Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଛତିଶା ନିଯୋଗର ନିଷ୍ପତ୍ତିରେ ରଥଯାତ୍ରାର ଚୂଡ଼ାନ୍ତ କାର୍ଯ୍ୟସୂଚୀ ଧାର୍ଯ୍ୟ ହେଲା

ପୁରୀ : ଆସନ୍ତା ଜୁଲାଇ ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଚୂଡ଼ାନ୍ତ କାର୍ଯ୍ୟସୂଚୀ ଶ୍ରୀମନ୍ଦିର ଛତିଶା ନିଯୋଗ ସ୍ଥିର କରିଛି । ଏନେଇ ଛତିଶା ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଥିଲା । ଛତିଶା ନିଯୋଗର ଏହି…

ବାଲୁକା କଳାକୃତିରେ ସୁଦର୍ଶନ ପଟ୍ଟନାୟକ ‘ଫାଦର୍ସ ଡ଼େ’ ପାଳନ କଲେ

ଭୁବନେଶ୍ୱର : ପୁରୀ ବେଳାଭୂମୀରେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବାଲୁକା କଳା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ପ୍ରଦର୍ଶନ କରି ‘ଫାଦର୍ସ ଡ଼େ’ ପାଳନ କରିଛନ୍ତି । ସେ ଏନେଇ ଟ୍ୱିଟ୍ ମାଧ୍ୟମରେ ତାଙ୍କ ପ୍ରଶଂସକମାନଙ୍କୁ ଶୁଭେଛା ଜ୍ଞାପନ କରିଛନ୍ତି । “ହାପି ଫାଦର୍ସ ଡ଼େ, ମୋ…

ମୁଖ୍ୟମନ୍ତ୍ରୀଙ୍କ ସ୍ମାର୍ଟସିଟି ‘ସ୍ମାର୍ଟ ଜନପଥ ଯୋଜନା’ କାର୍ଯ୍ୟସ୍ଥଳୀ ପରିଦର୍ଶନ

ଭୁବନେଶ୍ୱର : ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ଼ ତତ୍ତ୍ୱାବଧାନରେ ନିର୍ମିିତ ହେଉଥିବା ‘ସ୍ମାର୍ଟ ଜନପଥ ଯୋଜନା’ରେ ଅନ୍ତଭୃକ୍ତ କାର୍ଯ୍ୟସ୍ଥଳୀକୁ ଶନିବାର ସନ୍ଧ୍ୟାରେ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟସିଟି ବ୍ୟାନରରେ ନିର୍ମାାଣାଧିକ କାର୍ଯ୍ୟକୁ ପରିଦର୍ଶନ କରିବା…

ଚିଲିକା ଡ଼ଙ୍ଗାବୁଡ଼ି ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା : ୪ଟି ମୃତଦେହ ଉଦ୍ଧାର ପରେ ଉଦ୍ଧାର କାର୍ଯ୍ୟ ଶେଷ ହେଲା

ବାଲୁଗାଁ : ଚିଲିକାରେ ଶନିବାର ସନ୍ଧ୍ୟାରେ ଡ଼ଙ୍ଗା ଘଟିଥିବା ମର୍ମନ୍ତୁଦ ଡ଼ଙ୍ଗାବୁଡ଼ି ଘଟଣାରେ ଉଦ୍ଧାର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ଏହି ଉଦ୍ଧାର କାର୍ଯ୍ୟ ବାଲୁଗାଁ ଦମକଳ ବାହିନୀ ସହିତ ଓଡ଼୍ରାଫ ଟିମର ଉଦ୍ଧାରକାରୀ କରୁଥିଲେ । ତେବେ ଉଦ୍ଧାର କାର୍ଯ୍ୟ ସମାପ୍ତ ପରେ ନିଖୋଜ ଥିବା ୪ଜଣଙ୍କର…

ଚିଲିକାରେ ମର୍ମନ୍ତୁଦ ଡ଼ଙ୍ଗା ଦୁର୍ଘଟଣା: ନାବାଳିକା ମୃତ, ୮ଜଣ ନିଖୋଜ

ବାଲୁଗାଁ : ମରାଳ ମାଳିନୀ ନୀଳାମ୍ବୁ ଚିଲିକାରେ ଶନିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ଦୁର୍ଘଟଣା ଘଟି ଜଣେ ନାବାଳିକାର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ନିଖୋଜ ଅଛନ୍ତି । ଏକ ପର୍ଯ୍ୟଟକ ଡ଼ଙ୍ଗା କାଳିଯାଇ ନିକଟରେ ବୁଡ଼ି ଯିବାରୁ ଏଥିରେ ଥିବା ଯାତ୍ରୀମାନେ ଭାସିଯାଇଥିଲେ । ଘଟଣାର ଖବର ପାଇ ବାଲୁଗାଁ…

ଭୁବନେଶ୍ୱର ଏୟାରପୋର୍ଟରୁ ୮ ଲକ୍ଷ ଟଙ୍କାର ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରେ ଏବେ କିଛିଦିନ ହେଲା ସୁନା ଚାଲାଣ ବୃଦ୍ଧି ପାଇଛି ଏବଂ କଷ୍ଟମ ବିଭାଗ ମଧ୍ୟ ବେଆଇନ ସୁନା ଚାଲାଣକାରୀଙ୍କୁ ଧରିବାରେ ସକ୍ଷମ ହୋଇ ପାରିଛନ୍ତି । ଆଜି ଭୁବନେଶ୍ୱର ବିମାନବନ୍ଦରରୁ କଷ୍ଟମ ବିଭାଗ ପୂର୍ବରୁ ଖବର ପାଇ ଚଢଉ…

ଦୁବାଇରେ ଓଡ଼ିଆ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ !

କେନ୍ଦ୍ରାପଡ଼ା : ଦୁବାଇରେ କାର୍ଯ୍ୟରତ ଜଣେ ଓଡ଼ିଆ ଶ୍ରମିକଙ୍କ କାର୍ଯ୍ୟସ୍ଥଳରେ ସନ୍ଦେହଜନକ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି । ମୃତ ଓଡ଼ିଆ ଶ୍ରମିକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାର ଜମ୍ଭୁ ଥାନା ଅନ୍ତର୍ଗତ ଭଟେନି ଗାଁ’ର ଶ୍ରୀବିନ୍ଦୁ ମାଇତି ବୋଲି ଜଣା ପଡ଼ିଛି । ପୋଲିସ ସୂତ୍ରରୁ…

ଓଡ଼ିଶା ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଦେଲେ ଚିଠି: ଝାରସୁଗୁଡ଼ା ଏୟାରପୋର୍ଟକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ…

ଭୁବନେଶ୍ୱର : ଝାରସୁଗୁଡ଼ା ବିମାନବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଚିଠି ଲେଖିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଚିଠିରେ ବୀର ସୁରେନ୍ଦ୍ର ସାଏଙ୍କ ନାମରେ…

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ଡ଼ିଜିପିଙ୍କୁ ଭେଟି ମୋକଦ୍ଦମା ରୁଜୁ କରିବା ଲାଗି ଦାବି କଲା ବିଜେପି

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଏବଂ ରତ୍ନଭଣ୍ଡାର ସୁରକ୍ଷା ନେଇ ଏବେ ଶାସକ ଓ ବିରୋଧି ଦଳ ମଧ୍ୟରେ ରାଜନୈତିକ ଛକାପଞ୍ଝା ବୃଦ୍ଧି ପାଇବାରେ ଲାଗିଛି । ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ମୋକଦ୍ଦମା ରୁଜୁ କରିବା ଲାଗି ଦାବି…

ରଥଯାତ୍ରା ଉପଲକ୍ଷେ ‘ଓଟିଡ଼ିସି’ ର ସ୍ପେସାଲ୍ ଟୁର୍ ପ୍ୟାକେଜ୍

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧୪ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଓଡ଼ିଶା ଟୁରିଜିମ୍ ଡ଼େଭଲପମେଣ୍ଟ କର୍ପୋରେସନ (ଓଟିଡ଼ିସି) ପକ୍ଷରୁ ଏକ ସ୍ପେସାଲ୍ ଟୁର୍ ପ୍ୟାକେଜ ଘୋଷିତ ହୋଇଛି । ଗ୍ରାଣ୍ଡ ସେଣ୍ଟ୍ରାଲ୍ ହୋଟେଲ୍ ରୁଫଟପ୍ ପ୍ୟାକେଜ ନିମନ୍ତେ ଦାମ ରହିଛି ଜଣକ ପିଛା ୪,୧୯୯…