Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ନୂଆ କରୋନା ମାମଲା ଚିହ୍ନଟ ପରେ ପୁରୀରେ ସାନିଟାଇଜେସନ ଆରମ୍ଭ

ପୁରୀ: ପୁରୀ ଜିଲ୍ଲାରେ ଚାରିଟି ନୂଆ କୋଭିଡ-୧୯ ମାମଲା ଚିହ୍ନଟ ହେବା ପରେ ସୋମବାର ଦିନ ପ୍ରଶାସନ ପକ୍ଷରୁ ସହରରେ ସାନିଟାଇଜେସନ୍ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଜଗନ୍ନାଥ ମନ୍ଦିର ପରିସର ତଥା ରଥ ନିର୍ମାଣ ସ୍ଥାନ ସହ ବିଭିନ୍ନ ସ୍ଥାନକୁ ବିଶୋଧନ କରାଯାଇଛି। ଯେଉଁଥିରେ ଅଗ୍ନିଶମ…

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ ବସ୍ ଚଳାଚଳ: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟ ଭିତରେ ଗଡିବ ବସ୍ । ସାମାନ୍ୟ ହେବ ବସ୍ ସେବା । ନୂଆ ଗାଇଡ଼ଲାଇନ୍ ଅନୁସାରେ ରେଡ଼ ଜୋନ, ଅରେଞ୍ଜ ଜୋନରେ ବି ଚାଲିପାରିବ ଗାଡ଼ି । ରାଜ୍ୟ ଓ ରାଜ୍ୟ ଭିତରେ ବସ୍ ଚଳାଚଳ କରିବାରେ କୌଣସି ଅସୁବିଧା ହେବ ନାହିଁ । ଅନ୍ୟ ରାଜ୍ୟ ସହ କିପରି ଗାଡ଼ି ଚଳାଚଳ କରାଯାଇପାରିବ…

ପଜିଟିଭ ଚିହ୍ନଟ ହେଲେ ସ୍ମାର୍ଟ ଫୋନ କମ୍ପାନୀ ‘ଓପୋ’ର ୬ କର୍ମଚାରୀ

ନୂଆଦିଲ୍ଲୀ: ଦିଲ୍ଲୀର ଗ୍ରେଟର ନୋଏଡା ସ୍ଥିତ ସ୍ମାର୍ଟ ଫୋନ ନିର୍ମାତା କମ୍ପାନୀ ଓପୋ କାରଖାନାରେ ୬ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିପାଇଁ କମ୍ପାନୀକୁ ବନ୍ଦ କରାଯାଇଥିବା ସକମ୍ପାନୀ ପକ୍ଷରୁ କୁହାଯାଇଛି । ଓପୋ ପକ୍ଷରୁ କୁହାଯାଇଛି ଯେ, “ଏକ ସଂଗଠନ ଭାବରେ ଆମର ସମସ୍ତ…

କରୋନା ମୁକ୍ତ ହେଲା ଜଗତସିଂହପୁର ଜିଲ୍ଲା

ଜଗତସିଂହପୁର: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ଏବେ ପାଲଟିଛି ଚିନ୍ତାର କାରଣ । ଦେଖୁ ଦେଖୁ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୮୭୬ ରେ ପହଞ୍ଚିଲାଣି । ତେବେ ଏହାରି ମଧ୍ୟରେ ଜଗତସିଂହପୁରରୁ ଆସିଛି ଏକ ଆସ୍ୱସ୍ତି ଜନକ ଖବର । କରୋନା ମୁକ୍ତ ହୋଇଛି ଜଗତସିଂହପୁର ଜିଲ୍ଲା । ଏନେଇ…

ଆଜି ଯାଜପୁରରୁ ଚିହ୍ନଟ ୧୬ ପଜିଟିଭଙ୍କ ସବିଶେଷ ତଥ୍ୟ

ଯାଜପୁର : ଆଜି ଯାଜପୁର ଜିଲ୍ଲାରୁ ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରେ ଦଶରଥପୁର ବ୍ଲକର ୩, କୋରାଇ ବ୍ଲକର ୫, ବରୀ ବ୍ଲକର ୪ ଓ ବଡଚଣା ବ୍ଲକର ୪ ଜଣ ଥିବା ଜଣାପଡିଛି। ଏହି ୧୬ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ ରେ ପହଞ୍ଚିଥିବା ବେଳେ ରାଜ୍ୟରେ…

କରୋନାଭାଇରସ କବଳରେ ଓଡ଼ିଶାର ୨୩ ଜିଲ୍ଲା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳରେ ଦୁଇ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି। ଏପରିକି ଜିଲ୍ଲାରେ ଏହା ପ୍ରଥମ ମାମଲା ହୋଇଥିଲା ବେଳେ ସମସ୍ତ ଆକ୍ରାନ୍ତ ତାମିଲନାଡୁ ଫେରନ୍ତା। ସୂଚନା ଓ ଲୋକସମ୍ପର୍କ ବିଭାଗ ଅନୁଯାୟୀ, ଏହି ଦୁଇଟି ମାମଲା କ୍ୱାରେନଣ୍ଟାଇନ କେନ୍ଦ୍ରରେ ଚିହ୍ନଟ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ସୋମବାର ସକାଳ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୦ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।…

କୋଭିଡ-୧୯ ଲକଡାଉନ; ଭୁବନେଶ୍ୱରରେ ଶୀତଳ ଷଷ୍ଠୀ ଯାତ୍ରା ବାତିଲ

ଭୁବନେଶ୍ୱର: ଦେଶରେ ଆସନ୍ତା ୩୧ ତାରିଖ ଯାଏଁ ଲକଡାଉନ୍ ଅବଧିକୁ ବଢାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରାକୁ ବାତିଲ କରିଦିଆଯାଇଛି। ଏହି ଯାତ୍ରା ମେ ୨୭ ତାରିଖରେ ଅନୁଷ୍ଠିତ ହୋଇଥାନ୍ତା। ଭୁବନେଶ୍ୱର ମ୍ୟୁନିସିପାଲିଟି…

ଆଜି ରାଜ୍ୟରେ ଚିହ୍ନଟ ୪୮ ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ବିବରଣୀ, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୮ ପଜିଟିଭ ଆକ୍ରାନ୍ତ । ଚାହୁଁ ଚାହୁଁ ଏହି ଭୂତାଣୁ ରାଜ୍ୟର ୨୩ ଟି ଜିଲ୍ଲାରେ ନିଜ କାୟା ବିସ୍ତାର କରି ସାରିଲାଣି । ଆଜି ଏକ ନୂଆ ଜିଲ୍ଲା କନ୍ଧମାଳରେ ୨ ଜଣ କରୋନା ପଜିଟିଭ…

କରୋନା ମ୍ୟାପରେ ଯୋଡି ହେଲା ଆଉ ଏକ ଜିଲ୍ଲା; ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସୋମବାର ଦିନ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୮ ପଜିଟିଭ । କରୋନା ମ୍ୟାପରେ ପ୍ରଥମ ଥର ପାଇଁ ଯୋଡି ହୋଇଛି ଆଉ ଏକ ଜିଲ୍ଲା । ଆଜି ପର୍ଯ୍ୟନ୍ତ ଗ୍ରୀନ ଜୋନରେ ଥିବା କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨ ଜଣ କରୋନା…