Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜିଠୁ ଆରମ୍ଭ ପ୍ରସିଦ୍ଧ ଯୋରନ୍ଦା ମେଳା…

ଢେଙ୍କାନାଳ: ଆଜିଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଯୋରନ୍ଦା ମେଳା। ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ମେଳା ପାଇଁ ସଜେଇ ହୋଇଛି ଯୋରନ୍ଦା ମହିମାଗାଦି। ଏହି ଅବସରରେ ବିଶ୍ୱର କଲ୍ୟାଣ ନିମନ୍ତେ ମନ୍ଦିରମାନଙ୍କରେ ମହିମା ଗୋସାଇଁଙ୍କ ଉଦ୍ଦେଶ୍ୟରେ ସାଧୁମାନେ ଘୃତାହୁତି ପ୍ରଦାନ କରନ୍ତି ।…

ଆରମ୍ଭ ହେଲା ପ୍ରେମ ସପ୍ତାହ: ଜାଣନ୍ତୁ କେଉଁଦିନ ପାଳନ ହେବ କେଉଁ ଡେ’…

ଭୁବନେଶ୍ୱର: ଫେବୃଆରୀ ୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ ସପ୍ତାହ । ଫେବୃଆରୀ ୭ ରୁ ୧୪ ତାରିଖ ଯାଏଁ ପ୍ରେମୀମାନେ ପାଳନ କରିବେ ପ୍ରେମ ସପ୍ତାହ। ଏହି ପ୍ରେମ ସପ୍ତାହକୁ ନେଇ ଯୁବପିଢୀଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖିବାକୁ ମିଳେ। ନିଜ ନିଜ ପାର୍ଟନରଙ୍କୁ…

ବିଶ୍ୱପ୍ରସିଦ୍ଧ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ସ୍ମୃତିକୁ ଲେନ୍ସରେ ତାଜା କଲେ ଭେଙ୍କଟ ରାମ୍‌

ନୂଆଦିଲ୍ଲୀ:   ଦକ୍ଷିଣ ଭାରତର ପ୍ରସିଦ୍ଧ ଫଟୋଗ୍ରାଫର ଜି. ଭେଙ୍କଟ୍ ରାମ୍ ପୃଥିବୀ ପ୍ରସିଦ୍ଧ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କର ସ୍ମୃତି ତାଜା କରିଛନ୍ତି । କଥା ହେଉଛି ନିକଟରେ ଭେଙ୍କଟ୍ ରାମ୍ ଏକ କ୍ୟାଲେଣ୍ଡର ପ୍ରସ୍ତୁତି କରିଛନ୍ତି । ଏହି କ୍ୟାଲେଣ୍ଡରରେ ସେ ସେହି ଫଟୋ ସବୁ ସ୍ଥାନ…

୭ ବର୍ଷ ଝିଅର ଶରୀର ଗଛର ଛାଲ ପରି ହେଉଯାଉଛି !

ଦାନ୍ତେୱାଡା: ଦାନ୍ତେୱାଡାର ଏକ ୭ ବର୍ଷର ଝିଅ ରାଜେଶ୍ୱରୀ ଅସାଧ୍ୟ ରୋଗରେ ପୀଡିତ । ଜିନ ମ୍ୟୁଟେଶନର ଖରାପ ଯୋଗୁ ଏହି ଝିଅର ଶରୀରର ଅଙ୍ଗ ପ୍ରତ୍ୟଙ୍ଗ ଗଛର ଛାଲ ପରି ହୋଇଯାଉଛି । ଧିରେ ଧିରେ ଏହାର ଶରୀରକୁ ଅକାମୀ କରିବାରେ ଲାଗିଛି । ସ୍ୱାଭାବିକ ଭାବେ ରାଜେଶ୍ୱରୀ ଆଉ ଚଳପ୍ରଚଳ କରିପାରୁ…

ଆସନ୍ତୁ ଜାଣିବା ଶର ଶଯ୍ୟାରେ ଭୀଷ୍ମ ପିତାମହ କେଉଁ ଉପଦେଶ ଦେଇଥିଲେ

ମହାଭାରତର ମହାରଥୀ ଭୀଷ୍ମ ପିତାମହ ଶର ଶଯ୍ୟା ପଡିଥିବା ବେଳେ ଯୁଧୀଷ୍ଠିର ତାଙ୍କୁ ଧର୍ମ ବିଷୟରେ ଅନେକ ପ୍ରଶ୍ନ ପଚାରିଥିଲେ । ଆସନ୍ତୁ ଜାଣିବା ପିତାମହ କେଉଁ କେଉଁ ଉପଦେଶ ଦେଇଥିଲେ ୧.ପରିବର୍ତନ ସଂସାରର ନିୟମ, ଏହାକୁ ସ୍ୱୀକାର କଲେ ଜୀବନରେ ସୁଖ ଶାନ୍ତି ପାଇବ । ୨.ଯେଉଁ ବ୍ୟକ୍ତି ମାତା…

କାହିଁକି ମହାନ ଆମ ଦେଶ ଭାରତ: ପଢିଲେ ଗର୍ବରେ ଛାତି ଫୁଲି ଉଠିବ..

ଭୁବନେଶ୍ୱର: ଭାରତ, କାହିଁକି ମହାନ ଏହି ଦେଶ? ୨୦୨୫ ମଧ୍ୟରେ ଏହା ଚାଇନାର ୧.୪ ବିଲିଅନ ଜନସଂଖ୍ୟାକୁ କାଟି ବିଶ୍ୱର ସବୁଠୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ହୋଇଯିବ କଣ ସେଇଥିପାଇଁ ଏହା ମହାନ ଅଟେ? ନା, ଯାହା ପାଇଁ ପୁରା ସଂସାରଟା ଏକ ପରିବାର ସଦୃଶ । 'ବସୁଧୈବ କୁଟୁମ୍ବକମ୍' । ଏପରି…

ମହାଶିବରାତ୍ରି: ଲିଙ୍ଗରାଜ ମନ୍ଦିରରେ କେତେବେଳେ ଉଠିବ ମହାଦୀପ ଜାଣନ୍ତୁ…

ଭୁବନେଶ୍ୱର: ଚଳିତ ବର୍ଷ ଫେବୃଆରୀ ୨୧ ତାରିଖରେ ପଡୁଛି ମହାଶିବରାତ୍ରି। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ରାତି ୧୦ ଟାରେ ମହାଦୀପ ଉଠିବ ବୋଲି ନିର୍ଘଣ୍ଟ ସ୍ଥିର ହୋଇଛି । ବୁଧବାର ଦିନ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଧ୍ୟକ୍ଷ ଓ ଖୋର୍ଦ୍ଧା କଲେକ୍ଟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଖଣ୍ଡଗିରିରେ ଆରମ୍ଭ ହେଲା ଯାତ୍ରା ମହୋତ୍ସବ; ହୁଲସ୍ତୁଲ କରିବ ଲାସ୍ୟମୟୀ ବେବିନାଙ୍କ ଅଭିନୟ !

ଭୁବନେଶ୍ୱର: ରାଜଧାନୀରେ ପ୍ରତିବର୍ଷ ଅନୁଷ୍ଠିତ ହୋଇଆସୁଥିବା ଖଣ୍ଡଗିରି ମେଳାର ଯାତ୍ରା ମହୋତ୍ସବରେ ଏବର୍ଷ ହଇଚଇ ସୃଷ୍ଟି କରିବ ଅପେରା ସୂର୍ଯ୍ୟମନ୍ଦିରର ନୂଆ ନାଟକ ‘ମାୟାବିନୀ ମୌସୁମୀ’ । ଏହି ନୂଆ ନାଟକରେ ଆକ୍ଟ୍ରେସ୍ ବେବିନାଙ୍କର ରହିଛି ନିଖୁଣ ଅଭିନୟ । ଲାସ୍ୟମୟୀ ଲାଜକୁରୀ ବେବିନା ଏହି…

ପ୍ରକୃତିର ଅପୂର୍ବ ସମାହାର; ସାତକୋଶିଆ ଗଣ୍ଡ

ଭୁବନେଶ୍ୱର: ମହାନଦୀର ନୀଳ ଜଳରାଶି ଓ ଘଞ୍ଚ ଜଙ୍ଗଲର ପ୍ରାକୃତିକ ସୌର୍ନ୍ଦ୍ୟକୁ ଉପଭୋଗ କରିବାକୁ କିଏବା ନଚାହେଁ । ପର୍ଯ୍ୟଟନ ମାନଚିତ୍ରରେ ଏଭଳି ଅନେକ ସ୍ଥାନ ରହିଥିଲେ ମଧ୍ୟ ଓଡିଶାର ନୟାଗଡ ଜିଲ୍ଲାରେ ଥିବା ସାତକୋଶିଆ ଗଣ୍ଡ ଅନ୍ୟତମ । ବ୍ୟସ୍ତ ବହୁଳ ଜୀବନରୁ ଟିକିଏ ଆଶ୍ୱସ୍ତୀ ପାଇବା…

ଅଦିନିଆ ରଥଯାତ୍ରା ପ୍ରସଙ୍ଗ: ଇସ୍କନକୁ ଚିଠି ଲେଖିବେ ଗଜପତି ମହାରାଜା

ପୁରୀ: ବୁଧବାର ବସିଥିବା ଶ୍ରୀମନ୍ଦିର ପରିଚାଳନା ବୈଠକରେ ଅଦିନିଆ ରଥଯାତ୍ରା ପ୍ରସଙ୍ଗ ଉଠିଥିଲା । ଏହାକୁ ନେଇ ଉଦ୍‌ବେଗ ମଧ୍ୟ ପ୍ରକାଶ ପାଇଥିଲା । ଆଗାମୀ ଦିନରେ ଏପରି ରଥଯାତ୍ରା ନକରିବାକୁ ଇସ୍କନ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରାଇବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଏଥିସହ ଇସ୍କନ…