Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରୋଗ ପ୍ରତିରୋଧକ ଶକ୍ତି ବଢାଏ ପଖାଳ !

ଭୁବନେଶ୍ୱର: ବଢିଚୁରା ସାଙ୍ଗକୁ ମାଛ ଭଜା ହେଉ କି ଭର୍ତ୍ତା, ଗରମ ଦିନରେ ଦହି ପଖାଳର ମଜ୍ଜା ଏବେ ସମସ୍ତେ ନେବାରେ ଲାଗିଛନ୍ତି । ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଓଡ଼ିଶାର ଘରେ ଘରେ ସକାଳୁ କଂସାଏ ପଖାଳ ଖୋଜାପଡ଼ିଥାଏ । ସାଧାରଣ ଦିନ ଅପେକ୍ଷା ଖରାଦିନରେ ପଖାଳର ମଜ୍ଜା ପ୍ରକୃତରେ ନିଆରା…

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଦେବଙ୍କର ଜନ୍ମୋତ୍ସବ ପାଳିତ ହୋଇଥାଏ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପଣା ସଂକ୍ରାନ୍ତି ବହୁ ଜାକମକରେ ପାଳିତ ହୁଏ । କରୋନା ଯୋଗୁ ଯାଗାଘରଗୁଡିକ ବନ୍ଦ ରହିଛି । ଏଠାରେ ପହିଲିମାନ ମାନେ ହନୁମାନଙ୍କୁ ଆରାଧାନ କରିବା ସହ କୁସ୍ତି ଲଢ଼ିଥାନ୍ତି । ପଣା, ଛତୁଆରେ ଶ୍ରୀକ୍ଷେତ୍ର ଭାସିଥାଏ କହିଲେ ଭୁଲ ହେବ ନାହିଁ । ଆଜିର ଦିନରେ ପୁରୀରେ…

ଦିଲ୍ଲୀ ପୋଲିସକୁ ଉୁରୁଗୁଏ ମହିଳାଙ୍କ ଖୋଲା ଚ୍ୟାଲେଂଜ !

ନୂଆଦିଲ୍ଲୀ: ଶନିବାର ଜଣେ ଉୁରୁଗୁଏ ମହିଳା ଦିଲ୍ଲୀ ପୋଲିସକୁ କରିଥିଲେ ଖୋଲା ଚ୍ୟାଲେଂଜ । ମାସ୍କ ପିନ୍ଧିବା ନେଇ ପୋଲିସ ପରାମର୍ଶ ଦେଇଥିଲା । ହେଲେ ପୋଲିସର କଥା ଶୁଣିବା ବଦଳରେ ମହିଳା କରିଥିଲେ ଓଲଟା ଭାଷଣବାଜି । ଦିଲ୍ଲୀ ସରକାର ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି ।…

ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଂଚଳରୁ ହଟିଲା ଅବରୋଧ କଟକଣା

କଟକ: କଟକ ଜିଲ୍ଲା ସାଲେପୁର ଓ ନିଶ୍ଚିନ୍ତ କୋଇଲିରୁ ହଟଲା କଂଟେନମେଂଟ ଜୋନ୍ କଟକଣା । ଏହି ଅଂଚଳକୁ ଅବରୋଧ ମୁକ୍ତ ଭାବେ ଘୋଷଣା କରାଯାଇଛି । ଏହି ଅଂଚଳରେ ସମସ୍ତ ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ଅବରୋଧ କଟକଣା ପ୍ରତ୍ୟାହାର କଲା ଜିଲ୍ଲା ପ୍ରଶାସନ । ଯାଜପୁରରେ ଚିହ୍ନଟ ହୋଇଥିବା…

ବାଲେଶ୍ଵରରେ କୋଭିଡ-୧୯ ହସ୍ପିଟାଲ; ଟ୍ବିଟ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ଵର: ଓଡିଶା ହାଇଡ୍ରୋ ପାୱାର କର୍ପୋରେସନ୍ (ଓଏଚପିସି)ର ମିଳିତ ସହଯୋଗରେ ଓଡିଶା ସରକାର ବାଲେଶ୍ଵର ଜିଲ୍ଲାରେ ଏକ କୋଭିଡ-୧୯ ହସ୍ପିଟାଲ ସ୍ଥାପନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ ମଧ୍ୟ କରିଛନ୍ତି।…

ଲକ୍‌ଡାଉନ୍‌ରେ କାହା ଉପରୁ ହଟିଲା କଟକଣା, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଜାରି ରହିବ ଲକଡାଉନ୍ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି କୃଷି କାମ ଉପରକୁ କଟକଣା କୋହଳ କରାଯାଇଛି । ଏନେଇ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି । ଏପ୍ରିଲ ୧୫ ପରଠାରୁ ରବି ଫସଲ ଉତ୍ପାଦନ ଆରମ୍ଭ ହେବ। ଧାନ…

ଲକଡାଉନ୍‌ରେ ଖୋଲା ରହିବ ରେଷ୍ଟୁରାଣ୍ଟ, ହେଲେ ବସି ଖାଇବା ମନା

ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେବା ପରେ ଆଜି କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇଛି । ଓଡିଶାବାସୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଦ୍ୱିତୀୟ ପର‌୍ୟ୍ୟାୟ ଲକଡାଉନ ବେଳେ ସରକାରଙ୍କ ପକ୍ଷରୁ ତାଲାବନ୍ଦ କଟକଣାରେ କିଛି ମାତ୍ରାରେ କୋହଳ…

କରୋନା ମୁକାବିଲା : ଆସନ୍ତୁ ଜାଣିବା କେଉଁ ୫ ମହିଳାଙ୍କ ଉଦ୍ୟମକୁ ସାରା ବିଶ୍ୱ ପ୍ରଶଂସା କରୁଛି

ନୂଆଦିଲ୍ଲୀ:କରୋନା ଭାଇରସ ମହାମାରୀ ସାରା ବିଶ୍ୱରେ ତାର ତାଣ୍ଡବ ଜାରି ରଖିଛି । ଆସନ୍ତୁ ଜାଣିବା କରୋନା ଭାଇରସ ସହ ଲଢ଼େଇରେ କେଉଁ ୫ ମହିଳାଙ୍କ ଉଦ୍ୟମକୁ ସାରା ବିଶ୍ୱ ପ୍ରଶଂସା କରୁଛି । ମୋରାଲିନା ଏଡୋ: କରୋନା ଭାଇରସ ଟୀକା ନ ବାହାରିବା ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିଥିବ । ତେବେ ଜର୍ମନ…

ଲକ୍‌-ଡାଉନ୍ ନିୟମ ଭାଙ୍ଗି ଅନନ୍ୟ ଢଙ୍ଗରେ ଦଣ୍ଡିତ ହେଲେ ବିଦେଶୀ !

ଉତ୍ତରାଖଣ୍ଡ: ଋଷିକେଶରେ ଲକ୍‌-ଡାଉନ୍ ନିୟମ ଭାଙ୍ଗି ଦଣ୍ଡିତ ହେଲେ ବିଦେଶୀ ନାଗରିକ । ସ୍ଥାନୀୟ ଲୋକଙ୍କୁ ନିର୍ଘାତିଆ ମାଡ । ହେଲେ ବିଦେଶୀଙ୍କୁ ନିଆରା ଦଣ୍ଡ ଦେଇ ଚର୍ଚ୍ଚାକୁ ଆସିଛି ଉତ୍ତରାଖଣ୍ଡ ପୋଲିସ । ଶନିବାର ପୋଲିସ ହାତରେ ଧରାପଡିଥିଲେ ବିଭିନ୍ନ ଦେଶର ୧୦ ବିଦେଶୀ ନାଗରିକ । ସମଗ୍ର…

ଲକଡାଉନ: କଟକ ରେଳ ଷ୍ଟେସନରେ ପହଞ୍ଚିଲା ୯୧୯ ଟନ୍ ଖାଇବା ତେଲ

କଟକ: କରୋନା ଭୁତାଣୁର ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ ଡାଉନ ସତ୍ୱେ ରେଳ ମନ୍ତ୍ରଣାଳୟ ଏହାକୁ ଏକ ଆହ୍ୱାନ ଭାବେ ଗ୍ରହଣ କରିଛି। ଏପରିକି ଲୋକମାନଙ୍କ ପାଖରେ ଅତ୍ୟାବଶ୍ୟକ ଜିନିଷ ପହଞ୍ଚାଇବାକୁ କ୍ରମାଗତ ଭାବେ ପ୍ରୟାସ କରୁଅଛି। ଏହାକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପୂର୍ବତଟ…