Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜୀବ ଗାନ୍ଧୀଙ୍କର ଆଜି ହେଉଛି ପୁଣ୍ୟତିଥି, ଜାଣନ୍ତୁ ତାଙ୍କ ଜୀବନୀ ସମ୍ପର୍କରେ…

ଭୁବନେଶ୍ୱର: ଦେଶର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଥିବା ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କର ଆଜି ହେଉଛି ୨୯ତମ ପୁଣ୍ୟ ତିଥି। ୧୯୪୪ ମସିହା ଅଗଷ୍ଟ ୨୦ ତାରିଖ ଦିନ ବମ୍ବେଠାରେ ସେ ଜନ୍ମଗ୍ରହଣ କରିଥିଲେ। ଯିଏକି କେମ୍ବ୍ରିଜରେ ଅଧ୍ୟୟନ ସମୟରେ ସୋନିଆ ମାଇନୋ ନାମ୍ନୀ…

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶା ପାଇଁ ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ କରୋନା ଆକ୍ରାନ୍ତ । ଏନେଇ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । Another 50 #COVID19 patients have recovered and are being discharged. 22 are from Ganjam 15…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୫୧ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଥିଲା ବେଳେ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ସମ୍ପୃକ୍ତ ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ବ୍ୟକ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଓଡ଼ିଶାରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂଖ୍ୟା ୧୧ ଶହ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ବୁଧବାର ଦିନ ଆଉ ୫୧ ନୂଆ ମାମଲା ଚିହ୍ନଟ ହୋଇଛି। ଯାହା ଫଳରେ ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ରେ ପହଞ୍ଚି ଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୪ଶହ ଟପିଲା, ୨୪ ଘଣ୍ଟାରେ ୫୬୦୯ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ଦିନ ୧,୧୨,୩୫୯ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୬୩,୬୨୪ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୩୪୩୫…

ବର୍ଷିଆନ ସାମ୍ବାଦିକ ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ

ଢେଙ୍କାନାଳ: ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର କୁମାର ମିଶ୍ରଙ୍କର ବୁଧବାର ଦିନ ଢେଙ୍କାନାଳ ସହରସ୍ଥିତ କୁଞ୍ଜକାନ୍ତଠାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ ଜନକ ଅସୁସ୍ଥତା କାରଣରୁ ଶ୍ରୀ ମିଶ୍ରଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।…

ବସ୍‌, ଟ୍ରେନ୍ ପରେ ମେ’୨୫ରୁ ଉଡିବ ଘରୋଇ ବିମାନ

ନୂଆଦିଲ୍ଲୀ: ବସ୍‌, ଟ୍ରେନ୍ ପରେ ଦେଶରେ ଆରମ୍ଭ ହେବ ଘରୋଇ ବିମାନ ସେବା । ଆସନ୍ତା ମେ’ ୨୫ରୁ ଦେଶରେ ଆଂଶିକ ଭାବେ ଘରୋଇ ବିମାନ ସେବା ଆରମ୍ଭ ହେବ । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି । ପ୍ରଥମିକ ପର୍ଯ୍ୟାୟରେ ଘରୋଇ ବିମାନ ଉଡାଣ ଭରିବ । ଏନେଇ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ଆଉ ୩୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା…

ରାଜ୍ୟରେ ୬ଷ୍ଠ କରୋନା ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ବେଳେ ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାପଡିଛି ।…

ଆଉ ନୂଆ ୭୪ ପଜିଟିଭ ସହ ରାଜ୍ୟରେ ୧୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ବିଜୁଳି ଗତିରେ ମାଡି ଚାଲିଛି କରୋନା । ଚାହୁଁ ଚାହୁଁ ଏହି ଭୂତାଣୁ ରାଜ୍ୟର ୨୪ ଟି ଜିଲ୍ଲାରେ ନିଜ କାୟା ବିସ୍ତାର କରି ସାରିଲାଣି । ଆଜି ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୭୪ ନୂଆ ପଜିଟିଭ । ଆଜି ଏକ ନୂଆ ଜିଲ୍ଲା ମାଲକାନଗିରିରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…