Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା କଷ୍ଟ; ଜେଲରୁ ମୁକୁଳିବାକୁ ନେହୁରା ହେଲେ ସାଉଦି ଆରବ ରାଜକୁମାରୀ !

ସାଉଦି: କରୋନା ମହାମାରୀରୁ ବଂଚିବା ଲାଗି ଆକୁଳ ନିବେଦନ କଲେ ସାଉଦି ଆରବ ରାଜକୁମାରୀ । ଜେଲରୁ ବାହାରିବା ପାଇଁ ନିଜ ପରିବାର ଆଗରେ ନେହୁରା ହେଲେ ବସ୍ମା ବିନ୍ତେ ସାଉଦ୍ ଅଲ୍ ସାଉଦ୍‌ । କୌଣସି ଫିଲ୍ମର କଥାବସ୍ତୁ ନୁହେଁ ବରଂ ସତ ଘଟଣା । ଏପ୍ରିଲ ୧୫ ଓ ୧୬ରେ ରାଜକୁମାରୀ ବସ୍ମା ଅଧିକାର…

ଭଦ୍ରକର ୫ଟି ପଞ୍ଚାୟତ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ଭଦ୍ରକ: ଭଦ୍ରକରେ ୫ଟି ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ୫ଟି ଗ୍ରାମ ପଞ୍ଚାୟତକୁ ସିଲ୍ କରିଦେବା ସହିତ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଭାବେ ଘୋଷିତ କରିଛନ୍ତି । Containment Zones notified by District Administration Bhadrak.…

କରୋନା ଆତଙ୍କ: ଭଦ୍ରକରେ ୫, ବାଲେଶ୍ୱରରେ ୨ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ପ୍ରଦାନ କରାଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଯେଉଁ ୭ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରେ ଭଦ୍ରକ ଜିଲ୍ଲାରୁ ୫ଜଣ ଏବଂ ବାଲେଶ୍ୱର ଜିଲ୍ଲାରୁ ୨ ଜଣ । 7 New Positive Cases of…

ଓଡ଼ିଶାରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ୭ଟି ପଜିଟିଭ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁଯାୟୀ, ୧୦,୬୪୧ଟି କୋଭିଡ୍‌-୧୯ ନମୂନା ପରୀକ୍ଷା ହୋଇଥିବା ବେଳେ ୧୦,୫୭୩ଟି…

ଥମୁନି କରୋନା: ଦେଶରେ ୫୪୩ ମୃତ, ୨୪ ଘଣ୍ଟାରେ ୧୫୫୩ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୧୭,୨୬୫ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି…

କରୋନା ଆତଙ୍କ; ଗୋଟିଏ ଦିନରେ ଆମେରିକାରେ ୧୯୯୭ ମୃତ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୧ ହଜାର ୯୯୭ ଜଣଙ୍କ ମୃତ୍ୟୁ ସହ ସର୍ବମୋଟ ମୃତ୍ୟୁ ସଂଖ୍ୟା ୪୦ ହଜାରରେ ପହଞ୍ଚିଛି ।…

ଲକ୍‌ଡାଉନ ନିୟମ ଭାଙ୍ଗି ଶ୍ରୀମନ୍ଦିରରେ ପଶିଲେ ବଡଚଣା ଆଇଆଇସି, ମାମଲା ରୁଜୁ

ପୁରୀ: ନିୟମ ଭାଙ୍ଗିଲେ ପୋଲିସ ବାବୁ । ଲକ୍‌ଡାଉନ କଟକଣା ସତ୍ତ୍ୱେ ଶ୍ରୀମନ୍ଦିରରେ ପରିବାର ସହ ଦର୍ଶନ କରିବା ମହଙ୍ଗା ପଡିଲା । ଫେରିବା ପରେ ସିଂହଦ୍ୱାର ପୋଲିସ ତାଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ, ବଡଚଣା ଆଇଆଇସି ଦୀପକ ଜେନା ପରିବାର ସହ ଶ୍ରୀମନ୍ଦିରକୁ ଦକ୍ଷିଣ ଦ୍ୱାର ପଟେ ପ୍ରବେଶ…

ଆପ୍ ‌(AAP) ସରକାର ବିରୋଧରେ କପିଲ ମିଶ୍ରାଙ୍କ ଖାଦ୍ୟ ଅଭାବ ଅଭିଯୋଗ; ଭିଡିଓ ଭାଇରାଲ୍ !

ନୂଆଦିଲ୍ଲୀ: ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି ଦିଲ୍ଲୀର ଏକ ଭିଡିଓ । ଜାହାଙ୍ଗିରପୁରି ମ୍ୟୁନିସିପାଲ ସ୍କୁଲରେ ଖାଦ୍ୟ ବଣ୍ଟନ ନେଇ ବ୍ୟାପକ ଅବ୍ୟବସ୍ଥା । ଏପରିକି ଲୋକେ ସ୍କୁଲ ଗେଟ୍ ଭାଙ୍ଗିବା ସହ ଦଳାଚକଟାର ସମ୍ମୁଖୀନ ହୋଇଥିଲେ । खाने के लिए भागते, गिरते, मरते लोग सीरिया,…

ରାଜଧାନୀରେ ଜାରି ରହିବ ଲକ୍‌ଡାଉନ କଟକଣା, ପରିଚୟପତ୍ର ଦେଖାଇ ଅଫିସ ଯାଇପାରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର: ସାରା ଦେଶରେ ଲକ୍ ଡାଉନକୁ ମେ ତିନି ଯାଏଁ ବୃଦ୍ଧି କରାଯାଇଥିବା ବେଳେ ଏପ୍ରିଲ ୨୦ ତାରିଖରୁ କେତେକ କ୍ଷେତ୍ରରେ କଟକଣା ସାମାନ୍ୟ କୋହଳ କରାଯିବା ନେଇ କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ କରୋନା ହଟସ୍ପଟ ଚିହ୍ôନଟ ହୋଇଥିବା ଭୁବନେଶ୍ୱର ସହରରେ…

କରେନା ଲଢେଇ ଲମ୍ବା ଲଢେଇ: ନବୀନ

ଭୁୁବନେଶ୍ୱର: କରେନା ଲଢେଇ ହେଉଛି ଲମ୍ବା ଲଢେଇ । ଏହି ଲଢେ଼ଇ ପାଇଁ ରାଜ୍ୟବାସୀଙ୍କୁ ଆଗକୁ ଅଧିକ ସାବଧାନ ରହିବାକୁ ପଡିବ । ରାଜ୍ୟବାସୀଙ୍କ ଉଦେ୍ଧଶ୍ୟରେ ବର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି କହିଛନ୍ତି । କରୋନାକୁ ନିୟନ୍ତ୍ରଣ ନେଇ ଚାଲିଥିବା ଲଢେ଼ଇରେ ଓଡ଼ିଶା,…