Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କାଲି ରୁକୁଣା ରଥ, ଆଜି ନେତ ଉତ୍ସବ, ମରୀଚିକୁଣ୍ଡର କଳସ ପାଣିରେ ଆରମ୍ଭ ହେବ ରଥ ପ୍ରତିଷ୍ଠା ପର୍ବ

ଭୁବନେଶ୍ଵର: ଆଜି ନେତ୍ର ଉତ୍ସବ । ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ । କାଲି ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରୁକୁଣା ରଥ ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଅପରାହ୍ନ ୩ଟା ଠାରୁ ସାଢ଼େ ୩ଟା ଭିତରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ଟଣା ହେବ। ଆଜି ମଧ୍ୟ ରାତ୍ରିରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆତ୍ମ ନିବେଦନ କରି ଗଜ ନିଜ ହୃଦୟ ପଦ୍ମକୁ ତାଙ୍କ ପାଦପଦ୍ମରେ ସମର୍ପଣ କରିବା ପରେ ହିଁ ଈଶ୍ୱର କୃପା ପ୍ରାପ୍ତ ହୋଇଥିଲେ। ତେଣୁ ଆତ୍ମ ନିବେଦନରେ ଆମେ କ’ଣ ସମର୍ପଣ…

ଏହି ଦିନଠାରୁ ବନ୍ଦ ହୋଇଯିବ କଲ୍‌ ଫରୱାର୍ଡିଂ ସେବା, ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: ଏପ୍ରିଲ ୧୫ ତାରିଖଠାରୁ ଦେଶରେ ବନ୍ଦ ହୋଇଯିବ ୟୁଏସଏସଡି(USSD) କୋଡ୍ ମାଧ୍ୟମରେ କଲ୍ ଫରୱାର୍ଡ ସୁବିଧା। ଅନଲାଇନ୍ ତଥା ନକଲି କଲ୍ ମାଧ୍ୟମରେ ଜାଲିଆତି ବନ୍ଦ କରିବାକୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଦେଶରେ ଅନ୍‌ଲାଇନ୍‌ ଠକେଇ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। କିନ୍ତୁ…

ସୁନା ବେଶରେ ଦର୍ଶନେ ଦେଇଛନ୍ତି ମା’ ତାରିଣୀ, ଧୁମଧାମରେ ଜମୁଛି ଚଇତି ପର୍ବ

କେନ୍ଦୁଝର: ଆଜି ହେଉଛି ମହାବିଷୁବ ପଣା ସଂକ୍ରାନ୍ତି। ଏହା ସହ ଓଡ଼ିଆ ନବବର୍ଷ। ଏହି ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଘଟଗାଁ ମାତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଛି । ଆଜି ଭୋର ୫ଟାରୁ ମା’ଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିଷ୍ଣୁ ସ୍ୱରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବିଷ୍ଣୁ ସ୍ୱରୂପତା ସର୍ବୋତ୍ତ ଭାବେ ଗ୍ରହଣୀୟ। ଶ୍ରୀମନ୍ଦିର ଚୂଡାରେ ଅଙ୍କିତ ରମାନନ୍ଦୀ ଚିତା ମଧ୍ୟ ସାର୍ବଜନିନ ଭାବେ ଏହାକୁ ବିଷ୍ଣୁ ଆରାଧିତ ମନ୍ଦିର ଭାବରେ ପରିଗଣିତ…

ପବିତ୍ର ମହାବିଷୁବ ସଂକ୍ରାନ୍ତି, ଘରେ ଘରେ ଚଉରା ମୂଳେ ବନ୍ଧାହେବ ବସୁନ୍ଧରା ଠେକି

ଭୁବନେଶ୍ଵର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଏକ ଆନନ୍ଦ ଉଲ୍ଲାସର ଦିନ। ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିର୍ଗୁଣ ନିରାକାର ସ୍ୱରୂପ ଆରାଧନା ବିଷୟ ଆମେ ଆଲୋଚନା କରିବା ପରିପ୍ରେକ୍ଷୀରେ କିଛି ବିଶେଷଣର ପ୍ରୟୋଗ କରିଥିଲେ । ଆଜି ତାର ସଠିକ ବିଶ୍ଳେଷଣ କରିବା । ଅକ୍ଷର :-…

ବିଶ୍ଵ ଛେନାପୋଡ ଦିବସ, ଜିଆଇ ଟ୍ୟାଗକୁ ଆଉ କେତେଦିନ…

ଭୁବନେଶ୍ଵର: ମିଠା, ନାଁ ଶୁଣୁ ଶୁଣୁ ନା ନା ପ୍ରକାରର ସ୍ୱାଦିଷ୍ଟ ମିଠା ମନକୁ ଆସିଯାଏ । ଓଡିଆଙ୍କ ପରମ୍ପରା ତ ପିଠା ଆଉ ମିଠାରୁ ଜଣା ପଡିଯାଏ । ପଖାଳ ଦିବସ, ରସୋଗଲା ଦିବସ ଭଳି ଆଜି ହେଉଛି ଛେନା ପୋଡ ଦିବସ । ଛେନାପୋଡ ନାଁ ଶୁଣିଲେ ପାଟିରେ ପାଣି ଆସିଯାଏ । ଥରେ ଯିଏ ଏହାର ସ୍ୱାଦ ପାଇଛି ଆଉ…

ଆଜି ଇଦ୍, ଚଳଚଞ୍ଚଳ ମସଜିଦ

ଭୁବନେଶ୍ବର: ସାରା ଦେଶରେ ପାଳନ ହେବ ଆଜି ଇଦ୍। ଇସ୍ଲାମିକ କ୍ୟାଲେଣ୍ଡର ହିଜରୀ ଅନୂସାରେ,ରମଜାନ ମାସ ୨୯ ଦିନ କିମ୍ବା ୩୦ ଦିନର ହୋଇଥାଏ। କିନ୍ତୁ ଚଳିତ ବର୍ଷ ୨୯ ଦିନରେ ଇଦ୍ ଚାନ୍ଦ ଦେଖାନଯିବାରୁ ଏଥର ରମଜାନ ୩୦ ଦିନ ପାଳନ ହୋଇଛି । ଅର୍ଥାତ ୩୦ ଦିନରେ ଚାନ୍ଦ ଦେଖାଯାଇଥିବାରୁ ଆଜି ସାରା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହିମା ପ୍ରସଙ୍ଗ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମହିମା ବର୍ଣ୍ଣନା କରିବାକୁ ଯାଇ ଭକ୍ତଟିଏ ତାଙ୍କୁ ପ୍ରହ୍ଲାଦ ରକ୍ଷାକାରି, ରାବଣାମାରୀ, କଂସାରୀ, ଅଘ -ତମ ନାଶକାରି ତଥା ତାରଣ -ମାରଣ କାରି ଓ ସର୍ବୋପରି ଅନାଥର ନାଥ…