Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରେଲୱେ ଟ୍ରାକରେ ନ’ଚାଲିବାକୁ ପୂର୍ବତଟ ରେଳପଥର ଅନୁରୋଧ

ଭୁବନେଶ୍ୱର: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ଫଳରେ ସାରା ଦେଶରେ ଲକ୍‌ଡ଼ାଉନ୍ ଚାଲିଥିବା ବେଳେ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ବାତିଲ୍ କରାଯାଇଛି କିନ୍ତୁ ଦେଶର ବିଭିନ୍ନ ପ୍ରାନ୍ତକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରିବାକୁ ନିରବଚ୍ଛିନ୍ନ ଭାବେ ସମସ୍ତ ରେଳ ଟ୍ରାକ୍ ଉପରେ ମାଲବାହୀ ଓ ପାର୍ସଲ୍…

ରଥ ଖଳାରେ କରୋନା ସଚେତନତା

ପୁରୀ: ମହାମାରୀ କରୋନା ପାଇଁ ଶୀଜିଉଙ୍କ ରଥ ନିର୍ମାଣ ନେଇ ଲାଗି ରହିଥିବା ଦ୍ୱନ୍ଦ ଦୂର ହୋଇଛି । ରଥ ତିଆରି ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ମିଳିିଛି ଗ୍ରୀନ୍ ସିଗ୍‌ନାଲ । କେନ୍ଦ୍ର ସରକାରଙ୍କଠାରୁ ସର୍ତ୍ତମୂଳକ ଅନୁମତି ମିଳିବା ପରେ ଶୁକ୍ରବାର ଠାରୁ ରଥ ନିର୍ମାଣ କାମ ଚାଲିଛି । ରଥ…

ଲାଗୁନି ବ୍ରେକ୍‌, ପୁଣି ଗଞ୍ଜାମରୁ ୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗଂଜାମରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଆଜି ପୁଣି ଆଉ ୫ କରୋନା ପଜିଟିଭ ଚହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ସୁରତ ଫେରନ୍ତା । ସମ୍ପୃକ୍ତି ବ୍ୟକ୍ତିଙ୍କ ବୟସ ଯଥାକ୍ରମେ ୩୯, ୪୯, ୪୮, ୪୫ ରହିଛି। ଏଥିସହ ସଂକ୍ରମିତଙ୍କ ମଧ୍ୟରେ ଜଣେ ୧୬ ବର୍ଷୀୟ ନାବାଳକ…

ଡୋନାଲ୍ଡ ଟ୍ରମ୍ପ୍‌ କହିଲେ, “ବିନା ଭାକ୍ସିନରେ ଚାଲିଯିବ କରୋନା ଭୂତାଣୁ” !

ୱାଶିଂଟନ୍ ଡିିସି: ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଦାବି କରିଛନ୍ତି ଯେ, ବିନା ଭାକ୍ସିନରେ ମାରାତ୍ମକ କରୋନା ମହାମାରୀ ଚାଲିଯିବ ଏଥିସହିତ ୯୫,୦୦୦ରୁ ଅଧିକ ବ୍ୟକ୍ତି ଦେଶରେ ପ୍ରାଣ ହରାଇବେ । “ଏହା ଏବେ ଦୂରେଇ ଯାଉଛି । ଇତିମଧ୍ୟରେ ଆମେ ଆଶା କରୁଛୁ, ପୁନର୍ବାର…

ଇଭାଙ୍କା ଟ୍ରମ୍ପଙ୍କ ବ୍ୟକ୍ତିଗତ ସହାୟକ କୋଭିଡ-୧୯ ପଜିଟିଭ ଚିହ୍ନଟ

ୱାଶିଂଟନ୍‌: ସାରା ବିଶ୍ୱକୁ ଅକ୍ତିଆର କରି ସାରିଲାଣି ମହାମାରୀ କରୋନା । ଆମେରିକାରେ କରୋନାର ତାଣ୍ଡବ ଚାଲିଛି । ଏହାରି ଭିତରେ ହ୍ୱାଇଟ ହାଉସରେ ମଧ୍ୟ ପହଂଚି ସାରିଲାଣି ମହାମାରୀ କୋଭିଡ-୧୯ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କ ଟ୍ରମ୍ପଙ୍କ ବ୍ୟକ୍ତିଗତ ସହାୟକ କରୋନା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦନ ବଢ଼ିଚାଲିଛି । ଏହାରି ଭିତରେ ଓଡ଼ିଶା ପାଇଁ ଆସିଛି ଏକ ଖୁସି ଖବର । ଚିକିତ୍ସା ପରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । Five more Covid patients have recovered and tested negative for #COVID19. Four…

ଘରୋଇ କଲେଜ ଛାତ୍ରଛାତ୍ରୀଙ୍କ ଫି’ ଛାଡ ହେବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଘରୋଇ କଲେଜ ଛାତ୍ରଛାତ୍ରୀଙ୍କ ଫି ଛାଡ ହେବନି । ଫି ଛାଡ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ମାନ୍ୟବର ସର୍ବୋଚ୍ଚ ଅଦାଲତ । ସୁପ୍ରିମକୋର୍ଟ କହିଛନ୍ତି ଯେ, ଫି ନଦିଅନ୍ତି ତେବେ କଲେଜ୍ କେମିତି ଚାଲିବ। କଲେଜ୍ ନିଜର କର୍ମଚାରୀଙ୍କୁ ଦରମା କେମିତି ଦେବ। ଓକିଲ କଲେଜ୍…

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ରଥ ନିର୍ମାଣର ଚମତ୍କାରିତା…

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାରେ ନିୟୋଜିତ ହେଉଥିବା ତିନିରଥର ପାରମ୍ପରିକ ନିର୍ମାଣ ଶୈଳୀ ପ୍ରକୃତରେ ଓଡ଼ିଆ କାରିଗରଙ୍କ ଉକ୍ରୃଷ୍ଟ ନିର୍ମାଣ ପ୍ରତିଭାର ନିର୍ଭୁଲ ସ୍ୱାକ୍ଷର । ବଡ଼ଭାଇ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁ ତାଳଧ୍ୱଜ ରଥରେ, ସାନଭାଇ…

ହସ୍ପିଟାଲ ବେଡ୍‌ରେ ୧୫ ମାସର କରୋନା ଶିଶୁ, ଡାକ୍ତରଙ୍କୁ ଦେଉଛି ଫ୍ଲାଇଂ କିସ୍‌

ଚଣ୍ଡିଗଡ: କରୋନା ସହ ଲଢ଼ୁଛି କୁନି ଛୁଆ । ହସ୍ପିଟାଲ ବେଡ୍ ଉପରେ ସେ ଡାକ୍ତରଙ୍କୁ ଦେଉଛି ଫ୍ଲାଇଂ କିସ୍ । ହ୍ୟାଣ୍ଡ ସେକ୍ ମଧ୍ୟ କରୁଛି । କେବଳ ସେତିକି ନୁହେଁ ତା’ ପାଖରେ ଠିଆ ହୋଇଥିବା ଡାକ୍ତର ତାକୁ ଯେପରି କହୁଛନ୍ତି ସେ ସେପରି କରୁଛି । ଆଉ ଡାକ୍ତର ମଧ୍ୟ ତା ସହ ଖେଳୁଛନ୍ତି, ତାକୁ…

ରାଜ୍ୟର ୫ଟି ଜିଲ୍ଲାରୁ କେବଳ ୮୪ ପ୍ରତିଶତ କରୋନା ପଜିଟିଭ୍

ଭୁବନେଶ୍ୱର : କିଛି ଦିନ ହେଲା ରାଜ୍ୟରେ କରୋନା ପଜିଟିଭ ରୋଗୀଙ୍କ ସଂଖ୍ୟା ମାତ୍ରାଧିକ ବୃଦ୍ଧି ପାଇଛି । ପ୍ରଥମେ ପ୍ରଥମେ ସ୍ୱାବ ପରୀକ୍ଷା ବେଳେ ଦିନକୁ ଏକ ଅଙ୍କ ଭିତରେ ପଜିଟିଭଙ୍କ ସଂଖ୍ୟା ସୀମିତ ରହୁଥିବା ବେଳେ ଏବେ ପ୍ରତିଦିନ ଦୁଇ ଅଙ୍କରୁ କମୁନାହିଁ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୮୭…