Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ମେ’ ୨୭ରେ ବାବା ଆଖଣ୍ଡଳମଣିଙ୍କ ବିବାହ ଉତ୍ସବ; ଆରଡ଼ିରେ ଉଠିଲା ଲଗ୍ନଥାଳ

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପାରମ୍ପରିକ ବିବାହ ଉତ୍ସବ ଆସନ୍ତା ମେ’ ୨୭ ତାରିଖରେ ଅନୁଷ୍ଠିତ ହେବ । ଏହି ଦେବଦମ୍ପତିଙ୍କ ବିବାହ ଉତ୍ସବ ଲାଗି ସୋମବାର ଦିନ ବିଧି ମୁତାବକ ଲଗ୍ନଥାଳ ଉଠିଛି । ମିଳିଥିବା ସୂଚନାନୁଯାୟୀ, ଆରଡ଼ିର…

କରୋନା କବଳରେ କରୋନା ଯୋଦ୍ଧା, ରାଜ୍ୟର ପ୍ରଥମ ପୋଲିସ କର୍ମୀ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନା କବଳରେ ରାଜ୍ୟର ପ୍ରଥମ ପୋଲିସ କର୍ମୀ । ଆକ୍ରାନ୍ତ ଜଣକ ଭୁବନେଶ୍ୱରର ସଶସ୍ତ୍ର ରିଜର୍ଭ ପୋଲିସ (ଏପିଆର) ର ଜଣେ ୩୬ ବର୍ଷୀଯ କନେଷ୍ଟବଳ ବୋଲି ସୂଚନା ମିଳିଛି । ତାଙ୍କ ନିକଟରେ କରୋନା ଲକ୍ଷଣ ନଥିବା ଜଣାପଡ଼ିଛି । ମାତ୍ର ସେ ଦୁଇଜଣ ରାଜ୍ୟ ବାହାର ଶ୍ରମିକଙ୍କ ସଂସ୍ପର୍ଶରେ…

‘ଅମ୍ଫାନ’ ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରସ୍ତୁତ: ଜିଲ୍ଲାପାଳ

ଖୋର୍ଦ୍ଧା: ସାମୁଦ୍ରିକ ଝଡ ବାତ୍ୟା ‘ଅମ୍ଫାନ’ ପାଇଁ ଉପକୂଳ ଅଂଚଳରେ ଚାଲିଛି ପ୍ରସ୍ତୁତି । ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ପୁରା ସାଜଗ ଥିବା ଖୋର୍ଦ୍ଧା ଜିଲ୍ଲାପାଳ କହିଛନ୍ତି । ସେ କହିଛନ୍ତି, ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁଇଟି ଓଡ୍ରାଫ ଟିମ୍ ପ୍ରସ୍ତୁତ ଅଛନ୍ତି ।…

ଘଂଟା ପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ‘ଅମ୍ଫାନ’

ଭୁବନେଶ୍ୱର: ଧୀରେ ଧୀରେ ସ୍ଥଳ ଭାଗ ମୁହାଁ ହେଉଛି ସାମୁଦ୍ରିକ ଝଡ ‘ଅମ୍ଫାନ’ । ଏହା ଘଂଟା ପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି । ଏହା କାଲି ଅପରାହ୍ଣରୁ ସନ୍ଧ୍ୟା ଭିତରେ ଦୀଘା-ହାତିଆ ମଝିରେ ଥିବା ସୁନ୍ଦରବନରେ ମାଡ ହେବ । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।…

ଖୁସି ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ ଆକ୍ରାନ୍ତ

ଭୁବନେଶ୍ୱର: ଖୁସି ଖବର, ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ ଜଣ କରୋନା ଆକ୍ରାନ୍ତ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମରୁ ୨୦ଜଣ, କେନ୍ଦ୍ରାପଡାରୁ ୫ ଜଣ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରୁ ୨ ଜଣ ଲେଖାଏଁ ସୁସ୍ଥ୍ୟ ହୋଇଛନ୍ତି । ସେହିପରି ନୟାଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ୍ୟ…

ଗତ ୨୪ ଘଣ୍ଟାରେ ଗଞ୍ଜାମରେ ଚିହ୍ନଟ ହୋଇନି କୌଣସି କରୋନା ମାମଲା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ୧୦୨ଟି ନୂଆ କରୋନା ମାମଲା ଚିହ୍ନଟ ହୋଇଥିଲା ବେଳେ ଏହି ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି। ଉକ୍ତ ୧୦୨ ମାମଲା ଯାଜପୁର (୩୧), ଭଦ୍ରକ (୨୧), କେନ୍ଦ୍ରାପଡା (୮), କଟକ (୪), ଖୋର୍ଦ୍ଧା (୪), ପୁରୀ (୪), ଜଗତସିଂହପୁର (୨୩), ଅନୁଗୁଳ (୨),…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ମଙ୍ଗଳବାର ସକାଳ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୫ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୧୦୨ କରୋନା ପଜିଟିଭ୍‌, ୯୭୮ରେ ପହଞ୍ଚିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୧୦୨ ଜଣ କରୋନା ପଜିଟିଭ୍ । ଏଥି ସହ ମୋଟ ସଂଖ୍ୟା ୯୭୮ ପହଞ୍ଚିଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧ୍ୟରୁ ଯାଜପୁରର ୩୧ ଜଣ, ଜଗତସିଂହପୁରର ୨୩, ଭଦ୍ରକର ୨୧, କେନ୍ଦ୍ରାପଡାର…

ଚିନ୍ତା ବଢ଼ାଉଛି କରୋନା: ଭାରତରେ ୧ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । COVID19 cases cross 1 lakh mark with a single-day jump of 4970…

ବିଶ୍ୱର ଏହି ଦେଶ ଗୁଡିକରେ ଏଯାଏଁ ପଡିନାହିଁ କରୋନା ପାଦ !

ନୂଆଦିଲ୍ଲୀ: କରୋନା ଭାଇରସ ପ୍ରଭାବରେ ସାରା ବିଶ୍ୱରେ ହାହାକାର । ସବୁଠି କରୋନା ବିସ୍ତାର କରି ଚାଲିଛି ନିଜର କାୟା । ତେବେ ଆପଣ ଜାଣିଲେ ଟିକିଏ ଆଶ୍ଚର୍ଯ୍ୟ ହେବେ ଏପରି କିଛି ଦେଶ ଅଛି ଯେଉଁଠି ଏପର୍ଯ୍ୟନ୍ତ କରୋନାଭାଇରସରେ ପାଦ ପଡି ନାହିଁ । ଏହି ଭୂତାଣୁ ୧୮୫ ଦେଶ ନିଜ କବଳକୁ ଆଣି…