Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ଯାଜପୁରରୁ ଚିହ୍ନଟ ୩୧ ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

ଯାଜପୁର: ଆଜି ଯାଜପୁର ଜିଲ୍ଲାରେ ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛିନ୍ତି । ଏହି ୩୧ ଜଣଙ୍କ ମଧ୍ୟରେ ରହିଛନ୍ତି ବିଞ୍ଝାରପୁର ବ୍ଲକ ଅଂଚଳର ୨୦, ବରୀ ବ୍ଲକ ଅଂଚଳର ୬ ଏବଂ ରସୁଲପୁର ବ୍ଳକ ଅଂଚଳର ୫ । ୩୧ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ମହିଳା ହୋଇଥିବା ବେଳେ ଆଉ ୨୯ ଜଣ ପୁରୁଷ ।…

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଏମଏସଏମଇ ଓ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗୀ

ନୂଆଦିଲ୍ଲୀ: କରୋନା ମହାମାରୀକୁ ପ୍ରତିହତ କରିବା ଲାଗି କେନ୍ଦ୍ର ସରକାର ଜାରି କରିଥିବା ଲକଡାଉନ ଦ୍ୱାରା ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ଗୁଡ଼ିକ ବ୍ୟାପକ ଭାବେ ପ୍ରଭାବିତ ହୋଇଛନ୍ତି । ଗତ ଦେଢ଼ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏମଏସଏମଇ ୟୁନିଟଗୁଡ଼ିକ ବନ୍ଦ ରହିଥିବା ଯୋଗୁ ସେମାନେ…

ଅଣାୟତ୍ତ କରୋନା: ସଂକ୍ରମଣରେ ଚୀନକୁ ଟପିଲା ଭାରତ

ନୂଆଦିଲ୍ଲୀ: ଚାହୁଚାହୁଁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଟପିଲାଣି । ମୃତ୍ୟୁ ସଂଖ୍ୟା ମଧ୍ୟ ଲାଗତାର ବଢ଼ିବାରେ ଲାଗିଛି । ଭାରତରେ ଲଗାତାର ବଢୁଥିବା ଏହି ସଂଖ୍ୟା ପାଲଟିଛି ଚିନ୍ତାର କାରଣ । କରୋନାର ଉତ୍ପତ୍ତି ସ୍ଥଳ କୁହାଯାଉଥିବା ଚୀନକୁ ମଧ୍ୟ ଭାରତ ସଂକ୍ରମଣରେ…

କରୋନା ଠାରୁ ବଳିଗଲାଣି ଦାଦନ ସମସ୍ୟା: ବିଜୟ ମହାପାତ୍ର

ଭୁବନେଶ୍ୱର: ମହାମାରୀ କରୋନା ସ୍ଥିତିରୁ ବଳିଗଲାଣି ଦାଦନ ସମସ୍ୟା । କୋରନା ପାଇଁ ସବୁ ପ୍ରସ୍ତୁତି ହୋଇଛି କିନ୍ତୁ ଦାଦନଙ୍କ ପାଇଁ କିଛି ନାହିଁ। ସରକାର ସବୁ ଜାଣିଛନ୍ତି ହେଲେ କିଛି ଉଦ୍ୟମ କରୁନଥିବା ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ବିଜୟ ମହାପାତ୍ର…

ଲକଡାଉନ ୩.୦: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୦% ବୃଦ୍ଧି

ଭୁବନେଶ୍ୱର: ଓଡିଶାରେ ଶନିବାର ଦିନ ୬୫ଟି ନୂଆ କୋଭିଡ-୧୯ ପଜିଟିଭ ମାମଲା ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଲକଡାଉନ୍ ସମୟରେ ଏହା ପ୍ରାୟ ୩୫୦% ବୃଦ୍ଧି ଘଟିଛି। ମେ ୩ ତାରିଖ ତଥା ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ୍ ସମୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ ରହିଥିବା ବେଳେ ମେ…

ଓଡ଼ିଶାରେ ଚିହ୍ନଟ ଆଉ ୬୫ କରୋନା ପଜିଟିଭଙ୍କ ସମ୍ପର୍କରେ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୬୫ ଜଣ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଛନ୍ତି ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶନିବାର ସକାଳ ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି।…

ବଢୁଛି ଚିନ୍ତା; ରାଜ୍ୟରେ ୭୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୬୫ ପଜିଟିଭ । ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୩୧, ଗଞ୍ଜାମରୁ ୧୩, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୨, କଟକରୁ ୬, ପୁରୀରୁ ୪, ନୟାଗଡ଼ରୁ ୨…

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଟପିଲା, ୨୭୫୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୮୫,୯୪୦ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୫୩,୦୩୫ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୨୭୫୨ ଜଣ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ କଲେ ମାଣିତରା ସରପଞ୍ଚ

ବୁଗୁଡ଼ା: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ସରପଞ୍ଚ ଶାନ୍ତିଲତା ନାୟକ କରୋନା ମହାମାରୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ରାଶି ପ୍ରଦାନ କରିଛନ୍ତି । ମାଣିତରା ସରପଞ୍ଚ ଶାନ୍ତିଲତା ନାୟକ ଏବଂ ନାଏବ ସରପଞ୍ଚ କାଳୁଚରଣ ପ୍ରଧାନ ସେମାନଙ୍କ ତିନିମାସର ଦରମା ଏବଂ…