Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଜୁଲାଇ ୨୪ରେ +୩ ଶେଷ ବର୍ଷ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୪ରେ ହେବ ଯୁକ୍ତ ୩ ଶେଷବର୍ଷ ପରୀକ୍ଷା । ସେହିପରି ଅଗଷ୍ଟ ୨୦ରେ ପିଜି ଶେଷ ସେମିଷ୍ଟାର ପରୀକ୍ଷା ହେବ। ପିଜି ଆଡମିସନ ପାଇଁ ଏକକ ପରୀକ୍ଷା ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ହେବ । ଏନେଇ ଆଜି ୧୧ଟି ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ…

ଯାଜପୁରରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ୍‌, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି

ଭୁବନେଶ୍ୱର : ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ବୟସ ୬୫ ବର୍ଷ ବୋଲି ଜଣାପଡିଛି । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି । ଏହି ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ପରେ ଯାଜପୁର ଜିଲ୍ଲାରେ ମୋଟ ସଂଖ୍ୟା ୫୪ ଛୁଇଁଛି । ଏ ନେଇ…

ଜାଣନ୍ତୁ, ଶ୍ରୀମନ୍ଦିରରେ କିପରି ପାଳିତ ହୁଏ ନୃସିଂହଙ୍କ ଜନ୍ମନୀତି

ଆଜି ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ । ଆଜିର ପବିତ୍ର ଦିନରେ ଶ୍ରୀମନ୍ଦିରରେ ପାଳିତ ହେଉଛି ନୃସିଂହ ଦେବଙ୍କ ଜନ୍ମନୀତି । ପାରମ୍ପରିକ ଭାବେ ଶ୍ରୀମନ୍ଦିରରେ ଏହି ତିଥିଟିକୁ ପାଳନ କରାଯାଇଥାଏ । ସ୍କନ୍ଦ ପୁରାଣ ଅନୁଯାୟୀ ପୁରୁଷୋତ୍ତମ କ୍ଷେତ୍ରରେ ଜଗନ୍ନାଥ ନୃସିଂହ ରୂପରେ ରାଜା…

ତେଲେଙ୍ଗାନାରେ ମେ’ ୨୯ ଯାଏଁ ତାଲାବନ୍ଦ

ହାଇଦ୍ରାବାଦ: ତେଲେଙ୍ଗାନାରେ ବଢ଼ିଲା ତାଲାବନ୍ଦ ଅବଧି । ଦେଶର ପ୍ରଥମ ରାଜ୍ୟ ଭାବେ ତେଲେଙ୍ଗାନାରେ ଲକଡାଉନ୍ ସମୟସୀମାକୁ ମେ’ ୨୯ ଯାଏଁ ବୃଦ୍ଧି କରାଯାଇଛି । କ୍ୟାବିନେଟ ବୈଠକ ପରେ ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ । ସେ କହିଛନ୍ତି ଯେ, କେନ୍ଦ୍ର…

ବାଲେଶ୍ୱରରୁ ଆଉ ଜଣେ କରୋନା ରୋଗୀ, ମୋଟ ସଂଖ୍ୟା ୧୭୮କୁ ବୃଦ୍ଧି

ଭୁବନେଶ୍ୱର : ବୁଧବାର ବାଲେଶ୍ୱରରୁ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୭୮କୁ ବୃଦ୍ଧି ପାଇଛି । ସେପଟେ ବାଲେଶ୍ୱର ଜିଲ୍ଲାରେ ଏହି ୨୫ ଛୁଇଁଛି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂଆ ଚିହ୍ନଟ କରୋନା…

ଇଟାଲୀ ଉଦ୍ଭାବନ କଲା କୋଭିଡ୧୯ ଟୀକା: ମଣିଷ ଦେହରେ କାମ କରୁଥିବା ନେଇ ଦୃଢୋକ୍ତି ପ୍ରକାଶ !

ନୂଆଦିଲ୍ଲୀ: ବିଶ୍ୱର ପ୍ରଥମ ରାଷ୍ଟ୍ର ଭାବେ କରୋନା ଟୀକା ଉଦ୍ଭାବନ କରିଥିବା ଦାବି କରିଛି ଇଟାଲୀ । ଏହା ପୃଥିବୀର ପ୍ରଥମ କରୋନାଭାଇରସ୍ ଟିକା ଯାହା ସଫଳତାର ସହ ସହ ମଣିଷ ଉପରେ କାର୍ଯ୍ୟ କରୁଥିବା ଦାବି କରିଛି ଇଟାଲୀ। ଇଟାଲୀର ଏକ ନ୍ୟୁଜ ଏଜେନ୍ସି ଏଏନଏସଏ ରେ ଏହି ଖବର ପ୍ରକାଶିତ ହୋଇଛି ।…

ରାଜ୍ୟରେ ୧୭୭ ଛୁଇଁଲା ମାମଲା: କେଉଁ ଜିଲ୍ଲାରେ କେତେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଜାଣନ୍ତୁ

ଭୁବନେଶ୍ୱର: ଜିଲ୍ଲା ପରେ ଜିଲ୍ଲା ବ୍ୟାପି ଚାଲିଛି କରୋନା ଭୂତାଣୁ । ରାଜ୍ୟର ୧୬ ଟି ଜିଲ୍ଲାରେ ଏହା ନିଜର କାୟା ବିସ୍ତାର କରିଛି । ଏହା ମଧ୍ୟରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି। ଓଡ଼ିଶାର କେଉଁ ଜିଲ୍ଲାରେ କେତେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆସନ୍ତୁ ଜାଣିବା..…

କରୋନା ଅପଡେଟ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩ ହଜାର ନୂଆ ଆକ୍ରାନ୍ତ, ୧୨୬ ମୃତ !

ନୂଆଦିଲ୍ଲୀ: ମହାମାରୀ କରୋନା ଅନ୍ୟ ରାଷ୍ଟ୍ର ଗୁଡିକ ଭଳି ଭାରତରେ ମଧ୍ୟ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ବର୍ତ୍ତମାନ ସୁଦ୍ଧା ୪୯,୩୯୧ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । Total number of…

ପଜିଟିଭ ଚିହ୍ନଟ ହୋଇଛନ୍ତି ଗଞ୍ଜାମର ୪ ସୁରତ ଫେରନ୍ତା; ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଲା

ବ୍ରହ୍ମପୁର: ସୀମା ସିଲ ତଥା ସର୍ବସାଧାରଣରେ ଛେପ ପକାଇବା ଉପରେ ରୋକ ଲାଗିବାରେ ଗଞ୍ଜାମ ଥିଲା ପ୍ରଥମ ଜିଲ୍ଲା। କରୋନାଭାଇରସଠୁ ଜିଲ୍ଲାବାସୀଙ୍କୁ ଦୂରରେ ରଖିବା ପାଇଁ ଜିଲ୍ଲା ପ୍ରଶାସନ ପ୍ରତ୍ୟେକ ଆବଶ୍ୟକୀୟ ପଦକ୍ଷେପ ନେଇଥିଲା ଏବଂ ସୁରତରୁ ପ୍ରବାସୀ ଓଡ଼ିଆ ଫେରିବା ପର୍ଯ୍ୟନ୍ତ ଏହା ସଫଳ…

ରାଜ୍ୟରେ ୨ୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାଭାଇରସ୍ ଓଡିଶାରେ ନେଇଛି ଆଉ ଏକ ଜୀବନ । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ଟୁଇଟ୍‌ ଯୋଗେ ଏହି ସୂଚନା ଦିଆଯାଇଛି । ୭୭ ବର୍ଷୀୟ ଏହି ମୃତ ବ୍ୟକ୍ତିଙ୍କ ଘର ଭୁବନେଶ୍ୱରର ମଧୁସୂଦନ ନାଗରରେ ବୋଲି କୁହାଯାଇଛି। ଆହୁରି ମଧ୍ୟ ଏହି ଟ୍ୱିଟରେ ଉଲ୍ଲେଖ ଅଛି…