Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପାଲା ଜଗତର ଖ୍ୟାତାନାମା ଗାୟକ: ବୈରାଗୀ ବେହେରା

ଭୁବନେଶ୍ୱର: ପାଲାରେ ନବ ରସ ପରିବେଷଣ କରି ସବୁ ବର୍ଗର ଦର୍ଶକଙ୍କ ମନକୁ ବାନ୍ଧିରଖି ପାରୁଥିବା ସଫଳ ଗାୟକ ହେଉଛନ୍ତି ବୈରାଗୀ ବେହେରା । ପୁରାତନ ପାଲାକୁ ସେହି ପୁରୁଣା ଢଙ୍ଗରେ ସେ ଏଭଳି ରସସିକ୍ତ କରିଥାନ୍ତି ଯେ, ତାଙ୍କ ପାଲା ଯାହା କାନରେ ଥରେ ବାଜିଯାଏ ଶେଷ ପର୍ଯ୍ୟନ୍ତ ସେ ଉଠି…

ଆସନ୍ତୁ ବୁଲିଯିବା ସିକ୍କିମର ହିଡେନ ପାରାଡ଼ାଇଜ ‘ଅରିତର’

ଭୁବନେଶ୍ୱର: ସୁଉଚ୍ଚ ପାହଡ଼, ପାହାଡ଼ର କୂଳେ କୂଳେ ମନମୁଗ୍ଧକର ଝରଣା, ଆଉ ଝରଣା ଚାରିପାଖରେ ଘଞ୍ଚ ସବୁଜ ବନାନୀ । କେଉଁ କାହାଣୀ କି ସିନେମାର ଦୃଶ୍ୟ ନୁହେଁ ଆଜ୍ଞା ଆମେ କହୁଛୁ ଅନେକ ଐତିହାସିକ ସ୍ମୃତି ସହ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ନିଜ ଭିତରେ ସାଇତି ରଖିଥିବା ଏକ ଲୋକପ୍ରିୟ…

‘ନବରାତ୍ରୀ’ରେ କରନ୍ତୁ ନାହିଁ ଏହିସବୁ କାର୍ଯ୍ୟ…

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ‘ନବରାତ୍ରୀ ପୂଜା’। ଶ୍ରଦ୍ଧାଳୁମାନେ ଆନନ୍ଦ ଉତ୍ସାହର ସହ ନବରାତ୍ରୀ ସମୟରେ ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଆରାଧନା କରିଥାନ୍ତି। ଏହିି ଅବସରରେ ଜଗତଜନନୀ ମା’ ଦୁର୍ଗା ଧରାବତରଣ କରିବା ସହ ପାପର ବିନାଶ କରିଥା’ନ୍ତି । ନବରାତ୍ରୀର ନଅ ଦିନ ଯାଏଁ…

ଧରା ସ୍ପର୍ଶ କଲା ପାର୍ବଣ; ଆଜିଠାରୁ ଆରମ୍ଭ ହେଉଛି ‘ନବରାତ୍ରୀ’

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଗଲା ପାର୍ବଣ । ଚାରିଦିଗ ଏବେ ଉତ୍ସବ ମୁଖର। ସ୍ୱର୍ଗରୁ ମର୍ତ୍ତ୍ୟ ଯାଏଁ ଏବେ ସବୁଠି ହେବ ଜଗତଜନନୀ ମାଆ ଦୁର୍ଗାଙ୍କ ଆରାଧନା । ନବରାତ୍ରୀ ଅବସରରେ ଆଜି ଶ୍ରଦ୍ଧାଳୁମାନେ ଦେବୀଙ୍କୁ ମନ୍ଦିର ଓ ପୀଠରେ ପୂଜାର୍ଚ୍ଚନା କରିଛନ୍ତି। ଆଜିଠାରୁ ମା’ ଦୁର୍ଗା…

ଓଡ଼ିଶାର ତପନ ମିଶ୍ରଙ୍କୁ ‘ରାଷ୍ଟ୍ରୀୟ ପର୍ଯ୍ୟଟନ ପୁରସ୍କାର’

ଭୁବନେଶ୍ୱର: ଭାରତ ସରକାରଙ୍କ ସ୍ୱୀକୃତୀପ୍ରାପ୍ତ ଟୁରିଷ୍ଟ ଗାଇଡ଼ ତପନ କୁମାର ମିଶ୍ରଙ୍କୁ ୨୦୧୭-୧୮ ବର୍ଷ ଲାଗି ରାଷ୍ଟ୍ରୀୟ ପର୍ଯ୍ୟଟନ ପୁରସ୍କାର ପ୍ରଦାନ କରାଯାଇଛି । ଦୀର୍ଘ ୨୩ ବର୍ଷ ଧରି ଶହ ଶହ ବିଦେଶୀ ପର୍ଯ୍ୟଟକମାନଙ୍କୁ ଦେଶର ସାଂସ୍କୃତିକ ଦୂତ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ…

ମହାଳୟା ତିଥିରେ କାହିଁକି କରାଯାଏ ପିଣ୍ଡଦାନ, ଜାଣନ୍ତୁ

ଆଜି ଅମାବାସ୍ୟା। ଅମାବାସ୍ୟା ତିଥି ମନୁଷ୍ୟର ଜନ୍ମକୁଣ୍ଡଳୀରେ ଥିବା ପିତୃଦୋଷ-ମାତୃଦୋଷରୁ ମୁକ୍ତ କରିବା ସହ ପିଣ୍ଡଦାନ,ଶ୍ରାଦ୍ଧ ନିମନ୍ତେ ଫଳଦାୟକ ବୋଲି କୁହାଯାଇଥାଏ। ଶାସ୍ତ୍ରରେ ଏହି ତିଥିକୁ ‘ସର୍ବପିତୃ ଶ୍ରାଦ୍ଧ’ ତିଥି ବୋଲି କୁହାଯାଇଥାଏ। ଭାରତୀୟ ପୁରାଣ ଶାସ୍ତ୍ର ଓ ଗ୍ରନ୍ଥ…

ସିନ୍ଦୂର – ଶାରୀରିକ ସୁସ୍ଥତାର ମହାଷୌଧି…

ଭୁବନେଶ୍ୱର: ବାହାଘର ପରେ ମହିଳାଙ୍କ ମଥାରେ ସିନ୍ଦୂର ଲଗାଇବାର ପରମ୍ପରା ହିନ୍ଦୁ ଧର୍ମରେ ପ୍ରଚଳିତ । ଏହା ସଧବାର ପ୍ରତୀକ ଏବଂ ପ୍ରତ୍ୟେକ ବିବାହିତ ମହିଳା ପାଇଁ ଏହାଠାରୁ ମୂଲ୍ୟବାନ୍ ଜିନିଷ ଆଉ କିଛି ନାହିଁ । ତେବେ ଆପଣ କ’ଣ ଜାଣନ୍ତି ସିନ୍ଦୂର ସ୍ୱାସ୍ଥ୍ୟ ପାଇଁ ବହୁ ବିଶେଷତ୍ୱ ବହନ…

ୱେଲକମ୍ ଟୁ ଓଡ଼ିଶା: ‘ବିଶ୍ୱ ପର୍ଯ୍ୟଟନ ଦିବସ’ରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର: ବିଶ୍ୱର ପର୍ଯ୍ୟଟକମାନଙ୍କୁ ଓଡ଼ିଶା ଭ୍ରମଣରେ ଆସିବାକୁ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଅବସରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । Abundance of natural beauty, a trousseau of heritage & culture, unique avifauna, rich tribal…

ଆଜି ବିଶ୍ୱ ପର୍ଯ୍ୟଟନ ଦିବସ: ବୁଲିଯାଆନ୍ତୁ ଓଡିଶାର ଏହି ସବୁ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର: ବିଶ୍ୱ ପର୍ଯ୍ୟଟନ ସଂଗଠନ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୨୭ ତାରିଖକୁ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଭାବେ ପାଳନ କରାଯାଇଆସୁଅଛି । ଏହି ଦିବସ ପାଳନର ମୂଳ ଲକ୍ଷ୍ୟ ହେଉଛି ସାରା ବିଶ୍ୱରେ ପର୍ଯ୍ୟଟନ କ୍ଷେତ୍ରରେ ସଚେତନତା ସୃଷ୍ଟି କରିବା । ବିଗତ ୧୯୮୦ ମସିହାରୁ ଏହି ଦିନକୁ…

ଜାଣନ୍ତୁ, ଓଡ଼ିଶାର କେଉଁ ଶକ୍ତିପୀଠରେ କିପରି ହୁଏ ଷୋଡ଼ଶ ପୂଜା ଉପଚାର

ଭୁବନେଶ୍ୱର: ଆଉ ଖୁବକମ ଦିନ ରହିଲା ମାଆଙ୍କ ଆଗମନକୁ । ପ୍ରାୟତଃ ସମସ୍ତ ଦେବୀପୀଠରେ ଷୋଡ଼ଶ ପୂଜା ଉପଚାର ଆରମ୍ଭ ହୋଇସାରିଛି । ଏହା ହେଉଛି ଶାରଦୀୟ ଦୁର୍ଗା ପୂଜାର ପ୍ରଥମ ପର୍ବ । ରାଧାଷ୍ଟମୀରୁ ମୂଳାଷ୍ଟମୀ ପର୍ଯ୍ୟନ୍ତ ମାଆଙ୍କର ବିଶ୍ରାମ ସମୟ ଥିଲା । ମୂଳାଷ୍ଟମୀଠାରୁ ମାଆଙ୍କୁ ନିଦରୁ…