Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରହସ୍ୟମୟ ନାଗରାଜ ମନ୍ଦିର, ଯେଉଁଠି ପୂଜା ପାଆନ୍ତି ସହସ୍ରାଧିକ ସର୍ପ !

ଭୁବନେଶ୍ୱର: ଭାରତୀୟ ପରମ୍ପରାରେ ଅନେକ ଦେବା ଦେବୀଙ୍କ ସମେତ ସେମାନଙ୍କ ବାହନକୁ ମଧ୍ୟ ସମ୍ମାନର ସହିତ ପୂଜାର୍ଚ୍ଚନା କରାଯାଇଥାଏ । ଭାରତୀୟ ଦେବାଦେବୀଙ୍କ ସମେତ ଅନେକ ପଶୁ, ପକ୍ଷୀ, ବୃକ୍ଷରାଜି ତଥା ସରୀସୃପଙ୍କୁ ମଧ୍ୟ ଭାରତର କେତେକ ସ୍ଥାନରେ ଉପାସନା କରାଯିବାର ପୂରାତନ ବିଧି ରହିଛି ।…

ଆଲୋକର ପର୍ବ ଦୀପାବଳିରେ ଉତ୍ସବମୁଖର ସାରା ଦେଶ

ଭୁବନେଶ୍ୱର : ପବିତ୍ର ଦୀପାବଳି ଉପଲକ୍ଷେ ଓଡିଶା ସମେତ ସମଗ୍ର ଦେଶରେ ଉତ୍ସବମୁଖର ହୋଇଉଠିଛି । କେହିକେହି ଘରେ ରଙ୍ଗୋଲି ସହିତ ଦୀପ ଜଳାଇ ତ ଆଉ କେହିକେହି ବାଣ ଫୁଟାଇ ଏହି ଦୀପାବଳି ଉତ୍ସବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛନ୍ତି । ଶାସ୍ତ୍ରାନୁଯାୟୀ ଅନ୍ଧକାର ଉପରେ ଆଲୋକ ଏବଂ…

କାଳୀପୂଜାରେ ଭଦ୍ରକାଳୀ ପୀଠ ସମେତ ସମଗ୍ର ଭଦ୍ରକ ଜିଲ୍ଲା ଉତ୍ସବମୁଖର

ଭଦ୍ରକ: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ପରମ ବୈଷ୍ଣବୀ ମା’ ଭଦ୍ରକାଳୀଙ୍କର ମଙ୍ଗଳବାର ରାତିରୁ ପୂଜା ଆରମ୍ଭ ହୋଇଛି । ଭଦ୍ରକ ଜିଲ୍ଲାର ଆହାରପଦାସ୍ଥିତ ଭଦ୍ରକାଳୀସାହିରେ ଥିବା ମା’ଭଦ୍ରକାଳୀପୀଠ ଉତ୍ସବମୁଖର ହୋଇ ଉଠିଛି । ମଙ୍ଗଳବାରଦିନ ବେଦମାତା ବେଶରେ ପୂଜା ପାଇଛନ୍ତି ଓଡ଼ିଶାର ଏହି ତନ୍ତ୍ରପୀଠର…

କାହିଁକି ପାଳନ କରାଯାଏ ଧନତେରସ, ଜାଣନ୍ତୁ କିଛି ପୌରାଣିକ କଥା !

ଭୁବନେଶ୍ୱର : କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀରେ ଧନତେରସ ପାଳନ କରାଯାଏ । ଏହି ଦିନ ମୃତ୍ୟୁ ଦେବତା ଯମରାଜ ଓ ଭଗବାନ ଧନ୍ୱନ୍ତରୀଙ୍କ ପୂଜା କରାଯାଏ । ଶାସ୍ତ୍ରମତେ ଏହି ଦିନ ଭଗବାନ ଧନ୍ୱନ୍ତରୀଙ୍କ ଜନ୍ମ ହୋଇଥିଲା ଏବଂ ଯମରାଜାଙ୍କ ଦୃଷ୍ଟିରୁ ନିଜ ଆତ୍ମିୟସ୍ୱଜନଙ୍କୁ ରକ୍ଷା ପାଇଁ ମଧ୍ୟ…

ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ !

ପୁରୀ: ମାସକ ପୂର୍ବରୁ ଜଣେ ପୋଲିସ କର୍ମଚାରୀ ପୁରୀ ଶ୍ରୀମନ୍ଦିର ବାଇସି ପାହାଚରୁ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ୍ କରିଦେଇଥିବା ପରେ ସେତେବେଳେ ରାଜ୍ୟରେ ହଟଚମଟ ସୃଷ୍ଟି ହୋଇଥିଲା । ଏବେ ପୁଣି ଜଣେ ଯୁବତୀ ମନ୍ଦିର ପରିସରରୁ ମୋବାଇଲ୍ ଦ୍ୱାରା ସୋସିଆଲ୍ ମିଡ଼ିଆରେ ଫଟୋ ଭାଇରାଲ୍ କଲା ପରେ ଏବେ…

ପାଲା ଆକାଶର ଦୀପ୍ତିମନ୍ତ ସୂର୍ଯ୍ୟ – ଗାୟକ ସମ୍ରାଟ୍ ଲକ୍ଷ୍ମୀଧର ରାଉତ

ଭୁବନେଶ୍ୱର: ବର୍ତ୍ତମାନ ପାଲା ଆକାଶରେ ସେ ହେଉଛନ୍ତି ଦୀପ୍ତିମନ୍ତ ସୂର୍ଯ୍ୟ ସଦୃଶ । ସୂର୍ଯ୍ୟ ଯେପରି ସକଳ ଶକ୍ତିର ଆଧାର, ସେ ସେହିପରି ପାଲାର ସମସ୍ତ ବିଭାଗରେ ସମୃଦ୍ଧ । ତାଙ୍କ ଗାୟନ ଯେପରି ସୁମଧୁର, ଭାଷା ସେହିପରି ଉନ୍ନତ ଓ ପ୍ରାଞ୍ଜଳ । ସାଧାରଣ ନିରକ୍ଷର ମହିଳାଟିଏ ଠାରୁ ବିଦ୍ୱାନ…

ହିମାଳୟର ରହସ୍ୟମୟ ମ୍ୟାଗ୍ନେଟିକ୍ ହିଲ୍ !

ଭୁବନେଶ୍ୱର: ହିନ୍ଦୁ ପୁରାଣ ଶାସ୍ତ୍ରାନୁସାରେ ହିମାଳୟକୁ ଏକ ପବିତ୍ର ତଥା ତପସ୍ୟା ଓ ଯୋଗର ତପୋଭୂମି ଭାବେ ବର୍ଣ୍ଣନା କରାଯାଇଥାଏ । ମହାଦେବ ଶିବ ଅହର୍ନିଶି ଏହି ହିମାଳୟ ପାର୍ବତ୍ୟାଞ୍ଚଳେରେ ଥିବା କୈଳାଶରେ ଯୋଗ ନିବିଷ୍ଟ ରହିଥିବାର ଅନେକ ମୁନୀ ଋଷିମାନେ ସେମାନଙ୍କର ପ୍ରତ୍ୟେକ୍ଷ ଅନୁଭୁତିରେ…

ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ପ୍ରଥମ ଦିନରେ ପର୍ଯ୍ୟଟକଙ୍କ ଭିଡ଼

ବାରିପଦା: ପ୍ରାକୃତିକ ନୈସର୍ଗିକତାରେ ଭରପୁର ଶିମିଳିପାଳ ଅଭୟାରଣ୍ୟ ପ୍ରକୃତିପ୍ରେମୀ ପର୍ଯ୍ୟଟକଙ୍କ ଲାଗି ଖୋଲାଯାଇଛି । ଜାତୀୟ ଅଭୟାରଣ୍ୟ କୁ ବୁଲିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ଆଜିଠାରୁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ । ଦୀର୍ଘ ଚାରିମାସ ପରେ ପ୍ରଥମଥର ଅଭୟାରଣ୍ୟ ପରିଦର୍ଶକଙ୍କ ଲାଗି…

ଜାଣନ୍ତୁ ବିଶ୍ୱର ସର୍ବୋଚ୍ଚ ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ବିଷୟରେ କିଛି ରୋଚକ କଥା

ଭୁବନେଶ୍ୱର : ଭାରତର ପ୍ରଥମ ଗୃହମନ୍ତ୍ରୀ ତଥା ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ସମ୍ମାନ ଜଣାଇ ତାଙ୍କର ୧୪୩ ତମ ଜୟନ୍ତୀରେ ଦେଶର ସବୁଠାରୁ ଉଚ୍ଚ ପ୍ରତିମା ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’କୁ ପ୍ରଧାନମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏହି ଯୋଜନାରେ ସମୁଦାୟ ୨,୦୬୩ କୋଟି ଟଙ୍କା…

ରାଜଧାନୀରେ ଉଦଘାଟିତ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି । ମଙ୍ଗଳବାର ସନ୍ଧ୍ୟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଶୁଭା ଶର୍ମା ଏହି ପ୍ରଦର୍ଶନୀକୁ ସ୍ଥାନୀୟ ଇଡ଼୍‌କୋ ପ୍ରଦର୍ଶନୀ…