Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭାରତ ପାକିସ୍ତାନ ବିଭାଜନର ଅକୁହା କାହାଣୀ: କିପରି ହେଲା ଭାଗ, ଜାଣନ୍ତୁ…

ନୂଆଦିଲ୍ଲୀ: ୩ ଜୁନ ୧୯୪୭ । ଏହା ଇତିହାସର ସେହି ଦିନ ଯେବେ ଭାରତର ୪୦ କୋଟି ଲୋକଙ୍କ ସ୍ୱାଧୀନତାର ଦିନ ଭାବେ ୧୫ ଅଗଷ୍ଟକୁ ନିର୍ଣ୍ଣୟ କରାଗଲା । ତାସହିତ ମହମ୍ମଦ ଅଲ୍ଲୀ ଜିହ୍ନାଙ୍କ ପାକିସ୍ତାନ ଗଠନ କରିବାର ସ୍ୱପ୍ନ ମଧ୍ୟ ପୂରଣ ହୋଇଯାଇଥିଲା । ଭାରତ-ପାକିସ୍ତାନର ବିଭାଜନ ପାଇଁ…

ପୃଥିବୀର ଏହିସବୁ ସବୁ ଦେଶ, ଯେଉଁଠି ଭାରତୀୟ ମୁଦ୍ରାର ମୂଲ୍ୟ ୧୦୦ ଗୁଣ ଅଧିକ !

ଭୁବନେଶ୍ୱର: ଡଲାର ତୁଳନାରେ ଟଙ୍କାର ମୂଲ୍ୟ କ୍ରମାଗତ ହ୍ରାସ ପାଉଥିବା ବେଳେ ଆପଣଙ୍କୁ ଯଦି କୁହାଯିବ ଏପରି ଏକ ସ୍ଥାନ ଯେଉଁଠି ଟଙ୍କାର ମୂଲ୍ୟ ୧୦୦ ଗୁଣ ଅଧିକ ବୋଲି। କିଛି ସମୟ ପାଇଁ ଆଶ୍ଚର୍ଯ୍ୟ ହୋଇଯିବେ ନିଶ୍ଚିତ । ବିଶ୍ୱାସ ହେଉନଥିଲେ ମଧ୍ୟ ଏହା ସତ। ଦୁନିଆରେ ଏମିତି ଅନେକ ଦେଶ ରହିଛି…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର‌୍ୟ୍ୟନ୍ତ ଶ୍ରୀଜିଉଙ୍କ…

ଶାଶ୍ୱତ ପ୍ରେମର ନିଚ୍ଛକ ପ୍ରତିଛବି; ଗଞ୍ଜାମ ଜିଲ୍ଲାର ନରସିଂହ

କବିସୂର୍ଯ୍ୟନଗର: କୁହାଯାଏ ପ୍ରେମ ସର୍ବଦା ଶାଶ୍ୱତ ଓ ଚିରନ୍ତନ । ଏହି ଉକ୍ତିକୁ ଯର୍ଥାର୍ଥତା ପ୍ରଦାନ କରିଛନ୍ତି ଗଞ୍ଜାମ ଜିଲ୍ଲାର ନରସିଂହ ଦଳାଇ । ପ୍ରେମର ପ୍ରତୀକ ଭାବେ ଶାହାଜାହାନ ପତ୍ନୀ ମମତାଜଙ୍କ ସ୍ମୃତିରେ ତାଜମହଲ ଗଢିଥିବା ବେଳେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ୍…

କିପରି ଗଠନ ହେଲା ନେତାଜୀଙ୍କ ‘ଆଜାଦ ହିନ୍ଦ ଫୌଜ’, ଜାଣନ୍ତୁ…

ଭୁବନେଶ୍ୱର: ୧୯୪୩ ମସିହା ଅକ୍ଟୋବର ୨୧ ତାରିଖ । ଭାରତୀୟ ମୁକ୍ତି ସଂଗ୍ରାମ ଇତିହାସରେ ଏକ ଅବିସ୍ମରଣୀୟ ଦିନ । ଏହିଦିନ ଏସିଆ ମହାଦେଶରେ ପ୍ରତିଷ୍ଠିତ "ଭାରତୀୟ ସ୍ୱାଧିନତା ଲିଗ୍"ର ସିଙ୍ଗାପୁର ଠାରେ ଅନୁଷ୍ଠିତ ହେଉଥିବା ସମ୍ବିଳନୀରେ ଭାରତୀୟ ସ୍ୱାଧିନତା ସଂଗ୍ରାମର ଦୁର୍ଦ୍ଦଶ ବୀର ନୋତାଜୀ…

କିପରି ଥିଲା ନେତାଜୀଙ୍କ ଛାତ୍ର ଜୀବନ, ଜାଣନ୍ତୁ

ଭୁବନେଶ୍ୱର: ନେତାଜୀଙ୍କୁ ପାଞ୍ଚବର୍ଷ ହୋଇଥିବା ବେଳେ ଅର୍ଥାତ ୧୯୦୨ ମସିହାରେ ତାଙ୍କ ପିତା ଜାନକୀନାଥ ତାଙ୍କର ପ୍ରାଥମିକ ଶିକ୍ଷା ନିମନ୍ତେ କଟକ ପ୍ରୋଟେଷ୍ଟାଣ୍ଡ ସ୍କୁଲଠାରେ ନାମ ଲେଖାଇଥିଲେ । ସେଠାରେ ସୁଭାଷ ଜଣେ ମେଧାବୀ ଛାତ୍ର ଭାବରେ ସୁନାମ ଅର୍ଜନ କରିଥିଲେ । ସେହି ସମୟରେ…

ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଭୂମିକା..

ଭୁବନେଶ୍ୱର: ଭାରତକୁ ସ୍ୱାଧୀନତା ପ୍ରଦାନ କରିବାରେ ଯେଉଁ କେତେଜଣ ସଂଗ୍ରାମୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସେମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ସୁଭାଷ ଚନ୍ଦ୍ର ବୋଷ । ଯିଏକି ଜନମାନସରେ ନେତାଜୀ ଭାବେ ଖୁବ୍ ପରିଚିତ ଥିଲେ । ପିତା ଜାନକୀ ନାଥ ବୋଷ ଓ ମାତା ପ୍ରଭାବତୀ ଦେବୀଙ୍କ ଠାରୁ ଏହି…

ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି; ଏଭଳି କାହିଁକି କହିଥିଲେ ସୁଭାଷ ଚନ୍ଦ୍ର ବୋଷ

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ମଧ୍ୟରେ ଅଗ୍ରଣୀ ତଥା ଓଡିଶାର ବୀରପୁତ୍ର ସୁଭାଷ ଚନ୍ଦ୍ର ବୋଷଙ୍କୁ କିଏବା ନଜାଣେ । ତାଙ୍କର ବଳିଷ୍ଠ ନେତୃତ୍ୱ ଲାଗି ସେ ଦେଶ ତଥା ଦେଶ ବାହାରେ ଖୁବ୍ ପରିଚିତ । ୧୮୯୭ ମସିହା ଜାନୁଆରୀ ୨୩ ତାରିଖରେ କଟକ ଜିଲ୍ଲା ଓଡିଆ ବଜାର ଠାରେ…

ନିଖୋଜ ନେତାଜୀ; ସୁଭାଷ ବୋଷଙ୍କ ଅନ୍ତର୍ଦ୍ଧାନ ଘଟଣା ଏବେବି ରହସ୍ୟାବୃତ !

ଭୁବନେଶ୍ୱର: ମହାନ ଭାରତୀୟ ସ୍ୱାଧୀନତା ସଂଗ୍ରାମ ଇତିହାସରେ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ଏକ ଅସାଧାରଣ ବ୍ୟକ୍ତିତ୍ୱ । ପିଲାଟି ବେଳୁ ସ୍ୱାମୀ ବିବେକାନନ୍ଦଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ବୁଦ୍ଧି ଓ ବିବେକ ଦ୍ୱାରା ନିଜକୁ ପରିଚାଳିତ କରୁଥିଲେ । ଅସୀମ ସାହସ, ପରାକାଷ୍ଠା ତଥା…

ସାଧାରଣତନ୍ତ୍ର: ତଥାପି ବି ଯିବାକୁ ଅଛି ଅନେକ ଦୂର…

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର ଆମ ଦେଶ ଭାରତ ବିଶ୍ୱର ସର୍ବବୃହତ ସାଧାରଣତନ୍ତ୍ର । ଏହା ଆମ ପାଇଁ ଯେତିକି ଗୌରବର ବିଷୟ, ସେତିକି ଆହ୍ୱାନର ବିଷୟ ବି । ସାଧାରଣତନ୍ତ୍ର ତଥା ଗଣତନ୍ତ୍ର ପାଇଁ ସବୁଠୁ ବଡ଼ ବିପଦ ହେଉଛି, ଏହା ହରଣ ହୋଇଯିବାର ଭୟ ଅଛି ଓ ଏହାର ଆଢ଼ୁଆଳରେ…