Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା ମୁକାବିଲା: ସହାୟତା ଅପେକ୍ଷାରେ ଥିବା ଲୋକଙ୍କୁ ସାହାଯ୍ୟ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ ରେଳମନ୍ତ୍ରୀଙ୍କ…

ନୂଆଦିଲ୍ଲୀ: ଖାଦ୍ୟ ଓ ଅନ୍ୟାନ୍ୟ ସହାୟତା ପାଇଁ ଅପେକ୍ଷାରେ ଥିବା ଲୋକମାନଙ୍କୁ ସହାୟତାର ହାତ ବଢ଼ାଇବା ଲାଗି ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ପିୟୁଷ ଗୋଏଲ । ରେଳବାଇର ସଂଗଠନ ଆଇଆରସିଟିସି ଏବଂ ରେଳ ସୁରକ୍ଷା ବଳର କର୍ମଚାରୀମାନେ ବର୍ତମାନ ଆବଶ୍ୟକ କରୁଥିବା…

କରୋନା ନେଲା ଏହି ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ଜୀବନ

ଅମୃତସର: ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ତଥା ସ୍ୱର୍ଣ୍ଣ ମନ୍ଦିରର ପୂର୍ବତନ 'ହାଜୁରୀ ରାଗି' ଭାବେ କାର୍ଯ୍ୟକରୁଥିବା ଜଣେ ବୃଦ୍ଧ ବ୍ୟକ୍ତିଙ୍କର ଗୁରୁବାର ଦିନ କରୋନାରେ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଅଧିକାରୀ ପିଟିଆଇକୁ କହିଛନ୍ତି। ଏହି ୬୨ ବର୍ଷୀୟ 'ଗୁରୁବାନୀ' ପ୍ରଦର୍ଶକ ନିକଟରେ…

ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦ୍ଦେଶକଙ୍କ ସହ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ଭିଡିଓ କନଫରେନ୍ସ ବୈଠକ

ନୂଆଦିଲ୍ଲୀ: ନିଜାମୁଦ୍ଦିନ ସମାରୋହରେ ସାମିଲ ହୋଇଥିବା ବ୍ୟକ୍ତି ମାନଙ୍କ ଯୋଗୁଁ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟଗୁଡିକୁ ଏହାର ଅଂଶଗ୍ରହଣକାରୀମାନଙ୍କୁ ଚିହ୍ନଟ କରିବା ଲାଗି କୁହାଯାଇଛି । ଯୁଦ୍ଧକାଳୀନ ଭିତିରେ ଏହି ଚିହ୍ନଟକ ପ୍ରକ୍ରିୟା ଶେଷ କରିବାକୁ…

ରାମନବମୀ: ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମୋତ୍ସବ

ଭୁବନେଶ୍ୱର: ବିଶ୍ୱାସ ଏବଂ ଧାର୍ମିକ ଦୃଷ୍ଟିକୋଣରୁ ହିନ୍ଦୁ ଧର୍ମରେ ରାମନବମୀର ରହିଛି ବିଶେଷ ମହତ୍ତ୍ୱ । ପ୍ରତିବର୍ଷ ଚୈତ୍ର ମାସର ଶୁକ୍ଲ ପକ୍ଷର ନବମୀକୁ ରାମ ନବମୀ ଭାବରେ ପାଳନ କରାଯାଏ | ଏହିଦିନ ପୁଣର୍ଭାସୁ ନକ୍ଷତ୍ର ଏବଂ କର୍କଟ ଲଗ୍ନରେ ଭଗବାନ ରାମଙ୍କ ଜନ୍ମ ହୋଇଥିଲା। ହିନ୍ଦୁ…

କରୋନାଭାଇରସ: ବିଶ୍ୱବ୍ୟାପୀ ୯ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୯ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି । ଜାତୀୟ ଗଣମାଧ୍ୟମ ଅଲଜଜିରାରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୧୯୬ରୁ ଅଧିକ ଦେଶରେ…

କୋଭିଡ-୧୯: ୭୨ ଘଣ୍ଟାରେ ୨ ଗୁଣ ହେଲା ଆମେରିକାର ମୃତ୍ୟୁ ସଂଖ୍ୟା

ୱାସିଂଟନ: ଆମେରିକାରେ କରୋନା ରଚୁଛି ମୃତ୍ୟୁର ତାଣ୍ଡବ । କରୋନା ପ୍ରଭାବରେ ଆମେରିକାରେ ଗତ ୭୨ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଦ୍ଵିଗୁଣିତ ହୋଇଛି । କରୋନା ସଂକ୍ରମଣରେ ବିଶ୍ୱରେ ସର୍ବାଧିକ ମାମଲା ସହ ଏହି ସଂଖ୍ୟା ୨ ଲକ୍ଷ ୧୫ ହଜାର ୮୧ ରେ ପହଞ୍ଚି ଗଲାଣି। ଅନ୍ୟପକ୍ଷରେ ଏଠାରେ ମୃତ୍ୟୁ ସଂଖ୍ୟା…

କରୋନାଭାଇରସ: ଗୋଟିଏ ଦିନରେ ଆମେରିକାରେ ହଜାରେ ମୃତ

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୫୦୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୨ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ…

ଘାତକ ସାଜୁଛି କରୋନା : ଭାରତରେ ୨୪ ଘଣ୍ଟାରେ ୪୩୭ ଟି ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ ଅଣାୟତ ହେଉଛି କରୋନା । ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବୁଧବାର ଦିନ ଏହି ସଂଖ୍ୟା ୧୮୩୪ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଥିସହିତ କରୋନାଭାଇରସ…

ବଢିଲା JNU ପ୍ରବେଶିକା ପରୀକ୍ଷା ଆବେଦନର ସମୟସୀମା !

ନୂଆଦିଲ୍ଲୀ: ଲକ୍‌-ଡାଉନ କାରଣରୁ ଜବାହରଲାଲ ଜାତୀୟ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆବେଦନର ସମୟସୀମାକୁ ବୃଦ୍ଧି କରିଛି । କରୋନା ମହାମାରୀ ଯୋଗୁଁ ଦେଶର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏପରିକି କିଛି ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ବିନା ପରୀକ୍ଷାରେ…

ପୁଣି ଚର୍ଚ୍ଚାରେ ନିଜାମୁଦ୍ଦିନ ମର୍କଜ; ପ୍ରଥମେ କରୋନାକୁ ନିମନ୍ତ୍ରଣ ଏବେ ଆତ୍ମହତ୍ୟା ଉଦ୍ୟମ !

ନୂଆଦିଲ୍ଲୀ: ନିଜାମୁଦ୍ଦିନ ମର୍କଜ ଧାର୍ମିକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଜଣେ ବ୍ୟକ୍ତି ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛି । ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ସେହି ବ୍ୟକ୍ତି ଷଷ୍ଠ ମହଲାରୁ ଡେଇଁବାକୁ ଚେଷ୍ଟା କରିଥିଲା । ସଂପୃକ୍ତ ବ୍ୟକ୍ତି…