Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପୁରୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଫଟୋ ପ୍ରଦର୍ଶନୀ ଉଦଘାଟିତ

ପୁରୀ : କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ଆଂଚଳିକ ଲୋକ ସମ୍ପର୍କ ବ୍ୟୁରୋ ପକ୍ଷରୁ ପୁରୀଠାରେ ଏକ ମଲ୍ଟି ମିଡିଆ ଫଟୋ ଚିତ୍ର ପ୍ରଦର୍ଶନୀ ଆରମ୍ଭ ହୋଇଛି । ଶୁକ୍ରବାର ଅପରାହ୍ନ ୫ଟା ବେଳେ ପୁରୀ ବଡଦାଣ୍ଡର ଶରଧା ବାଲି ଅଂଚଳରେ ଏହି ପ୍ରଦର୍ଶନୀ ଆୟୋଜିତ ହୋଇଛି ।…

ରାଜଧାନୀ ଭୁବନେଶ୍ୱରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଭୁବନେଶ୍ୱର : ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଅନୁଷ୍ଠିତ ହୋଇଥାଏ । ସେହିପରି ଏକାମ୍ର କ୍ଷେତ୍ର ଭୁବନେଶ୍ୱରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମଧ୍ୟ ନିଆରା ଢଙ୍ଗରେ ପାଳିତ ହୋଇଥାଏ । ରାଜଧାନୀ ଭୁବନେଶ୍ୱରରେ ଅନେକ ପୁରୁଣା ତଥା…

ଆଜି ମହାପ୍ରଭୁଙ୍କର ନବଯୌବନ ଦର୍ଶନ: ଶ୍ରୀମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ତାଙ୍କର ଲକ୍ଷ ଲକ୍ଷ ଭକ୍ତମାନଙ୍କୁ ନବଯୌବନ ଦର୍ଶନ ଦେଉଛନ୍ତି । ଦୀର୍ଘ ଦିନପରେ ଜ୍ୱରରେ ଆକ୍ରାନ୍ତ ହେବା ଏବଂ ଅଣସର ପିଣ୍ଡିରେ ରହି ଚିକିତ୍ସାପରେ ଆରୋଗ୍ୟ ଲାଭ କରି ମହାପ୍ରଭୁ ଆଜି ସମ୍ପୂର୍ଣ୍ଣ ଶାରିରୀକ ସୁସ୍ଥତା ଅନୁଭବ କରିଛନ୍ତି । ଆଜି ତାଙ୍କର…

ବିଶ୍ୱର ଶ୍ରେଷ୍ଠ ୫୦ ସ୍ମାର୍ଟ ସିଟି: ଭୁବନେଶ୍ୱର ୩୨ ତମ ସ୍ଥାନରେ

ଭୁବନେଶ୍ୱର : ଭାରତର ନଂ ୧ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ ପରେ ଏବେ ସମଗ୍ର ବିଶ୍ୱର ଶ୍ରେଷ୍ଠ ୫୦ଟି ସ୍ମାର୍ଟ ସିଟି ମଧ୍ୟରେ ଭୁବନେଶ୍ୱର ୩୨ତମ ସ୍ଥାନରେ ରହିବାର ସଫଳତା ହାସଲ କରିଛି । ସିଙ୍ଗାପୁରର ‘ଇଡ଼େନ ଷ୍ଟ୍ରାଟେଜି ଇନଷ୍ଟିଚ୍ୟୁଟ’ ନାମକ ଏକ ସର୍ଭେ ସଂସ୍ଥା ତାଙ୍କର ସଦ୍ୟତମ…

ଗୁରୁପ୍ରୀୟା ସେତୁ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଜୁଲାଇ ୧୮ରେ ଉଦଘାଟିତ ହେବ

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁପ୍ରୀୟା ସେତୁ ଉଦଘାଟନ କରିବେ । ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ବ୍ଲକର ଗୁରୁପ୍ରୀୟା ନଦୀ ଉପରେ ନବନିର୍ମିତ ଗୁରୁପ୍ରୀୟା ସେତୁକୁ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବ । ଏଥିମଧ୍ୟରେ…

ବିଶ୍ୱକପ ଫୁଟବଲ: ଫାଇନାଲରେ କ୍ରୋଏସିଆ, ଇଂଲଣ୍ଡ ୨-୧ରେ ପରାସ୍ତ

ମସ୍କୋ : ଫିଫା ବିଶ୍ୱକପ ଫୁଟବଲ ୨୦୧୮ ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଛି କ୍ରୋଏସିଆ । ପଡ଼ୋଶୀ ରୁଷିଆରେ ଅନୁଷ୍ଠିତ ହେଉଥିବା ବିଶ୍ୱକପ ଫାଇନାଲରେ କ୍ରୋଏସିଆ ଦଳ ରବିବାର ଦିନ ଭେଟିବ ଅପେକ୍ଷାକୃତ ଶକ୍ତିଶାଳୀ ଦଳ ଫ୍ରାନ୍ସକୁ । ଗୁରବାର ଖେଳାଯାଇଥିବା ଦ୍ୱିତୀୟ…

ବିଦେଶରେ ରଥଯାତ୍ରା: ସାରା ଜଗତରେ ପ୍ରକମ୍ପିତ ହୁଏ ‘ଜୟ ଜଗନ୍ନାଥ’ ଧ୍ୱନୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କେବଳ ଯେ ପୁରୀରେ ପ୍ରସିଦ୍ଧି ଲାଭ କରି ପାରିଛି ତାହାନୁହେଁ, ବରଂ ବିଶ୍ୱାସ ଓ ଭକ୍ତିଭାବନାର ଦେବତା ତଥା ସାରା ଜଗତର ନାଥ ସ୍ୱୟଂ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦେଶ ବିଦେଶରେ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହେବାରେ ଲାଗିଛି । ବିଦେଶରେ…

ଆମ୍ରି ହସ୍ପିଟାଲ୍ସରେ ମାଷ୍ଟର ଇନ୍ ଏମର୍ଜେନ୍ସି ମେଡିସିନ୍ (ଏମ୍ଇଏମ୍)ର ପ୍ରଥମ ସମାବର୍ତନ ଉତ୍ସବ

ଭୁବନେଶ୍ୱର: ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱରରେ ୨୦୧୮ ଜୁଲାଇ ୧୦ରେ ଅନୁଷ୍ଠିତ ପ୍ରଥମ ସମାବର୍ତନ ଉତ୍ସବରେ ଆମ୍ରି ହସ୍ପିଟାଲ୍ସ, ଭୁବନେଶ୍ୱର ପକ୍ଷରୁ ପ୍ରଥମ ବ୍ୟାଚ୍ରେ ପାଂଚ ଜଣ ବିଦ୍ୟାର୍ଥୀଙ୍କୁ ମାଷ୍ଟର ଅଫ୍ ଏମର୍ଜେନ୍ସି ମେଡିସିନ୍ (ଏମ୍ଇଏମ୍) ପ୍ରଦାନ କରାଯାଇଛି । ଏହି ସମାବର୍ତନ…

ଓଡ଼ିଶାରେ ଅକ୍ଟୋବର ୨ରୁ ସମ୍ପୂର୍ଣ୍ଣ ନିଷେଧ ହେବ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର: ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରୁ ରାଜ୍ୟରେ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାରକୁ ବ୍ୟାନ୍ କରିବାକୁ ଘୋଷଣା କରିଛନ୍ତି । ‘ଆମ ମୁଖ୍ୟମନ୍ତ୍ରୀ, ଆମ କଥା’ କାର୍ଯ୍ୟକ୍ରମରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ରାଜ୍ୟ…

ଫିଲ୍ମ ‘ଧଡ଼କ’ ରିଲିଜ୍ ପୂର୍ବରୁ ନର୍ଭସ ହୋଇପଡ଼ିଛନ୍ତି ଶ୍ରୀଦେବୀ ତନୟା ଜାହ୍ନବୀ !

ମୁମ୍ବାଇ : ଜୁଲାଇ ୨୦ ତାରିଖରେ ରିଲିଜ୍ ହେବାକୁ ଯାଉଛି ଶ୍ରୀଦେବୀଙ୍କ କନ୍ୟା ଜାହ୍ନବୀଙ୍କ ଡ଼େବ୍ୟୁ ଫିଲ୍ମ ‘ଧଡ଼କ୍’ । ଏହି ରୋମାଣ୍ଟିକ ମୁଭିରେ ବୋନୀକପୁର-ଶ୍ରୀଦେବୀଙ୍କ କିଶୋରୀ କନ୍ୟା ଜାହ୍ନବୀଙ୍କ ସହିତ ଅଛନ୍ତି ଇଶାନ୍ ଖଟ୍ଟର୍ । ଶଶାଙ୍କ ଖୈତାନଙ୍କ ନିର୍ଦ୍ଦେଶିତ ଏହି ରୋମାଣ୍ଟିକ…