Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପପୁ ପମ୍ ପମ୍ ସୁସ୍ଥ ହୋଇ ଓଡ଼ିଶା ଫେରିଲେ

ଭୁବନେଶ୍ୱର : ଓଲିଉଡ଼ର କମେଡ଼ି କିଙ୍ଗ୍ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେବା ପରେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ଦୀର୍ଘ ଦୁଇ ମାସ ଧରି ଦିଲ୍ଲୀ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ସ ଅଫ ମେଡ଼ିକାଲ ସାଇନ୍ସରେ ଚିକିତ୍ସିତ ହେଉଥିଲେ ପପୁ । ଆଜି ସକାଳେ ପରିବାର ସହିତ ପପୁ…

ରଥେ ତ୍ୱଂ ବାମନଂ ଦୃଷ୍ଟା ପୁନର୍ଜନ୍ମଂ ନ ବିଦ୍ୟତେ: ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଲେ ଜଗତର ନାଥ, ସେ ଭକ୍ତ ବତ୍ସଳ, ସେ ଭାବଗ୍ରାହୀ, ସେ ଅନ୍ତର୍ଯ୍ୟାମୀ । ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡରେ ରଥାରୂଢ ହୋଇ ତାଙ୍କର ଅଗଣିତ ପ୍ରିୟ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ରତ୍ନସିଂହାସନରୁ ଓହ୍ଲାଇ ବାଇସିପାହାଚରେ ମନୁଆ ହୋଇ ଚାଲି ଚାଲି ଆସନ୍ତି । ଧାଡ଼ିପହଣ୍ଡିରେ…

ଥାଇଲାଣ୍ଡ ଗୁମ୍ଫାରେ ଫୁଟବଲ ଖେଳାଳି ଫସିବା ପ୍ରସଙ୍ଗ: ବାଲୁକାକଳାରେ ଉଦ୍ଧାରକାରୀ ସମନ କୁନାନଙ୍କୁ ଅଶ୍ରୁଳ…

ପୁରୀ : ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଥାଇଲାଣ୍ଡ ବୁଡ଼ାଳୀ ତଥା ଗୁମ୍ପାରେ ଫସିଥିବା ଫୁଟବଲ ଖେଳାଳିଙ୍କ ଉଦ୍ଧାରକାରୀ ସମନ କୁନାନଙ୍କୁ ତାଙ୍କର ବାଲୁକା କଳା ମଧ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଥାଇଲାଣ୍ଡର ଏକ ଜୁନିୟର ଫୁଟବଲ ଦଳ ଗୁମ୍ଫା…

ରଥଖଳାରେ ରଥନିର୍ମାଣ: ଓଡ଼ିଆ କାରିଗରଙ୍କ ନିର୍ଭୁଲ ସ୍ୱାକ୍ଷର

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାରେ ନିୟୋଜିତ ହେଉଥିବା ତିନିରଥର ପାରମ୍ପରିକ ନିର୍ମାଣ ଶୈଳୀ ପ୍ରକୃତରେ ଓଡ଼ିଆ କାରିଗରଙ୍କ ଉକ୍ରୃଷ୍ଟ ନିର୍ମାଣ ପ୍ରତିଭାର ନିର୍ଭୁଲ ସ୍ୱାକ୍ଷର ରୂପେ ପ୍ରକାଶ କରିଥାଏ । ବଡ଼ଭାଇ ବଡ଼ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁ ତାଳଧ୍ୱଜ ରଥରେ, ସାନଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ…

ବାଲେଶ୍ୱର: ହୋଟେଲ୍ ‘ଜାଇକା ଇଣ୍ଟରନ୍ୟାସନାଲ’ରେ ଗୁଳିକାଣ୍ଡ, ବର୍ତ୍ତିଗଲେ ହୋଟେଲ ମାଲିକ

ବାଲେଶ୍ୱର : ବାଲେଶ୍ୱରର ସହରର ଜଣାଶୁଣା ହୋଟେଲ ଜାଇକା ଇଣ୍ଟରନ୍ୟାସନାଲରେ ଗୁଳିକାଣ୍ଡ ଘଟିଛି । ରବିବାର ସନ୍ଧ୍ୟାରେ ହୋଟେଲ ମଧ୍ୟରେ ପଶି ୩ ଜଣ ଦୁର୍ବୃତ୍ତ ହୋଟେଲର ମାଲିକଙ୍କ ଉପରେ ୩ ରାଉଣ୍ଡ ଗୁଳି ମାଡ଼ କରିଥିଲେ । ଏହି ଗୁଳିକାଣ୍ଡରେ ହୋଟେଲ ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।…

ପ୍ରବଳ ବର୍ଷାର ଆଶଙ୍କା: ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଜାରି

ଭୁବନେଶ୍ୱର : ଓଡ଼ିଶାର ବିଭିନ୍ନ ଜିଲ୍ଲା ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରବିବାର ସକାଳେ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ…

ବିଶ୍ୱକପ ଫୁଟବଲ: ରୁଷିଆକୁ ୪-୩ରେ ପରାସ୍ତ କରି କ୍ରୋଏସିଆ ସେମିଫାଇନାଲରେ

ମସ୍କୋ : ଫିଫା ବିଶ୍ୱକପ ଫୁଟବଲ କ୍ୱାର୍ଟର ଫାଇନାଲରେ ଆୟୋଜକ ରୁଷିଆ ପରାସ୍ତ ହୋଇଛି । ପଡ଼ୋଶୀ କ୍ରୋଏସିଆ ସେମିଫାଇନାଲକୁ ପ୍ରବେଶ କରି ବିଶ୍ୱକପ ଇତିହାସରେ ଏକ ଇତିହାସ ସୃଷ୍ଟି କରିଛି । ସେମିଫାଇନାଲରେ କ୍ରୋଏସିଆ ଦଳ ଶକ୍ତିଶାଳୀ ଇଂଲଣ୍ଡ ଦଳକୁ ଭେଟିବ । ରୁଷିଆ-କ୍ରୋଏସିଆ…

ବିଶ୍ୱକପ ଫୁଟବଲ: ଇଂଲଣ୍ଡ ସେମିଫାଇନାଲରେ, ସ୍ୱିଡ଼େନ ୨-୦ରେ ପରାସ୍ତ

ମସ୍କୋ : ଏକ ଚିତାକର୍ଷକ କ୍ୱାର୍ଟର୍ ଫାଇନାଲ ମ୍ୟାଚରେ ଇଂଲଣ୍ଡ ୨-୦ ଗୋଲରେ ଅନ୍ୟ ଏକ ୟୁରୋପୀୟ ରାଷ୍ଟ୍ର ସ୍ୱିଡ଼େନକୁ ପରାସ୍ତ କରି ସେମିଫାଇନାଲ୍ ଖେଳିବାକୁ ଯୋଗ୍ୟତା ହାସଲ କରିଛି । ଶନିବାର ଏକ ଭରପୁର ଦର୍ଶକଙ୍କ ଉପସ୍ଥିତିରେ ଦୁଇ ୟୁରୋପୀୟ ଦଳ ଇଂଲଣ୍ଡ-ସ୍ୱିଡ଼େନ ମଧ୍ୟରେ ବିଶ୍ୱକପ…

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସିବିଆଇ ତଦନ୍ତ ଦାବିରେ ବିଜେପି ହାଇକୋର୍ଟର ଦ୍ୱାରସ୍ଥ

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଛି ଭାରତୀୟ ଜନତା ପାର୍ଟି । ଏହି ଚାବି ହଜିବା ଘଟଣା ନେଇ ସିବିଆଇ ତଦନ୍ତ ଦାବି କରିଛି ବିଜେପି । ଓଡ଼ିଶା ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି ହାଇକୋର୍ଟରେ ଏହି ମାମଲା ଦାୟର…

ପ୍ରତିଷ୍ଠା ହେବ ଭୁବନେଶ୍ୱର-ପ୍ୟାରିସ ସାଂସ୍କୃତିକ ଡ଼େସ୍କ, ବଢିବ ଓଡ଼ିଶା-ଫ୍ରାନ୍ସ ସାଂସ୍କୃତିକ ବିନିମୟ

ଭୁବନେଶ୍ୱର : ଭୁବନେଶ୍ୱର-ପ୍ୟାରିସ ସାଂସ୍କୃତିକ ଡ଼େସ୍କ ପ୍ରତିଷ୍ଠା ହେବ । ଓଡ଼ିଶା ଓ ସୁଦୂର ଫ୍ରାନ୍ସ ମଧ୍ୟରେ ସୁନ୍ଦର ସାଂସ୍କୃତିକ ବିନିମୟ ଘଟିବ । ଫ୍ରାନ୍ସ ଦୂତାବାସର ସହଯୋଗ ଓ ସାଂସ୍କୃତିକ ବ୍ୟାପାର ଉପଦେଷ୍ଟା ତଥା ଫ୍ରେଞ୍ଚ ଇନଷ୍ଟିଚ୍ୟୁଟ୍ ଇନ୍ ଇଣ୍ଡିଆର ନିର୍ଦ୍ଦେଶକ ଡ଼ଃ ବର୍ଟାଣ୍ଡ ଡି…