Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକ ଏସସିବିରେ ହେବ ସ୍ବତନ୍ତ୍ର ‘ଫିଭର କ୍ଲିନିକ୍’

କଟକ: କୋଭିଡ-୧୯ର ବିସ୍ତାରକୁ ରୋକିବା ତଥା ଇନ୍‌ଫ୍ଲୁଏଞ୍ଜା ପରି ରୋଗର ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ୍ କଲେଜ ଏବଂ ହସ୍ପିଟାଲରେ ଏକ ସ୍ବତନ୍ତ୍ର ଫିଭର କ୍ଲିନିକ୍ ପ୍ରତିଷ୍ଠା କରାଯିବ। ଏକ ସମୀକ୍ଷା ବୈଠକରେ ରାଜସ୍ୱ ବିଭାଗୀୟ କମିଶନର (ଆରଡିସି) ଅନିଲ କୁମାର ସାମଲ ଏନେଇ ଏସସିବି…

ଆମେରିକାରେ ମୃତ୍ୟୁର ତାଣ୍ଡବ: ୩୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ପ୍ରଭାବ ସର୍ବାଧିକ ଆମେରିକାରେ ହିଁ ରହିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଦେଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଆମେରିକାରେ ଏପର୍ଯ୍ୟନ୍ତ ୬୭୮,୨୧୦…

କରୋନା କବଳରେ ବିଶ୍ବ: ଦେଢ଼ ଲକ୍ଷ ପାଖାପାଖି ପହଞ୍ଚିଲା ମୃତ୍ୟୁ ସଂଖ୍ୟା  

ନୂଆଦିଲ୍ଲୀ: କରୋନା ପ୍ରଭାବରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ଅସମ୍ଭବ ଭାବେ ବଢିଚାଲିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହି ମହାମାରୀ ପ୍ରଭାବରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୨୧ ଲକ୍ଷ ୫୭ ହଜାର ୧୦୮ ଜଣ ଲୋକ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ…

ବ୍ୟାପୁଛି କରୋନାଭାଇରସ; ଗୋଟିଏ ଦିନରେ ଭାରତରେ ୧୦୦୭ ପଜିଟିଭ ମାମଲା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧୩,୩୮୭ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି…

ରାଜଧାନୀର ଗ୍ରାହକଙ୍କ ପାଇଁ ଟିକ୍ ମି ଆପ୍‌, ସୁବିଧାରେ ପାଇପାରିବେ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର : ଲକ୍ ଡାଉନ ସମୟରେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ଏହି ସମୟରେ ରାଜଧାନୀ ଭୁବନେଶ୍ୱରରେ ଲୋକେ କିପରି ଗ୍ରୋସରୀ, ପନିପରିବା ଓ ମେଡିସିନ ସୁବିଧାରେ ପାଇପାରିବେ ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ସ୍ମାର୍ଟ ସିଟି ପକ୍ଷରୁ ଆରମ୍ଭ ହୋଇଛି ଟିକ୍ ମି…

କରୋନା ସଂକ୍ରମଣ ଭୟରେ କୁନି ଝିଅ ପାଖକୁ ଆସିପାରୁ ନାହାନ୍ତି ବାପା, ଭିଡିଓ ଭାଇରାଲ

ବାପା କାଚ କବାଟର ସେପାଖେ, କୁନି ଝିଅ ଏ ପାଖେ । ବାପା ଏବେ ଅଫିସରୁ ଆସିଛନ୍ତି କୁନି ଝିଅର ମନ ବାପା ପାଖେ କାଖ ହୋଇ ବହୁତ ଗେଲ ହୁଅନ୍ତା । ତା କୁନି କୁନି କଥା କୁହା ଓଠରେ କେତେ କଣ ଗପି ଦିଅନ୍ତା । କିନ୍ତୁ ବାପା କବାଟ ସେପାଖେ ଥାଇ ଝିଅକୁ ଫ୍ଲାଇଙ୍ଗ କିସ୍ ଦେଉଛନ୍ତି । ତେବେ କାହିଁକି ସେ…

ରେକର୍ଡ କଲା ଆରୋଗ୍ୟ ସେତୁ ଆପ୍: ୧୩ ଦିନରେ ଡାଉନଲୋଡ଼ କଲେ ୫ କୋଟି ଉପଭୋକ୍ତା !

ନୂଆଦିଲ୍ଲୀ: ଭାରତ ଆଜି କୋଭିଡ-୧୯ ଅର୍ଥାତ୍ କରୋନାଭାଇରସ୍ ପରି ମହାମାରୀର ସମ୍ମୁଖୀନ ହୋଇଛି ଏବଂ ଏଭଳି ପରିସ୍ଥିତିରେ ସରକାର ଲୋକଙ୍କୁ ଏହି ଜୀବାଣୁ ରୋକିବା ପାଇଁ ସଚେତନ କରିବାକୁ ଚେଷ୍ଟା କରୁଛନ୍ତି। ଭାରତ ସରକାର ନିକଟରେ କରୋନାଭାଇରସ୍ ସହିତ ଲଢ଼ିବା ପାଇଁ ଆରୋଗ୍ୟ ସେତୁ ନାମକ ଏକ ଆପ୍…

ଭାରତରେ ଲଞ୍ଚ ହେଲା ଆଇଫୋନ୍ ଏସଇ୨୦୨୦; ଜାଣନ୍ତୁ କଣ ରହିଛି ଏହାର ମୂଲ୍ୟ ଓ ବୈଶିଷ୍ଟ୍ୟ

ନୂଆଦିଲ୍ଲୀ: ଆପଲ୍ ଆଇଫୋନ୍ ଏସଇ୨୦୨୦ ଲଞ୍ଚ: ଆପଲ୍ ର ସର୍ବଶେଷ ହ୍ୟାଣ୍ଡସେଟ୍ ଆପଲ୍ ଆଇଫୋନ୍ ଏସଇ୨୦୨୦ ଭାରତରେ ଲଞ୍ଚ କରାଯାଇଛି। ଆପଲ୍ ର ସର୍ବଶେଷ ଫୋନର ଡିଜାଇନ୍ ବିଷୟରେ କହିବାକୁ ଗଲେ ଏହା ଆଇଫୋନ୍ ୮ (ଆଇଫୋନ୍ ୮) ପରି ଦେଖାଯାଉଛି | ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟଗୁଡିକ ବିଷୟରେ କହିବାକୁ…

ମାଆ କରୋନା ପଜିଟିଭ ଚିହ୍ନଟ ପରେ ନର୍ସଙ୍କ ଦାୟିତ୍ୱରେ ତିନି ମାସର ଶିଶୁ

ରାୟପୁର : ଡାକ୍ତରଖାନାରେ ନର୍ସଙ୍କ କୋଳରେ ତିନି ମାସର ଶିଶୁ । ତାର ଏବେ ସବୁ ଦାୟିତ୍ୱ ନେଇଛନ୍ତି ଏହି ଦୁଇ ନର୍ସ । ମାଆଠୁ ତାକୁ ଦୂରେଇ ରଖାଯାଇଥିବାରୁ ପିଲାଟି ଏବେ ନର୍ସଙ୍କ ପାଖରେ । କାରଣ ମାଆ କରୋନା ପଜିଟିଭ ଜଣାପଡିବା ପରେ ପିଲାଟିକୁ ଅଲଗା ରଖାଯାଇଛି । ଏ ଦୃଶ୍ୟ ହେଉଛି ଛତିଶଗଡ…

ଛତିଶଗଡରେ ଏନକାଉଣ୍ଟର, ଜଣେ ନକ୍ସଲ ମୃତ

ବିଜାପୁର : ଓଡିଶା-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି । ହରଗେଲପାଲି ଓ ବେଚ୍ଛାପାଲ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି । ଦାନ୍ତେୱାଡା ଓ ବିଜାପୁରରେ ନକ୍ସଲ କାର୍ଯ୍ୟକଳାପ ସୂଚନା…