Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଗ୍ରାମାଂଚଳ ପ୍ରତି ଅଧିକ ବିପଦ ରହିଛି: ଗଂଜାମ ଜିଲ୍ଲାପାଳ

ଭୁବନେଶ୍ୱର: ଗଂଜାମ ଜିଲ୍ଲାରେ କରୋନା ମୁକାବିଲା ସ୍ଥିତି ଉପରେ ଜିଲ୍ଲାପାଳ, ବିଧାୟକ, ସାଂସଦଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଭିଡିଓ କନଫରେନ୍ସିଂରେ ହୋଇଥିିବା ଏହି ଆଲୋଚନାରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି ଯେ, ଜିଲ୍ଲାର ଗ୍ରାମାଂଚଳ ପ୍ରତି…

ଗଂଜାମରେ ଆଉ ଏକ କୋଭିଡ ହସ୍ପିଟାଲ କର: ବାଚସ୍ପତି

ଭୁବନେଶ୍ୱର: ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ତେଣୁ ଜିଲ୍ଲାରେ ଆଉ ଏକ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କର । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଗଂଜାମ ଜିଲ୍ଲାପାଳଙ୍କୁ ଏଭଳି ପ୍ରସ୍ତାବ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଗଂଜାମରେ ଏବେ ୨୦୦ ବେଡ୍ ବିଶିଷ୍ଟ ଏକ…

ଗୋଟିଏ ଦିନରେ ଅନୁଗୁଳରେ ୧୩ କରୋନା ପଜିଟିଭ ଚିହ୍ନଟ, ଜିଲ୍ଲାରେ ରେଡ୍ ଜୋନ କଟକଣା

ଅନୁଗୁଳ: ଗୋଟିଏ ଦିନରେ ଅନୁଗୁଳ ଜିଲ୍ଲାରେ ପ୍ରାୟ ୧୩ ଜଣ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରେଡ୍ ଜୋନ୍ ପାଇଁ ଉଦ୍ଦିଷ୍ଟ କଟକଣା କାର୍ଯ‌୍ୟକାରୀ କରିବାକୁ ଅନୁଗୁଳ ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଅନୁଗୁଳ ଜିଲ୍ଲାପାଳ ମନୋଜ ମହାନ୍ତି କହିଛନ୍ତି ଯେ ଗତ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ରବିବାର ସକାଳ ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୮ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।…

ଭାରତରେ ଉଗ୍ର ହେଉଛି କରୋନା: ୬୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୩୨୭୭ଟି ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ…

ଆଜି ଗଞ୍ଜାମ ଓ ମୟୁରଭଞ୍ଜରୁ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା

ଭୁବନେଶ୍ୱର: ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୫୮ ଜଣ କରୋନା ଆକ୍ରାନ୍ତ । ଚିହ୍ନଟ ୫୮ ଜଣଙ୍କ ମଧ୍ୟରୁ ୨୯ ଜଣ ଗଞ୍ଜାମର, ଜଣେ, ମୟୁରଭଞ୍ଜ, ୧୫ ଜଣ ବାଲେଶ୍ଵର ଓ ୧୩ ଜଣ ଅନୁଗୁଳ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଆଜି ମୟୁରଭଞ୍ଜରୁ ଚିହ୍ନଟ ଜଣେ…

କରୋନା ମୁକାବିଲା: ୯୫୦୦୦ କୁ ବୃଦ୍ଧି ପାଇଲା ଭାରତର ଦୈନିକ ସ୍ୱାବ ପରୀକ୍ଷଣ କ୍ଷମତା

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଶନିବାର କହିଛନ୍ତି ଯେ, କରୋନାଭାଇରସ ପାଇଁ ପରୀକ୍ଷଣ କ୍ଷମତା ଭାରତରେ ଦିନକୁ ପ୍ରାୟ ୯୫୦୦୦କୁ ବୃଦ୍ଧି କରାଯାଇଛି। ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ୩୩୨ ଟି…

କରୋନା ମ୍ୟାପରେ ଯୋଡ଼ି ହେଲା ଅନୁଗୁଳ ଜିଲ୍ଲା; ଗୋଟିଏ ଦିନରେ ୧୩ ପଜିଟିଭ ଚିହ୍ନଟ

ଅନୁଗୁଳ: ଜିଲ୍ଲା ପରେ ଜିଲ୍ଲା ବ୍ୟାପି ଚାଲିଛି କରୋନା । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୦ ଟି ଜିଲ୍ଲାକୁ ବ୍ୟାପି ସାରିଛି ଏହି ମହାମାରୀ । ରବିବାର ଦିନ ରାଜ୍ୟରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ ଅନୁଗୁଳରୁ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ତୃତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର: ଜିଲ୍ଳା ପରେ ଜିଲ୍ଲା ବ୍ୟାପି ଚାଲିଛି ମହାମାରୀ କରୋନା । ଆଜି ଗୋଟିଏ ଦିନରେ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । କରୋନାରେ ମୃତ୍ୟୁ ଘରିଥିବା ଏହି ବ୍ୟକ୍ତି ଗଞ୍ଜାମ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ…

ରାଜ୍ୟ ପାଇଁ ବଢୁଛି ଚିନ୍ତା: ଚିହ୍ନଟ ହେଲେ ଆଉ ୫୮ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୫୮ ଜଣ କରୋନା ପଜିଟିଭ । ପ୍ରଥମ ଥର ପାଇଁ ଗୋଟିଏ ଦିନରେ ଏକକାଳୀନ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ ରେ…