Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ନବଦୁର୍ଗା: ସ୍କନ୍ଦମାତା ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ଖିଲିଖିଲି ହସୁଛି କାଶତଣ୍ଡି ଫୁଲ । ଏବେ ଖାଲି ଅପେକ୍ଷା ମା'ଙ୍କ ଆଗମନକୁ । ଆଉ ଦିନ କେଇଟା ପରେ ଦୁର୍ଗାପୂଜା । ଧରାବତରଣ କରିବେ ମା' ଦୁର୍ଗତିନାସିନି ଦୂର୍ଗା । ସେଥିପାଇଁ ଏବେ ସମସ୍ତ ଦେବୀ ପୀଠରେ ମା ଙ୍କ ନବରାତ୍ରୀ ପୂଜା । ଏହି ଅବସରରେ ସକାଳୁ ବିଭିନ୍ନ ଦେବୀ ପୀଠ ମାନଙ୍କରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ମାଘ ମାସର ପର୍ବପର୍ବାଣୀ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ମାସରେ ବିଭିନ୍ନ ପର୍ବପର୍ବାଣୀ ବିଷୟରେ ଆଲୋଚନା ଜାରି ରହିଛି। ଏହି କ୍ରମରେ ଆଜି ଆଲୋଚନା କରିବା ମାଘ ମାସ ବିଷୟରେ । ଶ୍ରୀ ପଞ୍ଚମୀ ବା ବସନ୍ତ…

ଅଜବ ଗାଡ଼ି: ଆଗରୁ ଟ୍ରାକ୍ଟର, ପଛରୁ ଦେଖିଲେ ବସ୍‌; ଭିଡ଼ିଓ ଭାଇରାଲ

ଆଜିକାଲି ସୋସିଆଲ ମିଡ଼ିଆରେ ଅଜବ ଅଜବ ଭିଡ଼ିଓସବୁ ଦେଖିବାକୁ ମିଳୁଛି । ଯାହାକୁ ଦେଖିଲେ ବି ଆମକୁ ବିଶ୍ୱାସ କରିବା କଷ୍ଟକର ହୋଇପଡ଼େ । ଏବେ ଠିକ୍ ସେମିତି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି, ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ରାସ୍ତାରେ ଯାଉଥିବା ଏକ ଗାଡ଼ିର…

୧୬ ସନ୍ତାନର ମା’ହେଲେଣି ମହିଳା, ଏବେ ଅଛନ୍ତି ଗର୍ଭବତୀ, ଆଗକୁ ଆହୁରି ଇଛା

ନ୍ୟୁୟର୍କ: ମା’ ହେବାର ଅନୁଭୂତି ପ୍ରତ୍ୟେକ ମହିଳାଙ୍କ ପାଇଁ ସ୍ୱତନ୍ତ୍ର । କିନ୍ତୁ ଏହି ଅଭିଜ୍ଞତା ମଧ୍ୟ ବହୁତ କଷ୍ଟକର । ଗର୍ଭଧାରଣ ସମୟ ଏବଂ ତା’ପରେ ପିଲାମାନଙ୍କୁ ବଢାଇବା ଆଦୌ ସହଜ ନୁହେଁ । ଗର୍ଭାବସ୍ଥାରେ ମହିଳାଙ୍କ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଏହି କାରଣରୁ, ଅନେକ ମହିଳା ଗୋଟିଏ…

ଦୁନିଆର ସବୁଠାରୁ ବୟସ୍କା ସୁପର ମଡ଼େଲ

କଥାରେ ଅଛି ବୟସ କେବଳ ଏକ ସଂଖ୍ୟା । ବଢୁଥିବା ବୟସରେ ଅନେକ ଲୋକ ହତାଶ ହୋଇ ନିଜ ଜୀବନକୁ ପରିସ୍ଥିତି ଉପରେ ଛାଡିଦିଅନ୍ତି । କିନ୍ତୁ କିଛି ଲୋକ ଅଛନ୍ତି ଯେଉଁମାନେ ବୟସକୁ ଏକ ସଂଖ୍ୟା ଭାବରେ ବିବେଚନା କରିବା ସହ ନିଜ ସଉକରେ ଆଗକୁ ବଢିବାକୁ ପସନ୍ଦ କରନ୍ତି । ଜଣେ ବୃଦ୍ଧା ୯୫ ବର୍ଷ ବୟସରେ ବି…

ବଦଳୁଛି ସଂକ୍ରମଣର ଧାରା, ପୁରୁଷ ବି ହେଉଛନ୍ତି ସ୍ତନ କର୍କଟର ଶୀକାର

ଲଣ୍ଡନ: ସାଧାରଣତଃ ମହିଳାଙ୍କ ସ୍ତନ କର୍କଟ ହେବା ପ୍ରାୟ ସମସ୍ତେ ଜାଣିଥିବେ । ହେଲେ ଏବେ ବଦଳୁଛି ସଂକ୍ରମଣର ଧାରା । ପୁରୁଷ ବି ହେଉଛନ୍ତି ସ୍ତନ କର୍କଟ ରୋଗର ଶୀକାର । ନିକଟରେ ଫ୍ଲୋରିଡ଼ାର ଜଣେ ପୁରୁଷଙ୍କ ସ୍ତନ କର୍କଟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଫ୍ଲୋରିଡ଼ାର ବାସିନ୍ଦା ୪୩ ବର୍ଷୀୟ…

ଅଙ୍କାବଙ୍କା ନୁହେଁ, ସିଧା ଚାଲୁଛି ସାପ

ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଏକ ସାପ ଅଙ୍କାବଙ୍କା ହୋଇ ନୁହେଁ ସିଧା ଚାଲୁଛି । ଏହି ଭିଡିଓ ଦେଖି ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ସାଧାରଣତଃ ସାପର ଗୋଡ଼ ନ ଥାଏ । କିନ୍ତୁ ଭାଇରାଲ ହେଉଥିବା ଭିଡିଓରେ ସାପଟି ତାର ଗୋଡ଼ରେ ଚାଲୁଥିବାର ଭ୍ରମ ସୃଷ୍ଟି…

ଠାବ ହେଲା ୩୪୦୦ ବର୍ଷର ମମି ଆକୃତି ମୃତଦେହ

କାଏରୋ: ନିକଟରେ ମିଶରରେ ଏକ ପ୍ରାଚୀନ କବର ଠାବ କରାଯାଇଛି । ଏଥିରେ ‘ମୃତକଙ୍କ ବହି’ ସହ ୩୪୦୦ ବର୍ଷ ପୁରୁଣା ମମି ଆକୃତି ମୃତଦେହ ରହିଥିବା ଦେଖିବାକୁ ମିଳିଛି । ଏଥିରେ ପ୍ରାଚୀନ ମିଶରର ନ୍ୟୁ କିଙ୍ଗ୍‌ଡମ୍‌ର ପୂଜାରୀଙ୍କ ମୃତଦେହ ସାମିଲ ହୋଇଥାଇପାରେ ବୋଲି କୁହାଯାଉଛି । ରିପୋର୍ଟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ପୌଷ ମାସର ପର୍ବପର୍ବାଣୀ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ପରମ୍ପରାରେ ଆସନ୍ତୁ ଜାଣିବା ପୌଷ ମାସ ବିଷୟରେ। ଏହି ମାସରେ ଶୀତ ଯୋଗୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି ପହିଲି ଭୋଗ। ବାହାରେ ଋତୁରେ ବି ଆସୁଛି…

ନବଦୁର୍ଗା: କୁଷ୍ମାଣ୍ଡା ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନବଗୌରୀ ବା ନବଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହୁଏ । ନବରାତ୍ରୀ ହେଉଛି ଦଶହରା ମହୋତ୍ସବର ଆଦ୍ୟ ପର୍ବ ।…