Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବାଲେଶ୍ଵରରୁ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ରହିିଛି କୋଲକାତା ଲିଙ୍କ

ଭୁବନେଶ୍ୱର: ବାଲେଶ୍ଵରରୁ ଶୁକ୍ରବାର ଦିନ ଜଣେ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏପରିକି ତାଙ୍କର କୋଲକାତା ଲିଙ୍କ ଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। https://twitter.com/IPR_Odisha/status/1256051119547133952?s=19…

ପ୍ରବାସୀ ଶ୍ରମିକ ସମସ୍ୟାର ପରିଚାଳନା ଏକ ଆହ୍ୱାନ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ କୋଭିଡ-୧୯ର ମୁକାବିଲା ଲାଗି କେନ୍ଦ୍ର ସରକାର ଯାତାୟତ ଉପରେ ୪୦ଦିନ ଲାଗି ସମ୍ପୂର୍ଣ୍ଣ ନିଷେଧାଦେଶ ଜାରିକରିବା ଯୋଗୁ ଦେଶ ଭିତରେ କାମକରୁଥିବା ବିଭିନ୍ନ ରାଜ୍ୟର ଶ୍ରମିକ କାର୍ଯ୍ୟ ହରାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ଉପାୟଶୂନ୍ୟ ହୋଇ ଅଟକି…

କୋଭିଡ୧୯: ଭାରତରେ ୩୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ କେତେ ମୃତ  

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୩୫,୦୪୩ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଥିସହିତ…

ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂଖ୍ୟା ୧୪୩ ଛୁଇଁଲା

ଭୁୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଛି ।ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତି ଜଣକ ବାଲେଶ୍ବର ସହରର…

ଯାଜପୁରରେ ଗୋଟିଏ ଦିନରେ ୧୭ ପଜିଟିଭ: ଦଶରଥପୁରରେ ମେ ୧୩ ଯାଏଁ ବଢ଼ିଲା କଣ୍ଟେନମେଣ୍ଟ ଜୋନ ଅବଧି

ଯାଜପୁର: ଯାଜପୁର ଜିଲ୍ଲାରେ ଗୁରୁବାର ଦିନ ୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଳା ପ୍ରଶାସନ ପକ୍ଷରୁ ଏଠାରେ କଟକଣାକୁ ଆହୁରି ବଢ଼ାଇ ଦିଆଯାଇଛି। ପୂର୍ବରୁ ଦଶରଥପୁର ବ୍ଲକର କିଛି ଗାଁ କୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ ବର୍ତ୍ତମାନ ଏହି…

ଆମେରିକାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଦୁଇ ହଜାର ମୃତ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୨ ହଜାର ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଯାହା ଫଳରେ ଆମେରିକାରେ ସର୍ବମୋଟ ମୃତ୍ୟୁ ସଂଖ୍ୟା ୬୩ ହଜାରରେ…

କରୋନା ପଜିଟିଭ ଚିହ୍ନଟ ହେଲେ ରୁଷ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଋଷିଆ ପ୍ରଧାନମନ୍ତ୍ରୀ ମିଖାଇଲ୍ ମିଶୁଷ୍ଟିନ୍ କରୋନା ପଜିଟିଭ୍ ପରୀକ୍ଷା ଚିହ୍ନଟ ହୋଇଛନ୍ତି । ଗୁରୁବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭିଡିଓ କନଫ୍ରେନ୍ସ ସମୟରେ ସେ ଏହି ରୋଗର ନିରାକରଣର ଦାୟିତ୍ବ ତାଙ୍କୁ ନ୍ୟସ୍ତ କରିଥିଲେ । ଅନ୍ୟ କ୍ୟାବିନେଟ…

ଓଲଟିଲା କରୋନା ପଜିଟିଭଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ

କଟକ: ଓଏମ୍‌ପି ଛକରେ ଓଲଟିଲା କରୋନା ସଂକ୍ରମଣ ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ । ଆଜି ଯାଜପୁରରୁ ଚିହ୍ନଟ ନୂଆ ୧୪ ଜଣ କରୋନା ପଜିଟିଭ ରୋଗୀଙ୍କୁ ନେଇ ୫ଟି ଆମ୍ବୁଲାନ୍ସ ଭୁବନେଶ୍ୱରର ଏକ କୋଭିଡ୧୯ ହସ୍ପିଟାଲକୁ ଯାଉଥିଲା । ଏହି ସମୟରେ ଗୋଟିଏ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡିଥିଲା…

କରୋନା ସହ ଲଢେଇ: ସଚେତନତା ସହ ସେବା କରିଚାଲିଛନ୍ତି ସଞ୍ଜୟ…

ଜଗତସିଂହପୁର: ସମ୍ପ୍ରତି ସମଗ୍ର ବିଶ୍ୱରେ କରୋନା ମହାମାରିର ଭୂତାଣୁ ତାର କାୟା ବିସ୍ତାର କରିଥିବା ବେଳେ ସରକାରୀ ନିର୍ଦ୍ଦେଶନାମା ଅନୁସାରେ ପ୍ରତିଟି ମଣିଷ ନିଜ ନିଜର ବାସ ଗୃହରେ ରହି ମାକ୍ସ ପିନ୍ଧିବା ସହିତ ସାନିଟାଇଜରରେ ରହିବା ଦ୍ୱାରା ହିଁ ଏହି ମହାମାରିକୁ ପ୍ରତିହତ କରିପାରିବା । …

ଲକ୍‌ଡାଉନ ଡାଏରୀ : ପଶୁପ୍ରେମୀ ପୂରବୀ ଓ ତାଙ୍କ ଟିମ୍ ରାସ୍ତାରେ ବୁଲୁଥିବା ପଶୁଙ୍କୁ ଖାଇବାକୁ ଦେବାକୁ ଲୋକଙ୍କୁ…

ଭୁୁବନେଶ୍ୱର: କରୋନା ସଂକ୍ରମଣ ଭୟରେ ଘରୁ ବାହାରିବା ଉପରେ ରୋକ ଲଗାଯାଇଛି । ତେଣୁ ଏବେ ସମସ୍ତେ ଘରେ । କିଏ ରାମାୟଣ ମହାଭାରତ ଦେଖି ତ କିଏ ବିଭିନ୍ନ ପ୍ରକାର ରୋଷେଇ କରି ସମୟ କାଟୁଛନ୍ତି । କିନ୍ତୁ ଭୁବନେଶ୍ୱରର ନିଆରା ପଶୁପ୍ରେମୀ ପୂରବୀ ପାତ୍ରଙ୍କ ପାଇଁ କାମ ବଢିଯାଇଛି । ପୂରବୀ…