Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପୁରୀରେ ରାମନବମୀ ଓ ଜେଉଡ଼ ଭୋଗ 

ପୁରୀ: ରାମନବମୀ ପୁରୀରେ ହର୍ଷ ଉଲ୍ଲାସରେ ପାଳନ କରାଯାଏ । ଏଥିନେଇ ଶ୍ରୀକ୍ଷେତ୍ର ଚଳଚଂଚଳ ହୋଇ ଉଠିଛି । ଶ୍ରୀଜଗନ୍ନାଥ ମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା।…

ଖୋଜା ଚାଲିଛି ଓଡିଶାର ୫ମ କରୋନା ରୋଗୀଙ୍କ ଯାତ୍ରା ଇତିହାସ

ଭୁବନେଶ୍ୱର: ରାଜ୍ୟର ପଞ୍ଚମ କୋଭିଡ-୧୯ ରୋଗୀଙ୍କ ଯାତ୍ରା ଇତିହାସ ତଥା ତାଙ୍କ ସମ୍ପର୍କରେ ଆସିଥିବା ବ୍ୟକ୍ତିମାନଙ୍କୁ ଓଡିଶା ସରକାର ଅନୁସନ୍ଧାନ କରୁଛନ୍ତି। ଡାକ୍ତରୀ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକ ଡ. ସି ବି କେ ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଭୁବନେଶ୍ୱରର ଏମ୍ସରେ…

ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ କଡା ନିର୍ଦ୍ଦେଶ: ଲକ୍‌ଡାଉନ ନିୟମ ନ ମାନିଲେ ଗୁଳି କର

ମାନିଲା: କରୋନା ସଂକ୍ରମଣ ରୋକିବା ପାଇଁ ସମସ୍ତ ଦେଶ ଏବେ ଲାଗି ପଡିଛନ୍ତି । ଏଥିପାଇଁ ଅନେକ ସ୍ଥାନରେ ଲକଡାଉନ କରାଯାଇଛି । ଫିଲିପାଇନ୍ସରେ ଏହି ନିୟମକୁ ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ପାଇଁ ରାଷ୍ଟ୍ରପତି ରୋଡ୍ରିଗ୍ୟୁ ଦୁତେର୍ତ କଡା ନିର୍ଦ୍ଦେଶନାମା ଜାରି କରିଛନ୍ତି । ଯେଉଁମାନେ ଏଥର ଲକଡାଉନ…

କୋଭିଡ୍‌-୧୯: ଲକ୍‌ଡାଉନ୍ ସଫଳ କରିବା ଲାଗି ଧର୍ମେନ୍ଦ୍ରଙ୍କ ଆହ୍ୱାନ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ୨୧ ଦିନ ଲାଗି ସାରା ଦେଶରେ ପାଳିତ ହେଉଥିବା ଲକ୍‌ଡାଉନକୁ ଜନସାଧାରଣ ସମ୍ପୂର୍ଣ୍ଣ ସଫଳ କରିବା ଲାଗି କେନ୍ଦ୍ର ପେଟ୍ରୋଲିୟମ, କେମିକାଲ୍ସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି । “ସାମାଜିକ ସୁସ୍ଥତା ବଜାୟ ରଖିବା…

କରୋନା ପରିପ୍ରେକ୍ଷୀରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ମୋଦିଙ୍କ ଘରୋଇ ଉପାୟ

ଭୁବନେଶ୍ୱର: କରୋନା ଦିନକୁ ଦିନ କାୟା ବିସ୍ତାର କରୁଥିବା ବେଳେ ଏହା ପାଇଁ ଔଷଧ ଏଯାଏଁ ବାହାରିପାରିନାହିଁ । ତେଣୁ ଲୋକମାନଙ୍କୁ ନିଜେ ସଚେତନ ହେବାକୁ ପରାମର୍ଶ ଦିଆଯାଉଛି । ସେପଟେ ପ୍ରାକୃତିକ ଉପାୟରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଘରୋଇ ଉପାୟ…

ଭଗବାନ ରାମଙ୍କ ଜୀବନୀରୁ ଶିଖନ୍ତୁ ଏହି ୫ଟି କଥା, ସବୁ କ୍ଷେତ୍ରରେ ମିଳିବ ସଫଳତା !

ଭୁବନେଶ୍ୱର: ଆଜି ଚୈତ୍ର ମାସର ନବମ ଦିନ । ଏହି ପବିତ୍ର ଦିବସରେ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ । ହିନ୍ଦୁ ଧର୍ମାବଲମ୍ବୀମାନେ ଏହି ଦିନଟିକୁ ପବିତ୍ର ରାମନବମୀ ଭାବେ ପାଳନ କରିଥାଆନ୍ତି । ଦଶରଥ ନନ୍ଦନ ଭଗବାନ ଶ୍ରୀରାମଙ୍କୁ କିଏବା ନଜାଣେ । ପ୍ରାୟ…

କରୋନା ଯୋଗୁ ଟୁରିଜିମ୍ ଇଣ୍ଡଷ୍ଟ୍ରି୧.୨୫ ଲକ୍ଷ କୋଟି ଟଙ୍କାର କ୍ଷତି ସହିବ

ନୂଆଦିଲ୍ଲୀ:କରୋନା ଯୋଗୁ ଅର୍ଥନୀତି ପ୍ରଭାବିତ ହେବାରେ ଲାଗିଛି । ଚଳିତବର୍ଷ ଟୁରିଜିମ୍ ଇଣ୍ଡଷ୍ଟ୍ରି ୧.୨୫ ଲକ୍ଷ କୋଟି ଟଙ୍କାର କ୍ଷତି ସହିବ ବୋଲି ଆକଳନ କରାଯାଉଛି । ଅଟୋ ସେକ୍ଟରରେ ଚୀନରୁ ୬୦ ହଜାର କୋଟି ଟଙ୍କାର ସାମଗ୍ରୀ ଆମଦାନୀ ହୋଇପାରିବ ନାହିଁ । ଏହା ଦ୍ୱାରା କମ୍ପାନୀଗୁଡିକ ବିଶେଷ…

କରୋନା କବଳରେ ଭାରତ; ବଢୁଛି ମୃତକଙ୍କ ସଂଖ୍ୟା; ଜାଣନ୍ତୁ କେଉଁ ରାଜ୍ୟରେ କେତେ?

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୧୯୬୫ରେ ପହଞ୍ଚିଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଦିନ ପ୍ରକାଶ କରାଯାଇଛି । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭୬୪ଟି ଆକ୍ଟିଭ କେସ୍ ଏବଂ ୧୫୧ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ…

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୫କୁ ବୃଦ୍ଧି, ୫୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୧୯୬୫ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ କରୋନାଭାଇରସ ସଂକ୍ରମଣରେ ଦେଶରେ ୫୦ ଜଣ…

କଟକ ସହରରେ ଲକଡାଉନ ପ୍ରଭାବ,ଦେଖନ୍ତୁ ଚିତ୍ରରେ

କଟକ: କରୋନା ପାଇଁ ସାରା ଦେଶରେ ଲକଡାଉନ । ଗାଁ ଠୁ ସହର ସବୁଆଡେ ଖାଁ ଖାଁ। ଅତ୍ୟାବଶକୀୟ ସାମଗ୍ରୀକୁ ଛାଡି ଆଉ ସମସ୍ତ ଦୋକାନ ବଜାର ବନ୍ଦ । ସବୁଆଡେ ଲୋକଶୂନ୍ୟ। ୨୪ ଘଣ୍ଟା ବ୍ୟସ୍ତବହୁଳ ରହୁଥିବା ଓଡ଼ିଶାର ପୁରାତନ ରାଜଧାନୀ କଟକ ସହରରେ ମଧ୍ୟ ସମାନ ଅବସ୍ଥା। ରାସ୍ତାଘାଟ ଜନଶୂନ୍ୟ।…