Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପଞ୍ଜାବରେ ଆଉ ଦୁଇ ସପ୍ତାହ ବଢ଼ିଲା ଲକଡାଉନ୍‌ ଅବଧି

ଅମୃତସର: କରୋନା ମୁକାବିଲା ପାଇଁ ସାରା ଦେଶରେ ପଡିଛି ତାଲାବନ୍ଦ । ଆସନ୍ତା ମେ’ ୩ ତାରିଖରେ ଏହି ଲକଡାଉନ ଖୋଲିବ । ତେବେ ପଂଜାବରେ କିନ୍ତୁ ଏହି ଲକଡାଉନ୍ ଅବଧିକୁ ଆଉ ଦୁଇ ସପ୍ତାହ ପାଇଁ ବଢ଼ାଇ ଦିଆଯଶଇଛି । କରୋନା ଭାଇରସର ବଢ଼ୁଥିବା ସଂକ୍ରମଣକୁ ନଜରରେ ରଖି ପଂଜାବ ସରକାର ଏଭଳି ବଡ ନିଷ୍ପତ୍ତି…

ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ପଜିଟିଭ

ଭୁବନେଶ୍ୱର: ଆସିଲା ଆଉ ଏକ ଖୁସି ଖବର । ରାଜ୍ୟରେ ପୁଣି ସୁସ୍ଥ ହେଲେ ଆଉ ଜଣେ କରୋନା ପଜିଟିଭ । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡିଛି । ଏହାକୁ ମିଶାଇ ଓଡ଼ିଶାରେ ମୋଟ ୩୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ରୂପ, ଭେକ ସବୁ ବଦଳିବ…

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… କରୋନା ପରବର୍ତ୍ତୀ ଜୀବନ କେମିତି ହେବ, ତାକୁ ନେଇ ଏବେ ଚାଲିଛି ଅନେକ ଆଲୋଚନା । ବହୁ ଲୋକ, ବହୁ ଗବେଷକ ଅନେକ ମତ ଦେଉଛନ୍ତି । ଜୀବନ ଏମିତି ହେବ, ଜୀବନ ସେମିତି ହେବ- ଏ ନେଇ ଚାଲିଛି ଯୁକ୍ତି । କରୋନାର ପ୍ରଭାବ ଯେ…

ଲକଡାଉନ ପରେ ଯାଜପୁର ଫେରିପାରନ୍ତି ପ୍ରାୟ ୫୦ ହଜାର ପ୍ରବାସୀ ଓଡ଼ିଆ

ଯାଜପୁର: ଯାଜପୁର ଜିଲ୍ଲାରେ ଏଯାଏଁ ୧୯ ଜଣ କରୋନା ପଜେଟିଭ ଚିହ୍ନଟ ହୋଇଥିବା ବେଳେ ଜଣେ ସୁସ୍ଥ ହୋଇ ଫେରିଛନ୍ତି । ଜଣେ କଟକ ଅଶ୍ୱିନୀ ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୭ ଜଣ କଳିଙ୍ଗ ନଗରସ୍ଥିତ କୋଭିଡ ହସପିଟାଲରେ ଚିକିତ୍ସାଧିନ ଅଛନ୍ତି । ତେବେ ସୁସ୍ଥ ହୋଇଥିବା ଜଣକ ଦିଲ୍ଲୀ…

ସୁନ୍ଦରଗଡ ଜିଲ୍ଲାରେ ସପ୍ତାହକୁ ଗୋଟିଏ ଦିନ ପାଇଁ ଖୋଲିବ ବଜାର

ସୁନ୍ଦରଗଡ: ସୁନ୍ଦରଗଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ ପ୍ରଶାସନ ପକ୍ଷରୁ ବଡ ପଦକ୍ଷେପ ନିଆଯାଇଛି । ବଜାର ଭିଡକୁ ନିୟନ୍ତ୍ରଣ କରିବା ପାଇଁ ଡେଲି ମାର୍କେଟକୁ ବନ୍ଦ କରିଦିଆଯାଇଛି । ସପ୍ତାହକୁ ଗୋଟିଏ ଦିନ ପାଇଁ ଏଠି ବଜାର ଖୋଲିବ । ଅର୍ଥାତ ରବିବାର ଦିନ ସକାଳ ୭ରୁ ୧୧ ଯାଏ ଏହି…

୧୦ ପ୍ରତିଶତଙ୍କ ଭୁଲ ପାଇଁ ୧୦୦ଗୁଣ ସମସ୍ୟା ବଢିପାରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଭିଡିଓ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଦେଶର ସବୁଠାରୁ ଅଧିକ ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜରାଟ,…

ଆଜି ବିଶ୍ୱ ନୃତ୍ୟ ଦିବସ, ଡିଜିଟାଲ ପ୍ଲାଟଫର୍ମରେ ହେବ ନୃତ୍ୟ ପରିବେଷଣ

ଭୁବନେଶ୍ୱର : ଆଜି ବିଶ୍ୱ ନୃତ୍ୟ ଦିବସ । ଆମର କଳା ସଂସ୍କୃତି ତଥା ନୃତ୍ୟର ପ୍ରଚାର ପ୍ରସାର କରିବା ଉଦ୍ଦେଶ୍ୟରେ ୧୯୮୨ ମସିହାରୁ ପାଳିତ ହୋଇଆସୁଛି ବିଶ୍ୱ ନୃତ୍ୟ ଦିବସ । ପ୍ରତିବର୍ଷ ଏକ ଥିମ୍‌କୁ ନେଇ ଏହା ପାଳିତ ହୋଇଥାଏ । ତେବେ ଚଳିତ ବର୍ଷ କରୋନା ପାଇଁ ବିଶ୍ୱ ନୃତ୍ୟ ଦିବସରେ ଆୟୋଜିତ…

ବାହାର ଫେରନ୍ତାଙ୍କ ଯତ୍ନ ନେବାକୁ ନିବେଦନ କଲେ ନବୀନ

ଭୁବନେଶ୍ୱର: ୧୦ ଦିନ ତଳେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୬୧ ଥିଲା । ଏବେ ତାହା ଦୁଇ ଗୁଣ ବଢିଗଲାଣି । କିନ୍ତୁ ଡରିବାର ନାହିଁ । ଆମେ ସତର୍କ ରହିଲେ ବିପଦକୁ ଏଡାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଥମେ…

ସହଯୋଗ କଲେ ଇତିହାସ ରଚିବ ଓଡିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାର ସ୍ଥିତି ଅନ୍ୟ ରାଜ୍ୟ ମାନଙ୍କଠାରୁ ବହୁତ ଭଲ ଅଛି । ରାଜ୍ୟବାସୀ ଯଦି ସରକାରଙ୍କ ନିୟମ ମାନି ଚଳିବେ, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବେ ତେବେ ଓଡିଶା, କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ ।…

ଭଦ୍ରକ ଜିଲ୍ଲାରେ ଲକ୍‌ଡ଼ାଉନ ନେଇ ପ୍ରଶାସନ ପକ୍ଷରୁ ନୂଆ ଗାଇଡ଼ଲାଇନ୍ ଜାରି

ଭଦ୍ରକ: ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଲକ୍‌ଡ଼ାଉନ ନିମନ୍ତେ ନୂଆ ଗାଇଡ଼ଲାଇନ୍ ଜାରି ହୋଇଛି । ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏହି ଗାଇଡ଼ଲାଇନ୍ ଅନୁଯାୟୀ ଜନସାଧାରଣଙ୍କୁ ଅତ୍ୟାବଶ୍ୟକୀୟ ସେବା ଉପଲବ୍ଧ କରାଇବା ଲକ୍ଷ୍ୟ ନେଇ କେତେକ ହୋମ ସର୍ଭିସକୁ ସେବା ଅନୁମତି ପ୍ରଦାନ…