୁ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କରୋନାଠୁ ଅଧିକ ମାରାତ୍ମକ ଟମାଟୋ ଭାଇରସ୍ !

ଭୁବନେଶ୍ୱର: କରୋନା ଭାଇରସ୍‌ଠୁ ଅଧିକ ମାରାତ୍ମକ ଟମାଟୋ ଓରଫ ତ୍ରୀରଙ୍ଗା ଭାଇରସ୍ । ତେବେ ଏ କଥା ଆମେ ନୁହେଁ ବରଂ ହିନ୍ଦୀ ନ୍ୟୁଜ୍ ଚ୍ୟାନେଲ୍ ଟିଭି9 ଭାରତବର୍ଷ ଦାବି କରିଛି । ଦାବି ଅନୁଯାୟୀ ମହାରାଷ୍ଟ୍ରରେ ସାମ୍ନାକୁ ଆସିଛି କରୋନାଭାଇରସ୍‌ର ନୂଆ ଭର୍ସନ୍ । ଆଉ ତା ପୁଣି ଟମାଟୋ ବା ବିଲାତି…

ପୁରୀର ସାତ ଲହଡ଼ି ମଠ କଥା…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଅତିବଡୀ ଜଗନ୍ନାଥ ଦାସଙ୍କର ତିରୋଭାବ ପୀଠ ଭାବେ ସାତ ଲହଡି ମଠ ଶ୍ରୀକ୍ଷେତ୍ର ତଥା ସମଗ୍ର ଓଡିଶାରେ ସୁପରିଚିତ । ଉତ୍କଳର ଗଜପତି ପ୍ରତାପରୁଦ୍ର ଦେବ ଅତିବଡୀଙ୍କୁ ବହୁତ ସମ୍ମାନ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶନିବାର ସକାଳ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୬ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ଓଡ଼ିଶାରେ ନୂଆ ୮୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ନୂଆ ୮୦ ମାମଲା ଚିହ୍ନଟ ହୋଇଛି। ଚିହ୍ନଟ ୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ବାରେନଣ୍ଟାଇନ ସେଣ୍ଟରର, ୨ ଜଣ ହୋମ୍ କ୍ବାରେନଣ୍ଟାଇନ ଏବଂ ବାକି ୭ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି। ଜାଣନ୍ତୁ,…

‘ଥ୍ୟାଙ୍କ ୟୁ ସବ୍ୟଭାଇ’

ଭୁବନେଶ୍ୱର : ରାଜସ୍ଥାନରେ ଫସି ରହିଥିବା ୮୦ ଜଣ ଓଡିଆ ଛାତ୍ରଛାତ୍ରୀ ବସ୍ ଯୋଗେ ଓଡିଶା ଫେରିଛନ୍ତି । ବସରେ ବସିବା ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା । ଯେଉଁଥିରେ ସବୁ ପିଲା ହାତରେ ସ୍ମାଇଲ ପ୍ଲିଜ ହାରିବନି ଓଡିଶା ଲେଖାଥିବା ପୋଷ୍ଟର ହାତରେ ଧରିଥିଲେ । ଏଥି ସହ…

ଦେଶରେ ବଢୁଛି କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ସର୍ବାଧିକ ନୂଆ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧୨୫୧୦୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୯୫୯୭ ଜଣ…

ଆମେରିକାରେ ୯୫ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୯୫,୯୨୧ ହଜାରରେ ପହଁଞ୍ଚିଛି। ଜନ୍ ହପକିନ୍ସ ୟୁନିଭର୍ସିଟିର ରିପୋର୍ଟ ଅନୁଯାୟୀ ସେଠାରେ ୩ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୬…