Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟର ତିନି ରେଡ୍ ହଟସ୍ପଟ୍ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର : ଓଡିଶାକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ବଢିବା ସହିତ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦ୍ରୁତ ଗତିରେ କରୋନା ପଜିଟିଭ୍ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ୫ଟି ରେଡ୍ ହଟ ଜୋନ ଜିଲ୍ଲାରେ ଏହା ୫୦ ଟପିଥିବା ବେଳେ ତିନିଟିରେ ୧୦୦ ଅତିକ୍ରମ କରିଛି । କରୋନା…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ରବିବାର ସକାଳ ୧୦ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୫ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।…

ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କରୋନାଭାଇରସରେ ଓଡିଶାରେ ଆଉ ଦୁଇ ଜଣ ପ୍ରାଣ ହରାଇଛନ୍ତି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ରବିବାର ସକାଳ ସୁଦ୍ଧା ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି । ଏହି ଦୁଇଟି ମୃତ୍ୟୁ ରାଜ୍ୟର କରୋନା ହଟସ୍ପଟ୍ ଗଞ୍ଜାମ ଜିଲ୍ଲାରେ ହୋଇଥିବା…

ଆମେରିକାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୨ଶହ ମୃତ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୧୨୩୭ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଯାହା ଫଳରେ ଆମେରିକାରେ ସର୍ବମୋଟ ମୃତ୍ୟୁ ସଂଖ୍ୟା ୮୯ ହଜାରରେ…

ସମ୍ବଲପୁରକୁ ଡେଇଁଲା କରୋନା: ରାଜ୍ୟରେ ୯୧ ନୂଆ ଆକ୍ରାନ୍ତଙ୍କ ସହ ୮୦୦ ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ଗତିରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରବିବାର ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୯୧ ପଜିଟିଭ । ଏହାସହ କରୋନା ମ୍ୟାପରେ ଯୋଡି ହୋଇଛି ରାଜ୍ୟର ଆଉ ଏକ ଜିଲ୍ଲା। ଏପର୍ଯ୍ୟନ୍ତ ଗ୍ରୀନ ଜୋନରେ ଥିବା ସମ୍ବଲପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ…

କୋଭିଡ୧୯: ଭାରତରେ ୯୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ସର୍ବାଧିକ ୪୯୮୭ ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । #COVID19: 120 deaths have occurred in the last 24 hours, Ministry…

ବିଶ୍ୱରେ ଉଦବେଗ ହେଉଛି ସ୍ଥିତି; ୩ ଲକ୍ଷ ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ସାରା ବିଶ୍ୱରେ ହାହାକାର । ବିଶ୍ୱର ୧୧୨ଟି ଦେଶରେ ତାଣ୍ଡବ ରଚିଛି କରୋନା ଭାଇରସ । ବିଶ୍ୱବାସୀ ଦେଖୁଛନ୍ତି ଏହାର କରାଳ ରୂପ । କରୋନା ପ୍ରଭାବରେ ସାରା ବିଶ୍ୱରେ ୩ ଲକ୍ଷ ୧୨ ହଜାର ୩୮୪ ଜଣ ଲୋକ ପ୍ରାଣ ହରାଇଛନ୍ତି । ପୃଥିବୀର ୧୧୨ଟି ଦେଶର ମୋଟ ୪୭ ଲକ୍ଷ ୧୬ ହଜାର ୯୯୨ ଜଣ…

କରୋନା ଅପଡେଟ: ରାଜ୍ୟରେ ବଢୁଛି ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦୃତ ଗତିରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଖୁ ଦେଖୁ ଏହିସଂଖ୍ୟା ୭୦୦ ଟପିଗଲାଣି । ଖାଲି ସଂକ୍ରମିତ ନୁହେଁ ପ୍ରତିଦିନ କିଛି ନା କିଛି ରୋଗୀ ସୁସ୍ଥ ହେବାର ଖବର ମଧ୍ୟ ଆସୁଛି । ଯାହା ଅନ୍ତତଃ ପକ୍ଷେ ଓଡିଶାବାସୀଙ୍କୁ ଆଶ୍ୱସନାର ଯୋଗାଉଛି। ରାଜ୍ୟରେ…

ରଥଯାତ୍ରା: ପ୍ରଚଣ୍ଡ ଖରା ସତ୍ତ୍ୱେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ…

ପୁରୀ: ପ୍ରଚଣ୍ଡ ଖରାରେ ଅସହ୍ୟ ଗରମକୁ ଖାତିର୍ ନ’କରି ରଥଖଳାରେ କାରିଗରମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥର ନିର୍ମାଣ କାର୍ଯ୍ୟ । ସରକାରଙ୍କ ଲକ୍‌ଡାଉନ କଟକଣାକୁ ପାଳନ କରିବା ସହିତ ସାମାଜିକ ଦୂରତା ରକ୍ଷା କରି ବଡ଼ଦାଣ୍ଡର ରଥଖଳାରେ ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ । ପାରମ୍ପରିକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୩୦ କରୋନା ଆକ୍ରାନ୍ତ । ଏହାସହ ସୁସ୍ଥଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଦିନକୁ ଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ପୁଣି ୩୦ ଆକ୍ରାନ୍ତ ସୁସ୍ଥ ହେବା ଖବର…