Latest Odisha News
Browsing Category

ଅନ୍ୟାନ୍ୟ

ଆସିଲା ୬୧, ୬୨, ୬୩, ୬୪, ୬୫ ଓ ୬୬ନଂ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: ଆସିଲା ୬ କରୋନା ଆକ୍ରାନ୍ତଙ୍କ ଗସ୍ତ ବିବରଣୀ । ବାଲେଶ୍ୱର ଭଦ୍ରକର ୬୧, ୬୨, ୬୩, ୬୪, ୬୫, ୬୬ ନମ୍ବର ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଦେଇଛନ୍ତି ରାଜ୍ୟ ସରକାର । ଆସନ୍ତୁ ଜାଣିବା ସେ ସମ୍ପର୍କରେ । କେସ୍ ନଂ-୬୧: ୬୧ ନମ୍ବର କରୋନା ଆକ୍ରାନ୍ତ ହେଉଛନ୍ତି ବାଲେଶ୍ୱର ନେଳିଆବାଗର ୫୮…

ଝଡ଼ର ଇଗଲ୍‌: ଉଡ଼ାଜାହାଜରେ ଉଡ଼ିବି

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

କରୋନା ଅପଡ଼େଟ୍‌: ଭାରତ, ଓଡ଼ିଶା ସମେତ ବିଶ୍ୱର ତାଜା ସ୍ଥିତି…

ଭୁବନେଶ୍ୱର: ଆଜି ସନ୍ଧ୍ୟା ୬ଟା ସୁଦ୍ଧା ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪, ୯୯, ୬୬୫ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୭୧, ୩୩୮ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୬,୫୮,୦୬୮ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି । ଭାରତରେ ୨୧ ତାରିଖ ସନ୍ଧ୍ୟା ୬ଟା ସୁଦ୍ଧା…

୨ ଦିନ ପର୍ଯ୍ୟନ୍ତ ରାପିଡ ଟେଷ୍ଟ ବନ୍ଦ କରିବାକୁ ଆଇସିଏମ୍‌ଆର୍‌ର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ରାପିଡ ଆଂଟିବଡି ଟେଷ୍ଟ । ଏନେଇ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଇଛି ଆଇସିଏମ୍‌ଆର୍। ଆଇସିଏମଆର ପକ୍ଷରୁ କୁହାଯାଇଛି ଯେ ରାପିଡ ଟେଷ୍ଟ କିଟ ଗୁଡ଼ିକର ଫଳାଫଳରେ ଭିନ୍ନତା ପରିଲକ୍ଷିତ ହେଉଥିବାରୁ ଏସବୁ କିଟଗୁଡ଼ିକର ଯାଞ୍ଚ ହେବ । ଏଥିପାଇଁ…

ଗୋଟିଏ ଦିନରେ ସୁସ୍ଥ ହେଲେ ୭୦୫ କାରୋନା ସଂକ୍ରମିତ: ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ତେବେ ଏହାରି ଭିତରେ ଦେଶ ପାଇଁ ଆସିଛି ଏକ ବଡ ଖୁସି ଖବର । ଗତ ୨୪ ଘଂଟା ମଧ୍ୟରେ ୭୦୫ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏ ପର‌୍ୟ୍ୟନ୍ତ ମୋଟ୍…

ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ବୟସ ୭୦ ବର୍ଷ ହୋଇଥିବା ବେଳେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଜଣାଯାଇଛି । Covid positive Case No. 44 Patient was a resident of West…

କରୋନା ମୁକାବିଲା: ଯାଜପୁରରେ ପହଞ୍ଚିଲା ରାପିଡ ରେସପନ୍ସ ଟିମ

ଯାଜପୁର: ଯାଜପୁରରେ ପହଞ୍ଚିଲା ରାପିଡ୍ ରେସପନ୍ସ ଟିମ୍ । ସ୍ବସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ପରେ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଡାଇରେକ୍ଟର ଡ. ବିଜୟ କୁମାର ପାଣିଗ୍ରାହୀ, ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସଦସ୍ୟ ସହ ୪ ଜଣିଆ ଟିମ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛନ୍ତି। କରୋନା…

ଚିକିତ୍ସା ପରେ ସୁସ୍ଥ ହେଲେ ରାଜ୍ୟର ଆଉ ୫ କରୋନା ପଜିଟିଭ ରୋଗୀ

ଭୁବନେଶ୍ୱର : ସୁସ୍ଥ ହେଲେ ଚିକିତ୍ସିତ ହେଉଥିବା ରାଜ୍ୟର ଆଉ ୫ କରୋନା ପଜିଟିଭ ରୋଗୀ । ଏମାନଙ୍କ ମଧ୍ୟରୁ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦଗରଗଡ ଓ କେନ୍ଦ୍ରାପଡାର ଜଣେ ଲେଖାଏଁ ଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଟ୍ୱିଟ୍ ଯୋଗେ ସୂଚନା ଦେଇଛି । ଏଥି ସହ…

ମଦ ପିଇ ବିଧାନସଭା ଆସିଲେ ଚାକିରୀ ଯିବ: ବାଚସ୍ପତି

ଭୁବନେଶ୍ୱର: ମଦ ପିଇ ବିଧାନସଭା ଆସିଲେ ହରାଇବାକୁ ପଡିବ ଚାକିରୀ। ବିଧାନସଭା କର୍ମଚାରୀଙ୍କ ପାଇଁ ଏଭଳି କଡା କଟକଣା ଜାରି କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। କେବଳ ସେତିକି ନୁହେଁ ପାନ, ସିଗାରେଟ ମନା । ଛେପ ପକାଇବାକୁ ବି ବାରଣ କରିଛନ୍ତି ବାଚସ୍ପତି। ଲୋକସଭା ବାଚସ୍ପତିଙ୍କ ସହ…

ୱେବ୍‌ସାଇଟ ଜରିଆରେ ଚାଷୀଙ୍କ ପାଇଁ ସୃଷ୍ଟି ହେବ ବଜାର

ଭୁବନେଶ୍ୱର: ଚାଷୀଙ୍କ ପନିପରିବା ବିକ୍ରି ପାଇଁ ଆରମ୍ଭ ହୋଇଛି ଅଭିନବ ଉଦ୍ୟମ । ବିକ୍ରି ଯୋଗ୍ୟ ପନିପରିବାକୁ ବଜାରକୁ ଆଣିବାକୁ କୃଷି ବିଭାଗ ଆରମ୍ଭ କଲା ନୂଆ ୱେବ ସାଇଟ। odihortmarketing.nic.in ୱେବସାଇଟ ମାଧ୍ୟମରେ ଚାଷୀଙ୍କ ପାଇଁ ବଜାର ସୃଷ୍ଟି ହେବ। ସାରା ଓଡ଼ିଶାର ୧୫୦୦ ରୁ ଅଧିକ…