Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରଥଯାତ୍ରା ଲାଗି ସ୍ୱତନ୍ତ୍ର ଟ୍ରେନ ବ୍ୟବସ୍ଥା: ୧୮୪ଟି ସ୍ୱତନ୍ତ୍ର ଟ୍ରେନ, ୬୦ଟି ଟିକେଟ କାଉଣ୍ଟର ସହିତ ବ୍ୟାପକ…

ଭୁବନେଶ୍ୱର : ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀକ୍ଷେତ୍ରରେ ଜୁଲାଇ ୧୪ ତାରିଖରେ ଅନୁଷ୍ଠିତ ହେଉଥିବା ରଥଯାତ୍ରାରେ ଯାତ୍ରୀମାନଙ୍କ ସୁବିଧା ଲାଗି ଇଷ୍ଟକୋଷ୍ଟ ରେଳବାଇ ଖୋର୍ଦ୍ଦାରୋଡ଼ ରେଳମଣ୍ଡଳ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମହାପ୍ରଭୁଙ୍କ ରଥଯାତ୍ରାରୁ ସୁନାବେଶ…

ଅଣସର ପିଣ୍ଡିରେ ଶ୍ରୀଜଗନ୍ନାଥଙ୍କ ଜ୍ୱର ଚିକିତ୍ସା: ଦେବବୈଦ୍ୟଙ୍କ ଜଡ଼ିବୁଟିରେ ଆରୋଗ୍ୟ ହୁଅନ୍ତି ଚତୁର୍ଦ୍ଦା ମୂରତି !

ସାଧାରଣ ମଣିଷ ପରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମାନବୀୟ ଲୀଳା ସମଗ୍ର ବିଶ୍ୱବାସୀଙ୍କୁ ଚମତ୍କୃତ କରିଥାଏ । ସକାଳର ଦିନଚର୍ଯ୍ୟାରେ ଦାନ୍ତକାଠିରେ ଦାନ୍ତଘଷାରୁ ଆରମ୍ଭ କରି ଦହି ପଖାଳ ଖାଇ ଶୋଇବାରୁ ଜଣାପଡ଼େ ମହାପ୍ରଭୁ ଜଣେ ଖାଣ୍ଟି ଓଡ଼ିଆଃ ସବୁଠୁ ଅଧିକ ବିସ୍ମିତ କରିଥାଏ ସ୍ନାନ ପରେ…

ଜ୍ୱର ଛାଡ଼ିବାକୁ ମହାପ୍ରଭୁ ଲଗାଇବେ ଫୁଲୁରି ତେଲ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାନବୀୟ ଲୀଳାର ପଟ୍ଟାନ୍ତର ନାହିଁ । ସକାଳର ଦିନଚର୍ଯ୍ୟାରେ ମୁତୁରୀ କାଠିରେ ଦାନ୍ତଘଷା ଆରମ୍ଭ କରି ଦହି ପଖାଳ ଖାଇ ପଲଙ୍କରେ ଶୋଇବା ଯାଏ ଶ୍ରୀମନ୍ଦିରରେ ଚାଲିଥାଏ ତାଙ୍କର ଅପୂର୍ବ ଲୀଳାଖେଳା । ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦୀରେ…

ରାଜ୍ୟସ୍ତରୀୟ ବନମହୋତ୍ସବ: ଜୁଲାଇ ୭ ତାରିଖ ଦିନ ୪୦ ଲକ୍ଷ ଗଛ ଲଗାଯିବ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଚଳିତ ଜୁଲାଇ ମାସ ୭ ତାରିଖ ଦିନ ସାରା ରାଜ୍ୟରେ ଗୋଟିଏ ଦିନରେ ୪୦ ଲକ୍ଷ ଗଛ ଚାରା ଲଗାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ପାତ୍ରପଡ଼ା-ଭଗବାନପୁର ହାଇସ୍କୁଲ ପରିସରରେ ଆୟୋଜିତ ୬୯ତମ ରାଜ୍ୟସ୍ତରୀୟ ବନ ମହୋତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ରଥଯାତ୍ରା ସମନ୍ୱୟ କମିଟି ବୈଠକ ୬ ତାରିଖକୁ ଘୁଞ୍ଚିଲା

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ତାରିଖରେ ତୃତୀୟ ତଥା ଶେଷ ରଥଯାତ୍ରା ସମନ୍ୱୟ କମିଟି ବୈଠକ ଯୋଗ ଦେବାକୁ ସ୍ଥିର ହୋଇଥିଲା । ଏହି ବୈଠକ ୩ ତାରିଖ ପରିବର୍ତ୍ତେ ଆସନ୍ତା ୬ ତାରିଖରେ ଅନୁଷ୍ଠିତ ହେବ ବୋଲି ସୂତ୍ରରୁ ଜଣାପଡ଼ିଛି । ପୂର୍ବ ନିର୍ଦ୍ଧାରିତ ବିିଭିନ୍ନ…

ଏସୀୟ କ୍ରୀଡ଼ା ଖେଳିବାକୁ ଓଡ଼ିଆ ଜିମ୍ନାଷ୍ଟ ରାକେଶ ପାତ୍ର ଯୋଗ୍ୟତା ଅର୍ଜନ କଲେ

ଭୁବନେଶ୍ୱର: ଓଡ଼ିଶା କ୍ରୀଡ଼ାପ୍ରେମୀଙ୍କ ଲାଗି ପୁଣି ଏକ ଖୁସିର ଖବର । ଓଡ଼ିଶାର ଉଦୀୟମାନ ଜିମ୍ନାଷ୍ଟ ରାକେଶ କୁମାର ପାତ୍ର ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ହେବାକୁ ଥିବା ଏସୀୟ କ୍ରୀଡ଼ା ଜିମ୍ନାଷ୍ଟିକ ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି । ଓଡ଼ିଆ ଯୁବକ ରାକେଶ ହେଉଛନ୍ତି ଏକମାତ୍ର…

ପରୀକ୍ଷା ଖାତା ତ୍ରୁଟିପୂର୍ଣ୍ଣ ମୂଲ୍ୟାଙ୍କନ ପ୍ରସଙ୍ଗ: ସିବିଏସଇ ଦ୍ୱାରା ଓଡ଼ିଶାର ୭ଜଣ ଶିକ୍ଷକ ନିଲମ୍ବିତ

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ (ସିବିଏସଇ) ପକ୍ଷରୁ ଅନୁଷ୍ଠିତ ହୋଇଥିବା ଦଶମ ଓ ଦ୍ୱାଦଶ ଶ୍ରେୀଣୀ ବାର୍ଷିକ ପରୀକ୍ଷା ଖାତା ମୂଲ୍ୟାଙ୍କନ ରେ ତ୍ରୁଟି କରିଥିବାରୁ ସିବିଏସଇ ସମୁଦାୟ ୧୩୦ ଜଣ ଶିକ୍ଷକଙ୍କୁ ନିଲମ୍ବନ କରିଛି । ଏହି ନିଲମ୍ବିତ ହୋଇଥିôବା ଶିକ୍ଷକଙ୍କ ତାଲିକାରେ…

ପ୍ରବଳ ବର୍ଷା ଆଶଙ୍କା: ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ,…

ପ୍ରଭୁ ଅଲାରନାଥଙ୍କୁ ଦର୍ଶନ ଲାଗି ବ୍ରହ୍ମଗିରିରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ/ବ୍ରହ୍ମଗିରି : ପୁରୀ ଶ୍ରୀମନ୍ଦିରର ଅଣସର ଘରେ ଏବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ପୁରୀରୁ ୩୫ କିମି ଦୂର ବ୍ରହ୍ମଗିରିରେ ପ୍ରଭୁ ଅଲାରନାଥଙ୍କୁ ଏବେ ଭକ୍ତମାନେ ଦର୍ଶନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରୁଛନ୍ତି । ହଜାର ହଜାର ଭକ୍ତମାନେ ଭିଡ଼ ଲାଗିଲାଣି…

ବାନ୍ଧବୀ ଆସିଲା ବାନ୍ଧବଗଡ଼ରୁ: ସାତକୋଶିଆରେ ମହାବଳର ସାଥ୍ ଦେଲା ‘ସୁନ୍ଦରୀ’

ଅନୁଗୁଳ : ଏକୁଟିଆ ହୋଇ ପଡ଼ିଥିବା ମହାବଳ ବାଘର ସାଥ୍ ଦେବ ଏବେ ଗୋଟିଏ ବାଘୁଣୀ । ବାଘ ପାଇଁ ବାଘୁଣୀଟିଏ ଖୋଜା ଚାଲିଥିଲା । କିନ୍ତୁ ଏହି ପ୍ରତୀକ୍ଷାର ଅନ୍ତ ଘଟିଛି ସାକକୋଶିଆ ବ୍ୟାଘ୍ର ଅଭୟାରଣ୍ୟରେ । ଅନୁଗୁଳ ଜିଲ୍ଲା ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟରେ ପ୍ରାୟ ସପ୍ତାହକ ପୂର୍ବରୁ…