Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରଥଯାତ୍ରା: ପୁରୀରେ ପହଞ୍ଚିଲା ୧୦ମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ରବିବାର ଦିନ ୧୦ମ ପର୍ଯ୍ୟାୟରେ…

କ୍ରିକେଟ ଖେଳିଛନ୍ତି କରୋନା ପଜିଟିଭ

ବଲାଙ୍ଗିର: କେସ୍ ନମ୍ବର-୧୪୭ଙ୍କ ଆସିଲା ଗସ୍ତ ବିବରଣୀ । ବଲାଙ୍ଗିର ଲେଖିରିଆର ଏହି ୧୮ ବର୍ଷୀୟ ଆକ୍ରାନ୍ତ ଯୁବକଙ୍କ ବାବଦରେ ତଥ୍ୟ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ୧୬ ମାର୍ଚ୍ଚ ରାତିରେ ତାମିଲନାଡୁର ତିରିପୁରରୁ ବଲାଙ୍ଗିର ଆସିଥିଲେ ଆକ୍ରାନ୍ତ ଜଣକ । ୧୭ ମାର୍ଚ୍ଚରେ ଅନ୍ୟ ୪ ଜଣଙ୍କ ସହ…

ପାସ୍ ନଥିଲେ ଓଡ଼ିଶା ମନା: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବିନା ପାସ୍‌ରେ ଓଡ଼ିଶା ଆସି ପାରିବେ ନାହିଁ ପ୍ରବାସୀ ଓଡ଼ିଆ । ବାହାରୁ ଆସୁଥିବା ବସ୍ ପାଇଁ ପାସ୍ ବାଧ୍ୟତାମୂଳକ । ବିନା ପାସ୍‌ରେ ବସ୍ ଆସିଲେ ଓଡ଼ିଶା ସୀମା ପ୍ରବେଶ ଅନୁମତି ମିଳିବ ନାହିଁ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ।…

ଗଞ୍ଜାମରେ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୦୦ରୁ ଅଧିକ ସୁରତ ଫେରନ୍ତା ଚମ୍ପଟ

ବ୍ରହ୍ମପୁର: ଗୁଜରାଟର ସୁରତ ସମତେ ଅନ୍ୟରାଜ୍ୟରୁ ଶତାଧିକ ଓଡିଆ ଶ୍ରମିକ ରାଜ୍ୟକୁ ଫେରିବା ଆରମ୍ଭ ହୋଇଛି । ସମ୍ଭାବିତ କୋଭିଡ୍‌୧୯ ସଂକ୍ରମଣ ଦୃଷ୍ଟିରୁ ବାହାର ରାଜ୍ୟରୁ ଫେରୁଥିବା ସମସ୍ତ ଲୋକଙ୍କୁ ୧୪ ଦିନ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ୍‌ରେ ରଖାଯାଉଛି । ତେବେ ଗଞ୍ଜାମର ବେଗୁନିଆପଡା…

କ୍ୱାରେଂଟିନ ନିୟମ ଭାଙ୍ଗିଲେ ଗିରଫ ହେବେ: ସରକାର

ଭୁବନେଶ୍ୱର: ଏଣିକି କ୍ୱାରେଂଟିନ୍ ନିୟମ ଭାଙ୍ଗିଲେ ଆଉ ତ୍ରାହି ନାହିଁ । କଟକଣା ଉଲ୍ଲଂଘନ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ନିୟମ ଭଙ୍ଗକାରୀଙ୍କୁ ଗିରଫ କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସେ କହିଛନ୍ତି, ପ୍ରବାସୀ…

ଅଟୋଇମ୍ୟୁନ୍ ରୋଗ ଓ କୋଭିଡ୍‌-୧୯

ଚିକିତ୍ସା ଓ ସ୍ୱାସ୍ଥ୍ୟ ସମ୍ପର୍କୀତ ଡାକ୍ତର ଦୁର୍ଗା ପ୍ରସାଦ ମିଶ୍ରଙ୍କ ନିୟମିତ ସ୍ତମ୍ଭ: ଆରୋଗ୍ୟ ଆପଣମାନଙ୍କ ପାଇଁ ଯେଉଁମାନେ ମାସ୍କ ପିନ୍ଧିବାକୁ ଚାହାନ୍ତି ନାହିଁ କିମ୍ବା ଭାବନ୍ତି ଲୋକମାନେ କୋଭିଡ୍‌-୧୯ ପ୍ରତି ଅତ୍ୟଧିକ ପ୍ରତିକ୍ରିୟା କରୁଛନ୍ତି, ଦୟାକରି ମନେରଖନ୍ତୁ ଏବଂ ଯେଉଁମାନେ…

ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୧୬୧ ଛୁଇଁଲା

ଭୁବନେଶ୍ୱର : ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍ ରୋଗୀ ଚିହ୍ନଟ । ଆକ୍ରାନ୍ତ ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । 2nd Health Update, 3rd May, 2020 One new Case in Balasore 34 yr Male (West Bengal returnee.…

ଝିଅ ମୃତ୍ୟୁର ଦୁଇଦିନ ପରେ କାମରେ ଯୋଗ ଦେଲେ ହୋମଗାର୍ଡ ମାଆ

ଭୁବନେଶ୍ୱର: କର୍ତ୍ତବ୍ୟ ଆଗରେ ହୋମଗାର୍ଡ ମାଆ ଭୁଲିଗଲା ଝିଅକୁ ହରାଇଥିବାର ଦୁଃଖ । ଝିଅ ମୃତ୍ୟୁର ଦୁଇ ଦିନ ପରେ ଯୋଗ ଦେଲା କରୋନା ଡ୍ୟୁଟିରେ । ଏହି ମାଆ ଜଣଙ୍କ ହେଲେ ଗୌରି ବେହେରା । ପୁରୀ ପିପିଲି ଥାନାରେ ହୋମଗାର୍ଡ ଭାବେ କାମ କରନ୍ତି । ପରିବାର କହିଲେ ୧୩ ବର୍ଷର ଝିଅ ଲୋପାମୁଦ୍ରା,…

ଶସ୍ତା ହେଲା ଗ୍ୟାସ ସିଲିଣ୍ଡର; କେତେ ରହିଛି ଦାମ ଜାଣନ୍ତୁ

ନୂଆଦିଲ୍ଲୀ: ଲକଡାଉନରେ ଆପଣଙ୍କ ପାଇଁ ଏକ ବଡ଼ ଖବର ଆସିଛି | ରୋଷେଇ ଘରେ ବ୍ୟବହୃତ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ ବ୍ୟାପକ ହ୍ରାସ ଘଟିଛି। ବର୍ତ୍ତମାନ ଆପଣ ଲକଡାଉନ୍ ମଧ୍ୟରେ ମୁଦ୍ରାସ୍ଫୀତିରୁ ମୁକ୍ତି ପାଇବେ | ତୈଳ କମ୍ପାନୀଗୁଡିକ ସାଧାରଣ ଲୋକଙ୍କୁ ବହୁତ ଖୁସି ଖବର ଦେଇଛନ୍ତି | ତୈଳ…

କରୋନା ପ୍ରଭାବ: ଏପ୍ରିଲ ମାସରେ ଗୋଟିଏ ବି କାର ବିକ୍ରି କରିନି ମାରୁତି ସୁଜୁକି

ନୂଆଦିଲ୍ଲୀ: ଗତ ଏକ ମାସ ସାରା ଦେଶରେ କୋରାନା ଭାଇରସ୍ ହେତୁ ଲକଡାଉନ ହୋଇଛି, ତେଣୁ ସମସ୍ତ ବଡ ବଡ କମ୍ପାନୀଗୁଡିକ ତାଲା ପଡିଛନ୍ତି | ତେଣୁ ଦେଶର ଅଟୋ ସେକ୍ଟର ମଧ୍ୟ ବହୁତ ଖରାପ ପର୍ଯ୍ୟାୟରେ ଗତି କରୁଛି | ସମ୍ପ୍ରତି, ଅନେକ କମ୍ପାନୀ ସେମାନଙ୍କର ଏପ୍ରିଲ୍ ବିକ୍ରୟ ସଂଖ୍ୟା ପ୍ରକାଶ କରିବା…