Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶୋଚନୀୟ ପରାଜୟ ପରେ ଇଭିଏମକୁ ଦୋଷ ଦେଲେ ଉଦ୍ଧବ ଠାକରେ

ନୂଆଦିଲ୍ଲୀ : ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଇଭିଏମକୁ ଦୋଷ ଦେଇଛନ୍ତି ଶିବସେନା ନେତା ଉଦ୍ଧବ ଠାକରେ। ମହାରାଷ୍ଟ୍ର ନିର୍ବାଚନରେ ମହାୟୁତିକୁ ୨୩୬ ଆସନ ଓ ମହା ବିକାଶ ଅଘାଡିକୁ ୪୮ ଆସନ ମିଳିଛି। ସେ କହିଛନ୍ତି, ଏହି ଫଳାଫଳ ଅସ୍ବାଭାବିକ। ମୁଁ ଭାବୁନାହିଁ ଯେ ମୋ ମହାରାଷ୍ଟ୍ର…

ଅଁଳା ଓ କଞ୍ଚା ହଳଦୀ ସେବନରୁ ମିଳିବ କ୍ୟାନ୍ସରରୁ ମୁକ୍ତି, ପତ୍ନୀଙ୍କ ସୁସ୍ଥ ହେବାର ରହସ୍ଯ କହିଲେ ସିଦ୍ଧୁ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ତଥା ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ଯକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ସୂଚନା ଅନୁଯାୟୀ ତାଙ୍କ ପତ୍ନୀ ନବଜୋତ କୌର ବର୍ତ୍ତମାନ କର୍କଟ ରୋଗରୁ ସମ୍ପୂର୍ଣ୍ଣ ଭାବେ ମୁକ୍ତ ହୋଇଯାଇଛନ୍ତି। ସିଦ୍ଧୁ କହିଛନ୍ତି ଯେ ତାଙ୍କ ପତ୍ନୀଙ୍କ ସ୍କାନିଂ କରାଯାଇଥିଲା ଯେଉଁଥିରେ…

ଜେଏମଏମକୁ ଜିତାଇଲେ ଓଡ଼ିଆ ଝିଅ

ନୂଆଦିଲ୍ଲୀ: ଝାଡଖଣ୍ଡରେ ଦେଖିବାକୁ ମିଳିଛି କଳ୍ପନା ଯାଦୁ। ପୁରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କ ଚର୍ଚ୍ଚା। ତେବେ ଲଗାତର ଦ୍ଵିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ମିଳିବେ ହେମନ୍ତ ସୋରେନ। ହେଲେ ଝାଡଖଣ୍ଡରେ ଇଣ୍ଡିଆ ମେଣ୍ଟକୁ ଜିତାଇବାରେ…

ମହାୟୁତିର ‘ମହା’ବିଜୟ ପଛର ବଡ଼ କାରଣ

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ମହାୟୁତିର ବିଶାଳ ବିଜୟ । ବିଜେପି ସୁନାମୀ, ସିନ୍ଦେ ଓ ଅଜିତଙ୍କ ପାଓ୍ବାର ଶୋ’ । ନା ଶାସନ ବିରୋଧୀ ଲହର କାମ ଦେଲା ନା ଅସଲି, ନକଲି ଓ ପ୍ରତାରଣା ପଲିଟିକ୍ସ । ବିଜେପି ସହ ସହଯୋଗୀ ଏକନାଥ ସିନ୍ଦେଙ୍କ ଶିବସେନା ଓ ଅଜିତ ପାଓ୍ବାରଙ୍କ ଏନସିପିକୁ ମନଖୋଲି ସମର୍ଥନ…

ଜାଣନ୍ତୁ ଶୀତରେ କିପରି କରିବେ ବାଦାମର ସେବନ, ୮୦ ପ୍ରତିଶତ ଲୋକ କରିଥାନ୍ତି ଏହି ଭୁଲ୍?

ଭୁବନେଶ୍ବର: ଶୀତ ଆସିବା ମାତ୍ରେ ଲୋକମାନେ ପ୍ରତିଦିନ ବାଦାମ ଖାଇବା ଆରମ୍ଭ କରନ୍ତି । ବାଦାମ ଶରୀରକୁ ଶକ୍ତି ଦେଇଥାଏ ଏବଂ ଏଥିରେ ଥିବା ଭିଟାମିନ୍ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ । ବାଦାମ ଖାଇବା ଦ୍ବାରା ଶରୀରରେ ଉଷ୍ମତା ଆସିଥାଏ । ବାଦାମ ଦୁନିଆର ସବୁଠାରୁ ଶକ୍ତିଶାଳୀ ଡ୍ରାଏ…

ଓଡିଆଙ୍କ ଅନନ୍ୟ ପରମ୍ପରା କାଞ୍ଚିଅଁଳା ନବମୀ, ଘରେ ଘରେ ପୂଜା ହୁଅନ୍ତି ଶୁଖୁଆ ବୋହୁ

ଭୁବନେଶ୍ଵର: ଓଡିଆ ଘରେ ରହିଛି ବାର ମାସରେ ତେର ପର୍ବ। ସେମିତି ଏକ ପର୍ବ ହେଉଛି କାଞ୍ଚିଅଁଳା ନବମୀ। ବିଶେଷ କରି ଉପକୂଳ ଓଡ଼ିଶାରେ ଏହା ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ। କୃଷ୍ଣ ପକ୍ଷ ନବମୀ ତିଥୀରେ ତଥା ପ୍ରଥମାଷ୍ଟମୀ ପର ଦିନ ଏହି କାଞ୍ଜି ଅଁଳା ଓଷା କରାଯାଇଥାଏ। ଏହି ପୂଜା ଷଠି…

ଉପନିର୍ବାଚନ ଫଳାଫଳ: ୱାୟନାଡରେ ପ୍ରିୟଙ୍କା, ୟୁପିରେ ବିଜେପି ଆଗୁଆ

ୱାୟନାଡ: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ସହ ୧୫ଟି ରାଜ୍ୟର ୪୬ଟି ବିଧାନସଭା ଏବଂ ୨ଟି ଲୋକସଭା ଆସନ ପାଇଁ ଭୋଟିଂ ଗଣତି ଚାଲିଛି। ପ୍ରିୟଙ୍କା ଗାନ୍ଧୀ ୩.୫ ଲକ୍ଷରୁ ଅଧିକ ଭୋଟରେ ୱାୟନାଡ ଲୋକସଭା ନିର୍ବାଚନ ମଣ୍ଡଳୀରେ ଆଗରେ ରହିଛନ୍ତି। ଏଠାରେ ସିପିଆଇର ସତ୍ୟନ ମୋକେରୀ ଦ୍ୱିତୀୟ ସ୍ଥାନରେ…

ପ୍ରଥମାଷ୍ଟମୀ ଏବଂ ଏଣ୍ଡୁରୀ ପିଠା, ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳି

ଭୁବନେଶ୍ଵର: ଆଜି ପ୍ରଥମାଷ୍ଟମୀ। ଓଡ଼ିଆ ପରମ୍ପରାରେ ମାର୍ଗଶୀର ମାସ ଅଷ୍ଟମୀ ତିଥିରେ ଘରର ପ୍ରଥମ ପୁଅ ଝିଅଙ୍କୁ ପୂଜାର୍ଚ୍ଚନା କରାଯାଏ। ଏହିଦିନ ମା’ମାନେ ଘରେ ନିଜର ପ୍ରଥମ ପୁଅ ଝିଅଙ୍କୁ ଠାକୁରଙ୍କ ଆଗରେ ବସାଇ ପୂଜାର୍ଚ୍ଚନା କରିଥାଆନ୍ତି। ଓଡ଼ିଆ ପରମ୍ପରା ଅନୁଯାୟୀ ଘରର ପ୍ରଥମ ପୁଅ ବା…

କିଏ ମାରିବ ଝାଡ଼ଖଣ୍ଡ ବାଜି ?

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ସରିଛି। ଆଉ ମାତ୍ର କେଇ ଘଣ୍ଟା ପରେ ଆସିବ ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ । ନେତାମାନଙ୍କ ବୟାନରେ ମଧ୍ୟ ସରଗରମ ହୋଇଛି ରାଜ୍ୟ ରାଜନୀତି। ରାଜ୍ୟରେ ଇଣ୍ଡିଆ ଓ ଏନଡିଏ ମଧ୍ୟରେ କଡା ମୁକାବିଲା ହୋଇଛି। ଏକଜିଟ ପୋଲ ଅନୁସାରେ ଏନଡିଏ ଆଗରେ ରହିଛି। ସେହିପରି…

‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଚାଲିଥିବା ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ) ମଞ୍ଚରେ ‘ଓଡ଼ିଶା ରାଜ୍ୟ ଦିବସ ସମାରୋହ’ ଆୟୋଜିତ ହୋଇଯାଇଛି । ଶୁକ୍ରବାର ହୋଇଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି…