Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଥାଳି ଦରରେ ଏବେ ଶ୍ରୀଜଗନ୍ନାଥଙ୍କ ଅବଢା ମିଳିପାରିବ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ଅବଢା ଏବେ ଥାଳି ଦରରେ ମିଳିବ । ଭକ୍ତମାନେ ଯେପରି ଅବଢା ଉଚିତ ଦରରେ ନେଇ ପାରିବେ ସେଥିଲାଗି ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ପୁରୀ ଶ୍ରୀମନ୍ଦିର ଆନନ୍ଦବଜାରରେ ସୁଆରମାନଙ୍କ ଦ୍ୱାରା ପରିବେଷଣ କରାଯାଉଥିବା…

ଉଦଯାପିତ ହେଲା ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ, ଓଡ଼ିଶୀର ତାଳେ ତାଳେ ଝୁମିଲେ ଦର୍ଶକ

ଭୁବନେଶ୍ୱର: ଭୁବନେଶ୍ୱରରେ ୩ଦିନ ଧରି ସୃଜନ ଦ୍ୱାରା ଆୟୋଜିତ ହୋଇଥିବା ୨୪ ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦଯାପିତ ହୋଇଛି । ଉଦଯାପନୀ ଉତ୍ସବରେ ନାଟ୍ୟ ଜଗତର ସ୍ୱନାମଧନ୍ୟ ବ୍ୟକ୍ତିତ୍ୱ ଡ଼ଃ ସଚୀ ଦାସ ଓ ଓଡ଼ିଶୀ ନୃତ୍ୟ ବିଶାରଦ ଗୁରୁ ଲିଙ୍ଗରାଜ ବେହେରାଙ୍କୁ ନାଲକୋ ଗୁରୁ…

ଆଇ.ଆର.ସି.ଟି.ସି ପକ୍ଷରୁ ବେଙ୍ଗାଲୁରୁରୁ ୪ ଦିନିଆ ‘କ୍ଲାସିକ୍ ଓଡ଼ିଶା’ ଟୁର୍ ପ୍ୟାକେଜ୍

ନୂଆଦିଲ୍ଲୀ: ଭାରତୀୟ ରେଳବାଇର କ୍ୟାଟରିଂ ଏଣ୍ଡ ଟୁରିଜିମ କର୍ପୋରେସନ (ଆଇ.ଆର.ସି.ଟି.ସି) ସ୍ୱତନ୍ତ୍ର ଭାବେ ବେଙ୍ଗାଲୁରୁରୁ ଏକ ୪ ଦିନିଆ ‘କ୍ଲାସିକ୍ ଓଡ଼ିଶା’ ଟୁର୍ ପ୍ୟାକେଜ୍ ଘୋଷଣା କରିଛି । ଏହି ‘କ୍ଲାସିକ୍ ଓଡ଼ିଶା’ ଟୁର୍ ପ୍ୟାକେଜରେ ପର୍ଯ୍ୟଟକମାନଙ୍କୁ ଓଡ଼ିଶାର କେତେକ ପ୍ରସିଦ୍ଧ…

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ: କର୍ଣ୍ଣାଟକୀ କଣ୍ଠ ଓ ବାଦ୍ୟର ଅର୍ପୁବ ସଂଚାଳନ

ଭୁବନେଶ୍ୱର: ସୃଜନ ଅନୁଷ୍ଠାନ ଦ୍ୱାରା ଆୟୋଜିତ ଓ.ଏମ୍.ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଶୁକ୍ରବାର ସନ୍ଧ୍ୟା ଥିଲା ସଙ୍ଗୀତ ଓ ବାଦ୍ୟ ସଂଚାଳନର ତୃତୀୟ ସନ୍ଧ୍ୟା । ପ୍ରଗତିଶୀଳ ସମକାଳୀନ କର୍ଣ୍ଣାଟକୀ ସଂଙ୍ଗୀତ ଉପରେ ଅଗମ ମ୍ୟୁଜିକାଲ ବ୍ୟାଣ୍ଡର ଫ୍ୟୁଜନ ପରିବେଷଣ ଅତି ଚମକ୍ରାର…

ବିଶିଷ୍ଟ କବି ଶତ୍ରୁଘ୍ନ ପାଣ୍ଡବ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା କବି ଶତ୍ରୁଘ୍ନ ପାଣ୍ଡବ ତାଙ୍କର କବିତା ପୁସ୍ତକ ‘ମିଶ୍ର ଧୃପଦ’ ସହିତ ଜୀବନବ୍ୟାପୀ ସାହିତ୍ୟ ସାଧନା ଲାଗି ୨୦୧୮ ମସିହାର ୩୯ତମ ସମ୍ମାନଜନକ ଶାରଳା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ଏହି ଅବସରରେ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ…

ଗୁଜରାଟରେ ଉଦଘାଟିତ ହେଲା ‘ଓଡିଶା ପର୍ବ’

ସୁରଟ: ଗୁଜରାଟର ସୁରଟରେ ଉଦଘାଟିତ ହୋଇଛି ଦୁଇ ଦିନିଆ ଓଡ଼ିଶା ପର୍ବ । ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଓଡ଼ିଶା ପର୍ବକୁ ଉଦଘାଟିତ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକବାଷ୍ପ ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା…

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳନ ଲାଗି ପୁରୀ ଓ ଭୁବନେଶ୍ୱର ଉତ୍ସବମୁଖର

ଭୁବନେଶ୍ୱର: ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମଦିବସକୁ ସ୍ମରଣ କରି ହିନ୍ଦୁ ଧର୍ମାବଲମ୍ବୀମାନେ ‘ଜନ୍ମାଷ୍ଟମୀ’ ପାଳନ କରିଥାନ୍ତି । ହିନ୍ଦୁ ପଞ୍ଜିକାନୁସାରେ, ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ଆଜିର ଏହି ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ । ଏହି ଦିନଟି କୃଷ୍ଣପକ୍ଷ ରୋହିଣୀ ନକ୍ଷତ୍ରର ଅଷ୍ଟମୀ…

ପୁରୀ: ସମୁଦ୍ରରେ ବୁଡ଼ି ୨ କଲେଜ ଛାତ୍ରଙ୍କ ଶୋଚନୀୟ ମୃତ୍ୟୁ

ପୁରୀ: ପୁରୀ ସମୁଦ୍ରରେ ଗାଧୋଉଥିବା ଅବସ୍ଥାରେ ବୁଡ଼ିଯାଇ ୨ଜଣ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଚିହ୍ନଟ ହୋଇଥିବା ୨ଜଣ ମୃତକ କଲେଜ ଛାତ୍ର ହେଲେ ଜାମସେଦପୁରର ରଜତ ପାଣ୍ଡେ (୨୨) ଏବଂ ଦିଲ୍ଲୀ ବାସିନ୍ଦା ମହମ୍ମଦ ଇବାଦ । ଏହି ଦୁଇଜଣ ଛାତ୍ର କଟକ ସିଡ଼ିଏରେ ଥିବା ପିଲୁ ମୋଦି କଲେଜର…

ପ୍ରଚୁର ସୁଖ ଓ ଶାନ୍ତି ଲାଭର ଉପାୟ – କ୍ଷମା ସାଧନା

ପ୍ରଚୁର ସୁଖ ଓ ଶାନ୍ତି ଲାଭର ଉପାୟ - କ୍ଷମା ସାଧନା କ୍ଷମା ସର୍ବଶ୍ରେଷ୍ଠ ମାନବୀୟ ଗୁଣ । ବର୍ତ୍ତମାନ ସମୟରେ କ୍ଷମା କରୁଥିବା ଲୋକଙ୍କୁ ହିଁ ସ୍ମାର୍ଟ ପରସନାଲିଟି ବା ଜଣେ ଦାୟିତ୍ୱସମ୍ପନ୍ନ ବ୍ୟକ୍ତି ଭାବେ ପରିଗଣିତ କରାଯାଇଥାଏ । କ୍ଷମା ଦେବା ଏବଂ କ୍ଷମା ମାଗିବା ଦ୍ୱାରା ବ୍ୟକ୍ତି…

ମୋଦି ଓଡ଼ିଶା ଆସୁଛନ୍ତି, ୨୨ରେ ଉଦଘାଟନ କରିବେ ଝାରସୁଗୁଡ଼ା ବିମାନ ବନ୍ଦର

ଝାରସୁଗୁଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସୁଛନ୍ତି । ସେପ୍ଟେମ୍ବର ୨୨ ତାରିଖରେ ମୋଦି ତାଙ୍କର ଏହି ଦିନିକିଆ ଓଡ଼ିଶା ଗସ୍ତରେ ଝାରସଗୁଡ଼ା ଯାଇ ନୂଆ ବିମାନ ବନ୍ଦର ଉଦଘାଟନ କରିବେ । ମୋଦିଙ୍କ ଏହି ଓଡ଼ିଶା ଗସ୍ତର ନିଶ୍ଚିତତା ନେଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି,…