Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରଥଯାତ୍ରା: ପୁରୀରେ ପହଞ୍ଚିଲା ନବମ ପର୍ଯ୍ୟାୟ ରଥକାଠ

ପୁରୀ: କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାନେଇ ଅନିଶ୍ଚିତତା ଜାରି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲାଗି ତିନିରଥ ନିର୍ମାଣ ଲାଗି ରଥ କାଠ ମଧ୍ୟ ପର୍ଯ୍ୟାୟ କ୍ରମେ ପୁରୀରେ ପହଞ୍ଚିବାରେ ଲାଗିଛି । ଗୁରୁବାର ଦିନ ୯ମ ପର୍ଯ୍ୟାୟରେ…

ଖୋଲିଲା ଚୀନର କୀଟ ପତଙ୍ଗ ଖାଦ୍ୟର ବଜାର

ବେଜିଂ: କରୋନା ଭାଇରସ ସ୍ଥିତି ନିୟନ୍ତ୍ରଣକୁ ଆଣିବା ପରେ ଚୀନରେ ବିଭିନ୍ନ ବଜାର ଖୋଲିବା ଆରମ୍ଭ ହୋଇଛି । ଡେଲି ମେଲ ରିପୋର୍ଟ ମୁତାବକ ଗୁରୁବାର ନାନିଂରେ ଥିବା ଝୋଙ୍ଗଶାନ ରୋଡ ଫୁଡ ଚୀନର କୀଟ ପତଙ୍ଗ ଖାଦ୍ୟର ବଡ ବଜାର ଅଟେ । ଏହା ଏବେ ଗ୍ରାହକଙ୍କ ପାଇଁ ଖୋଲିଛି । ଉହାନ ଠାରୁ ଏହା ୧୩୫୦…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସନ୍ଧ୍ୟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ଏବେ ଗଡିବନି ଟ୍ରେନ୍‌: କେନ୍ଦ୍ର ଗୃହ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଏବେ ଗଡିବନି ଟ୍ରେନ୍ । ଉପୁଜିଥିବା ପରିସ୍ଥିତିରେ ଟ୍ରେନ ଚଳାଇବା ସମ୍ଭବ ନୁହେଁ ବୋଲି ଆଜି ସ୍ପଷ୍ଟ କରିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ । ସାରା ଦେଶରେ ଲକଡାଉନ୍ ଜାରି ରହିଛି । ବିଭିନ୍ନ ରାଜ୍ୟ ସରକାର ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଅଟକି ରହିଥିବା ସେମାନଙ୍କ ରାଜ୍ୟବାସୀଙ୍କୁ…

ଟ୍ୱିନ୍ ସିଟି ପାଇଁ ନୂଆ ଗାଇଡ୍‌ଲାଇନ୍‌: ସାମାଜିକ ଦୂରତା ନରଖିଲେ ୫ଶହ ଟଙ୍କା ଫାଇନ୍‌

ଭୁବନେଶ୍ୱର: ସାରା ଦେଶରେ କରୋନା ମହାମାରୀ ଯୋଗୁଁ ତାଲାବନ୍ଦ ପଡିଛି । ରାଜ୍ୟରେ ମଧ୍ୟ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ମାସ୍କ ପରେ ଏବେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଛି । କଟକ-ଭୁବନେଶ୍ୱରରେ ସାମାଜିକ ଦୂରତ୍ୱ ରଖି ଦୋକାନ ବଜାର ଅଞ୍ଚଳରେ ଭିଡ଼ ନକରିବା…

ଦେଶରେ ୨୫% ବୃଦ୍ଧି ପାଇଛି କରୋନା ଆରୋଗ୍ୟ ହାର: ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶରେ ନିୟମିତ ଭାବେ ବଢ଼ି ଚାଲିଛି କରୋନା ଆରୋଗ୍ୟ ହାର । ମାତ୍ର ୧୪ ଦିନ ପୂର୍ବେ ଦେଶର ଆରୋଗ୍ୟ ହାର ୧୩ ପ୍ରତିଶତ ଥିବାବେଳେ ଏବେ ତାହା ୨୫.୧୯ ପ୍ରତିଶତକୁ ବୃଦ୍ଧି ପାଇଛି । ଦେଶର ମୃତ୍ୟୁହାର ୩.୨ ପ୍ରତିଶତରେ ସ୍ଥିର ରହିଛି ଓ ଦେଶର ମୃତକଙ୍କ ମଧ୍ୟରୁ ୭୮ ପ୍ରତିଶତଙ୍କର ପୂର୍ବରୁ…

ବୁଲେଟ୍ ପ୍ରୁଫ, ଧିମା ଓ ଦାମୀ ମଦ; କିମ୍ ଜୋଙ୍ଗ୍ ଉନ୍‌ଙ୍କ ରହସ୍ୟମୟ ବିଳାସପୂର୍ଣ୍ଣ ଟ୍ରେନ୍ !

ଭୁବନେଶ୍ୱର: କିଛି ଦିନ ପୂର୍ବରୁ ୱନ୍‌ସାନ୍‌ରେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଟ୍ରେନ୍ ଥିବା ଖବର ସାରା ବିଶ୍ୱରେ ଚର୍ଚ୍ଚା ସାଉଣ୍ଟିଥିଲା । କିମ୍‌ଙ୍କ ଉଭାନ ହେବା ଘଟଣା ଯେତିକି ରହସ୍ୟମୟ, ତାଠୁ ଅଧିକ ଆଶ୍ଚର୍ଯ୍ୟଜନକ ତାଙ୍କ ବିଳାସମୟ ଟ୍ରେନର ପ୍ରଚ୍ଛଦପଟ୍ଟ କାହାଣୀ ।…

ନୂଆ ୧୪ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ଦୁଇ ଶିଶୁ, ସମସ୍ତଙ୍କର କୋଲକାତା ଲିଙ୍କ୍

ଭୁବନେଶ୍ୱର : ଗୁରୁବାର ଚିହ୍ନଟ ହୋଇଥିବା ୧୪ ଜଣଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ ଶିଶୁ ଅଛନ୍ତି । ଉଭୟଙ୍କ ବୟସ ତିନି ବର୍ଷ ବୋଲି ଜଣାପଡିଛି ।ଏମାନେ ସମସ୍ତେ କଟିକଟା କଣ୍ଟେନମେଣ୍ଟ ଅଂଚଳର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତଙ୍କର କୋଲକାତା ଲିଙ୍କ୍ ଥିବା…

ଯାଜପୁର ଜିଲ୍ଲାରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂଖ୍ୟା ୧୪୨ରେ ପହଞ୍ଚିଲା

ଭୁବନେଶ୍ୱର : ଯାଜପୁର ଜିଲ୍ଲାରେ ଆଉ ୧୪ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭ୍ ରୋଗୀ ସଂଖ୍ୟା ୧୪୨ରେ ପହଞ୍ଚିଛି । ନୂଆ ୧୪ ରୋଗୀଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ ରୋଗୀ…

ସୁରା ପାଣ୍ଠିରେ କରୋନା ଲଢ଼େଇ !

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ବିନାଶକାରୀ କୋଭିଡ ସଂକ୍ରମଣର ମୁକାବିଲା ପାଇଁ ଏବେ ବିପୁଳ ପାଣ୍ଠି ଆବଶ୍ୟକ ପଡୁଛି| ଜି-୨୦ ଭଳି ବିଭିନ୍ନ ବହୁରାଷ୍ଟ୍ରିୟ ସଙ୍ଗଠନ ସଦସ୍ୟଭୂକ୍ତ ଦେଶଗୁଡ଼ିକୁ ଜରୁରୀ ସହାୟତାଦେବା ଲାଗି ଅର୍ଥବ୍ୟବସ୍ଥା କରୁଥିବା ବେଳେ ବିଶ୍ବରେ ଜାତୀୟ ତଥା…