Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନାକୁ ନେଇ କବିତା ଲେଖିଲେ କଂଗ୍ରେସ ନେତା ଶଶି ଥରୁର

ନୂଆଦିଲ୍ଲୀ: ପୁଣି ଚର୍ଚ୍ଚାରେ କଂଗ୍ରେସ ନେତା ଶଶି ଥରୁର । ତେବେ ଏଥର କୌଣସି ବିବାଦୀୟ ମନ୍ତବ୍ୟ ପାଇଁ ନୁହେଁ, କବିତା ଲେଖି ସେ ଚର୍ଚ୍ଚାକୁ ଆସିଛନ୍ତି । ସେ କରୋନାକୁ ନେଇ ଏକ ହିନ୍ଦୀ କବିତା ଲେଖିଛନ୍ତି । Corona Corona का डर खा रहा है ये लफ्ज़ अब हमारा भी सर खा रहा है…

ସ୍ଥଗିତ ରହିଲା ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ବିଜୁ ଜନତା ଦଳ (ବିଜେଡ଼ି) ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନ ରାଜ୍ୟ ସରକାର କରୋନା ଭୂତାଣୁ ସଂକ୍ରମଣକୁ ପତିରୋଧ କରିବା ଲାଗି…

କରୋନା: ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ନୂଆଦିଲ୍ଲୀ: ସାରା ବିଶ୍ୱରେ ଆତଙ୍କ ଖେଳାଇଛି ମାରାତ୍ମକ ଭୂତାଣୁ କୋଭିଡ-୧୯ । ଏଯାଏଁ କରୋନା ସଂକ୍ରମଣରେ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଭାରତରେ ମଧ୍ୟ ଦୁଇ ଜଣଙ୍କ ମୁଣ୍ଡ ନେଇଛି କରୋନା ଭୂତାଣୁ । ତେବେ କରୋନା ମୃତକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ…

ମାସ୍କ ଓ ସାନିଟାଇଜରର ଦାମ୍ ବଢ଼ାଇଲେ ୭ ବର୍ଷ ଜେଲ୍‌

ନୂଆଦିଲ୍ଲୀ: ସାରା ବିଶ୍ୱକୁ କଲବଲ କଲାଣି କରୋନା । ହଜାର ହଜାର ଲୋକଙ୍କ ମୁଣ୍ଡ ନେଇଥିବା ଏହି ମାରାତ୍ମକ ଭୂତାଣୁ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ନିରନ୍ତର ପଦକ୍ଷେପ ନିଆଯାଉଛି । କରୋନା ପାଇଁ ଭାରତରେ ଫେସ ମାସ୍କ ଓ ହ୍ୟାଣ୍ଡ…

କରୋନା ଆତଙ୍କ: ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଛାଡ଼ିବାକୁ ‘ରାଉରକେଲା ଏନଆଇଟି’ର ନିର୍ଦ୍ଦେଶ

ରାଉରକେଲା: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲାସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନଆଇଟି) ପକ୍ଷରୁ ଶନିବାର ଦିନ ଅନୁଷ୍ଠାନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଏକ ବିଜ୍ଞପ୍ତି ମାଧ୍ୟମରେ ପଡ଼ୋଶୀ ରାଜ୍ୟର ତଥା ବିଦେଶାଗତ…

କରୋନାକୁ ଜାତୀୟ ଜରୁରୀ ପରିସ୍ଥିତି ଘୋଷଣା କଲେ ଟ୍ରମ୍ପ

ୱାଶିଂଟନ: ଆମେରିକାକୁ ଘାରିିଛି କରୋନା ଭୟ । ଏହି ମରାତ୍ମକ ଭୂତାଣୁକୁ ଆମେରିକାରେ ଜାତୀୟ ଜରୁରୀ ପରିସ୍ଥିତି ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏଥିସହ ଏହି ମହାମାରୀର ମୁକାବିଲା ପାଇଁ ରାଜ୍ୟଗୁଡିକୁ ୫୦ ମିଲିଅନ ଡଲାର ଦିଆଯିବ ବୋଳି ସେ ଘୋଷଣା କରିଛନ୍ତି । ବିଶ୍ୱବ୍ୟାପୀ…

କରୋନା ମୁକାବିଲା: ବିଏମ୍‌ସି ଓ ବିଡିଏ ପକ୍ଷରୁ ୩ଟି ଟିମ୍ ଗଠନ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଗଠନ ହେଲା ତିନୋଟି ଟିମ୍ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ବିଏମ୍‌ସି ଓ ବିଡିଓ ପକ୍ଷରୁ ୩ଟି ଟିମ୍ ଗଠନ କରାଯାଇଛି । ଏହି ଟିମ୍ ମାସ୍କ, ସାନିଟାଇଜର କଳାବଜାରୀକୁ ତଦରାଖ କରିବେ । ସକାଳୁ ୨ ଘଂଟା ବୁଲି ସଫେଇ କାର୍ଯ୍ୟର ତଦାରଖ କରିବା…

କରୋନା ଭୟ: ଆସନ୍ତାକାଲି ଠାରୁ ମାର୍ଚ୍ଚ ୩୧ ଯାଏଁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର: ସମସ୍ତଙ୍କୁ ଘାରିଛି କରୋନାର କୋକୁଆ ଭୟ । ଏହି କ୍ରମରେ ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଆଗୁଆ ସଚେତନାତା ମୂଳକ ପଦକ୍ଷେପ ନେଇଛନ୍ତି । ମାର୍ଚ୍ଚ ୩୧ ଯାଏଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବୋଟାନିକାଲ ଗାର୍ଡେନ୍‌କୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି । ଆସନ୍ତାକାଲି ଠାରୁ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନାର କୋକୁଆ ଭୟ ଭିତରୁ ଆସିଲା ଆଶ୍ୱସ୍ଥି ଖବର । ସୁସ୍ଥ ହୋଇ ଘରକୁ ଫେରିଲେ ୧୦ କରୋନା ଆକ୍ରାନ୍ତ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଦେଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଭାରତରେ ଏ ଯାଏଁ ୮୩ ଜଣ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

କରୋନାଭାଇରସ ଆତଙ୍କ; ଆଇନଜୀବୀଙ୍କ ଲାଗି ଗାଇଡଲାଇନ ଜାରି କଲେ ଓଡିଶା ହାଇକୋର୍ଟ

କଟକ: କରୋନାଭାଇରସ ମହାମାରୀ ରୂପ ନେଉଥିବା ବେଳେ ସୁପ୍ରିମକୋର୍ଟଙ୍କ ପରେ ଓଡିଶା ହାଇକୋର୍ଟ ଆଇନଜୀବୀଙ୍କ ଲାଗି ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଉକ୍ତ ନିର୍ଦ୍ଦେଶାବଳୀ ଅନୁଯାୟୀ: କୋର୍ଟ କୋଠରୀ ଭିତରେ ଭିଡକୁ ଏଡ଼ାଇବା ପାଇଁ ଏହା ମଧ୍ୟକୁ କେବଳ ଓକିଲମାନେ ମକଦ୍ଦମାକାରୀଙ୍କ ସହିତ…