Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେଲା ଦଶମୂଳ ମୋଦକ

ପୁରୀ: ଅଣସର ଘରେ ରହି ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ଗୁପ୍ତସେବା । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହୋଇଛି ଦଶମୂଳ ମୋଦକ । ରାଜବୈଦ ଏହି ଦଶମୂଳ ମୋଦକ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି କରିଛନ୍ତି । ନୀଳାଦିଅ ମହୋଦୟ ଶାସ୍ତ୍ର…

ଓଡ଼ିଶା ଲଳିତ କଳା ଏକାଡେମୀର ଶ୍ରୀଜଗନ୍ନାଥ ଶୀର୍ଷକ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ୨୮ ଜଣ ଚିତ୍ରଶିଳ୍ପୀଙ୍କୁ ନେଇ  ‘ଶ୍ରୀଜଗନ୍ନାଥ’ ଶୀର୍ଷକରେ ଏକ ରାଜ୍ୟସ୍ତରୀୟ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଯାଇଛି ।ଏହି ଶିବିରରେ ଓଡ଼ିଶାର…

୧୦୦ ଦିନିଆ ଯୋଜନାରେ ଏଟିଏଲସିର ପୁନଃକଳ୍ପନା, ପ୍ରତିଷ୍ଠା ହେବ ନୂତନ ଶିକ୍ଷା କେନ୍ଦ୍ର ଓ ଭାଷା ପରୀକ୍ଷାଗାର

ଭୁବନେଶ୍ବର : ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ୧୦୦ ଦିନିଆ ଯୋଜନା ଅଧୀନରେ ସହରସ୍ଥିତ ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ ପାଇଁ ଏକ ନୂତନ ଏକାଡେମିକ୍ ସେଣ୍ଟର ଏବଂ ଭାଷା ପରୀକ୍ଷାଗାର ପ୍ରତିଷ୍ଠା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିକଟରେ…

ଆରମ୍ଭ ହେଲା ମହଙ୍ଗା ମାଡ଼: ମୋବାଇଲ୍ ଟାରିଫ ଦାମ ବଢାଇଲା ରିଲାଏନ୍ସ ଜିଓ

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଗ୍ରାହକଙ୍କୁ ବଡ଼ ଝଟକା । ଜିଓ ଟାରିଫ ବୃଦ୍ଧି କରିବ ରିଲାଏନ୍ସ ଜିଓ । କମ୍ପାନୀ ପକ୍ଷରୁ ପ୍ରିପେଡ ପ୍ଲାନ ଉପରେ ଲାଗୁଥିବା ଟାରିଫରେ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି । ଏ ବାବଦରେ ଆଜି କମ୍ପାନୀ ପକ୍ଷରୁ ଅଫିସିଆଲ ଭାବେ ଘୋଷଣା କରାଯାଇଛି । ନୂଆ ନିୟମ ଜୁଲାଇ ୩ରୁ…

ନାଦବ୍ରହ୍ମ ସଙ୍ଗୀତ ଉତ୍ସବ-୨୦୨୪ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ନାଦବ୍ରହ୍ମ ସଙ୍ଗୀତ ଉତ୍ସବ-୨୦୨୪ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଆୟୋଜିତ ଏହି ଉତ୍ସବର ପ୍ରଥମ ଦିବସରେ ଏକାମ୍ର ବିଧାୟକ ବାବୁ ସିଂ, ପ୍ରଖ୍ୟାତ କଣ୍ଠଶିଳ୍ପୀ ଶ୍ୟାମାମଣୀ ଦେବୀ, କୁଳପତି…

କୋଷାଗାର ନିର୍ଦ୍ଦେଶାଳୟ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : କୋଷାଗାର ନିର୍ଦ୍ଦେଶାଳୟ ସାଂସ୍କୃତିକ ପରିଷଦର ପଞ୍ଚଦଶତମ ବାର୍ଷିକ ଉତ୍ସବ ମହାସମାରୋହରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶା ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେ ମୁଖ୍ୟ ଅତିଥି , ଅର୍ଥ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ…

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ, ଅଣସର ଘରେ ଚାଲିଛି ଗୁପ୍ତସେବା

ପୁରୀ: ସୁନା କୂଅରୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅସୁସ୍ଥତା ଯୋଗୁ ଅଣସର ବାସରେ ରହିଛନ୍ତି ଶ୍ରୀବିଗ୍ରହ। ବିଳମ୍ବିତ ରାତିରେ ସ୍ନାନବେଦିରୁ ବାହୁଡ଼ା ପହଣ୍ଡିରେ ଯିବା ବେଳେ ଅଣସର ପିଣ୍ଡିରେ ଅଟକିଛନ୍ତି ତିନି ଠାକୁର। କେବଳ ଏକ ଦୀପକୁ ଛାଡ଼ିଦେଲେ ଅଣସର…

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ପୁରୀ: ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜର ହୋଇଛି। ଏଥିପାଇଁ ମହାପ୍ରଭୁ ଅଣସର ଗୃହରେ ରହିଛନ୍ତି। ଅଣସର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ନୀତି କରାଯାଉଛି। ମହାପ୍ରଭୁଙ୍କ ଅଣସର ସମୟରେ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପଟିଦିଅଁ…

୧୦୦ ଦିନରେ ସୁଭଦ୍ରା ଯୋଜନା: କଣ ରହିବ ରୂପରେଖ

ଭୁବନେଶ୍ଵର: ଓଡିଶାରେ ସରକାର ଗଢିଛି ବିଜେପି । ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ପ୍ରଥମ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀ କରିଛନ୍ତି ବଡ଼ ଘୋଷଣା । ଆଗାମି ୧୦୦ଦିନ ଭିତରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ ହେବାନେଇ…

ସରିନି ରଜ ମଉଜ, ଆଜି ଶେଷ ରଜ, ଉତ୍ସବ ମୁଖର ଗାଁ ଠୁ ସହର

ଭୁବନେଶ୍ଵର: ଓଡିଶାର ସଂସ୍କୃତି ଓ ପରମ୍ପରାର ପର୍ବ ରଜ। ଆଜି ଶେଷ ରଜକୁ ଧୁମଧାମରେ ପାଳୁଛନ୍ତି ଓଡିଶାବାସୀ । ଏହି ଗଣ ପର୍ବ ପାଇଁ ଉତ୍ସବମୁଖର ହୋଇଛି ଗାଁ ଠାରୁ ସହର । ଚାରିଆଡେ ଉତ୍ସବର ମାହୋଲ। ପିଠାପଣାର ବାସ୍ନାରେ ମହକୁଛି ପ୍ରତିଟି ଓଡିଆ ଘର । ଏହି ଦିନକୁ ମାଟି ଓ ମୌସୁମୀର ମିଳନ ପର୍ବ…