Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବିବାହକୁ ସ୍ମରଣୀୟ କରିବାକୁ ଭିନ୍ନ ପ୍ରୟାସ: ବିବାହ ମଞ୍ଚରେ ଆୟୋଜନ ହେଲା ସାପ ଖେଳ

ଆଜିକାଲି ଅନେକ ନିଜ ବିବାହକୁ ସ୍ୱତନ୍ତ୍ର ଓ ସ୍ମୃରଣୀୟ କରିବା ପାଇଁ ଭିନ୍ନ ଭିନ୍ନ ଉପାୟ ଆପଣାଉଛନ୍ତି । ଏବେ ସେମିତି ଜଣେ ବ୍ୟକ୍ତି ନିଜ ବିବାହକୁ ସ୍ୱତନ୍ତ୍ର କରିବାକୁ ଯାଇ ମଞ୍ଚ ଉପରେ ସାପ ଖେଳ ପ୍ରଦର୍ଶନ କରିଛନ୍ତି । ଯାହାକୁ ଦେଖି ବିବାହ ଉତ୍ସବରେ ଯୋଗ ଦେଇଥିବା ଅତିଥିମାନେ ଆଶ୍ଚର୍ଯ୍ୟ…

୨୦୦ ବର୍ଷର ଏମିତି ମନ୍ଦିର, ଯେଉଁଠି ପୂଜା ପାଉଛନ୍ତି ଅଟାରେ ତିଆରି ମୂର୍ତ୍ତି

ଗୁଜୁରାଟ: ସାଧାରଣତଃ ଭଗବାନଙ୍କ ମୂର୍ତ୍ତି ମାର୍ବଲ କିମ୍ବା ପଥରରେ ତିଆରି ହୋଇଥାଏ । ଆଉ କେଉଁଠି କାଠରେ ନିର୍ମିତ ପ୍ରତିମା ମଧ୍ୟ ପୂଜା ପାଆନ୍ତି । ଦେଶରେ ଅନେକ ହନୁମାନ ମନ୍ଦିର ଅଛି । କିନ୍ତୁ ଗୁଜରାଟରେ ଏମିତି ଏକ ହନୁମାନଙ୍କ ମନ୍ଦିର ଅଛି, ଯାହା ଅଟାରେ ନିର୍ମିତ । ଏହା ୨୦୦ ବର୍ଷ…

ଭାଇରାଲ ଫିବର୍‌କୁ ଏଡାଇବା ପାଇଁ ଘରୋଇ ଉପଚାର

ଋତୁ ପରିବର୍ତ୍ତନଶୀଳ। ଋତୁ ପରିବର୍ତ୍ତନକୁ ନେଇ ଘରେ ଘରେ ବିଭିନ୍ନ ପ୍ରକାରର ସଂକ୍ରମଣ ରୋଗ ହେଉଥିବା ଦେଖିବାକୁ ମିଳେ। ବର୍ଷା ଋତୁରେ ଭାଇରାଲ ଫିବର୍ ବା ସଂକ୍ରମିତ ଜ୍ୱର ହେବାର ଆଶଙ୍କା ରହୁଛି। ଆପଣ ମଧ୍ୟ ଏପରି ସମସ୍ୟାର ସମ୍ମୁଖୀନ କରନ୍ତି ତେବେ ଆପଣ ଘରୋଇ ଉପଚାର ଗ୍ରହଣ କରି ଆରାମ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଶ୍ରୀମହାପ୍ରସାଦଙ୍କ ଗୁଣ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମହାପ୍ରସାଦ ରନ୍ଧନ ହେଉଥିବା ରୋଷଶାଳ ବିଷୟରେ ଅନେକ ଆଲୋଚନା କଲେ, ଆଉ ଜାଣିଲେ ଯେ ଅନେକ ସ୍ୱାଦିଷ୍ଟ ଓ ଅପୂର୍ବ ସୁଗନ୍ଧ ଯୁକ୍ତ ବ୍ୟଞ୍ଜନ ଏହି ରୋଷଶାଳରେ…

କୁକୁର ପାଇଁ ଚାକିରି ଛାଡ଼ିଲେ ଯୁବତୀ

ଅଷ୍ଟ୍ରେଲିଆ: ଆମ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନେ ନିଜ ଘରେ ପଶୁ ପକ୍ଷୀ ରଖିବାକୁ ପସନ୍ଦ କରନ୍ତି । ସେମାନଙ୍କ ଭିତରେ ଏମିତି ବି କିଛ ଲୋକ ଅଛନ୍ତି, ଯେଉଁମାନେ ନିଜ ଜୀବନଠାରୁ ପାଳିତ ପଶୁପକ୍ଷୀଙ୍କୁ ବେଶୀ ଭଲ ପାଇଥାନ୍ତି । ଏପରିକି ଏହି ପଶୁପକ୍ଷୀ ପ୍ରେମ ପାଇଁ ଅନେକ ନିଜ କ୍ୟାରିୟର…

ଶିକ୍ଷୟିତ୍ରୀ ବର୍ଷକୁ ରୋଜଗାର କରନ୍ତି ୧୦ କୋଟି , ଶିକ୍ଷାଦାନ କରି ନୁହେଁ, ଭିନ୍ନ ଉପାୟରେ

ଆମ ଦେଶରେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ଦରମା ଘରୋଇ ଶିକ୍ଷକଙ୍କଠାରୁ ବହୁତ ଅଧିକ । ଏତେ ବଡ ଦାୟିତ୍ୱ ତୁଲାଉଥିବା ଶିକ୍ଷକମାନେ ଯେତେ ରୋଜଗାର କରନ୍ତୁ ନା କାହିଁକି, ସେମାନେ ଗୋଟିଏ ବର୍ଷରେ ଅତି କମରେ ଏକ କୋଟି ଟଙ୍କା ରୋଜଗାର କରିବାରେ ସକ୍ଷମ ହେବେ ନାହିିଁ । ଭାବନ୍ତୁ, ଏପରି…

ଯବାନଙ୍କ ପାରା ସଉକ: ୩୫ ବର୍ଷ ହେଲାଣି ପାଳୁଛନ୍ତି ପାରା, ରଖିଛନ୍ତି ୮୦ ପ୍ରଜାତିର

ରାଜସ୍ଥାନ: ପ୍ରତ୍ୟେକ ବ୍ୟକ୍ତିଙ୍କର ସଉକ ଭିନ୍ନ ଭିନ୍ନ ହୋଇଥାଏ । କେହି କୁକୁର, ବିଲେଇ, ଠେକୁଆ ବା ଶୁଆ ରଖିବାକୁ ଭଲ ପାଇଥାନ୍ତି । ସେମାନେ ତାଙ୍କର ପ୍ରିୟ ପଶୁ-ପକ୍ଷୀଙ୍କ ପାଇଁ ସବୁକିଛି କରିଥାନ୍ତି । ସେମାନେ ନିଜ ପିଲାଙ୍କ ପରି ଯତ୍ନ ନେଇଥାନ୍ତି । ସେମିତି ରାଜସ୍ଥାନର ଜଣେ ଯବାନ ୩୫…

ଦୁନିଆର ସବୁଠୁ ଦାମୀ ମହୁ; ଯାହାର କିଲୋ ୯ ଲକ୍ଷ ଟଙ୍କା

ତୁର୍କୀ: ମହୁ ଆମ ଶରୀରରେ ଅନେକ ରୋଗରୁ ରକ୍ଷା କରିଥାଏ । ସେଥିପାଇଁ ଶୁଦ୍ଧ ମହୁର ମୂଲ୍ୟ ବହୁତ ଅଧିକ ହୋଇଥାଏ । କିନ୍ତୁ ଆପଣ ଜାଣନ୍ତି କି ଦୁନିଆର ସବୁଠାରୁ ମହଙ୍ଗା ମହୁର ମୂଲ୍ୟ ? ଏହାର ଦାମ ଜାଣିଲେ ଆପଣଙ୍କ ହୋସ୍ ଉଡ଼ିଯିବ । ଆଉ ଭାବିବେ ଏହା ଏତେ ମହଙ୍ଗା କାହିଁକି ? ଆସନ୍ତୁ ଜାଣିବେ ।…

ନିଆରା ଢଙ୍ଗରେ ବାହାରିଲେ କାଉଡ଼ିଆ: ଷଣ୍ଢ ରୂପରେ ସଜ୍ଜାଇଲେ ବାଇକ୍‌, ପଛରେ ବସିଲେ ଶିବ, ହନୁମାନ

ବିହାର: ଏବେ ଶ୍ରାବଣ ମାସ ଚାଲିଛି । ଜଳାଭିଷେକ କରିବା ପାଇଁ ପ୍ରତ୍ୟେକ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଜମୁଛି । ଅନେକ ଭକ୍ତ ନିଷ୍ଠାର ସହିତ କଷ୍ଟ କରି ଚାଲି ଚାଲି ଜଳ ନେଇ ଯାଉଥିବା ବେଳେ ଆଉ କିଏ ଗାଡ଼ିରେ ଯାଉଛନ୍ତି । କିନ୍ତୁ ଏବେ ଜଳ ନେଇକି ଯିବା ଏକ ପ୍ରକାର ଫ୍ୟାଶନ ପାଲଟିଗଲାଣି । ସାଙ୍ଗ…

ରହସ୍ୟମୟୀ ମନ୍ଦିର! ଯେଉଁଠି ପ୍ରତିଦିନ ରୂପ ବଦଳାନ୍ତି ଠାକୁରାଣୀ

ଡେରାଡୁନ; ଭାରତରେ ରହସ୍ୟମୟ ଏବଂ ପ୍ରାଚୀନ ମନ୍ଦିର ଗୁଡ଼ିକର ଅଭାବ ନାହିଁ। ଏହି ରହସ୍ୟମୟ ମନ୍ଦିରଗୁଡ଼ିକର ଇତିହାସ ବି କାହାକୁ ମଧ୍ୟ ଜଣାନାହିଁ । ଏହିପରି ଗୋଟିଏ ମନ୍ଦିର ଉତ୍ତରାଖଣ୍ଡର ଶ୍ରୀନଗରଠାରୁ ପ୍ରାୟ ୧୪ କିଲୋମିଟର ଦୂରରେ ଅବସ୍ଥିତ, ଯେଉଁଠାରେ ପ୍ରତିଦିନ ଏକ ଚମତ୍କାର ଘଟଣା ଘଟେ ।…