Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଚର୍ଚ୍ଚାରେ ମିସ୍ ୟୁନିଭର୍ସଙ୍କ ଗାଉନ୍

ନୂଆଦିଲ୍ଲୀ : ମିସ୍ ୟୁନିଭର୍ସ ଥାଇଲ୍ୟାଣ୍ଡ -୨୦୨୨ ଆନା ସୁଏଙ୍ଗମ୍-ଇୟାମ ଏବେ ଚର୍ଚ୍ଚାରେ । ସୋଡା ଡ୍ରାଫ୍ଟ କ୍ୟାନ ପୁଲ ଟ୍ୟାବରେ ନିର୍ମିତ ଏକ ଚମତ୍କାର ଗାଉନ୍ ପିନ୍ଧି ଚର୍ଚ୍ଚାରେ ରହିଛନ୍ତି ଏନା । ଏହି ‌ଗାଉନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜାନୁଆରୀ ୧୨ ତାରିଖ ରାତିରେ…

ଶରଦ ଯାଦବଙ୍କର ଆଜି ହେବ ଶେଷକୃତ୍ୟ 

ଭୋପାଳ : ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କର ଆଜି ହେବ ଶେଷକୃତ୍ୟ  । ମଧ୍ୟପ୍ରଦେଶର ପୈତୃକ ଗାଁ ହୋସଙ୍ଗାବାଦରେ ଅନ୍ତିମ ସଂସ୍କାର କରାଯିବ । ଏହାପୂର୍ବରୁ ଦିଲ୍ଲୀ ସ୍ଥିତ ଘରେ ଶରଦଙ୍କର ଶେଷ ଦର୍ଶନ କରିଛନ୍ତି ବରିଷ୍ଠ ନେତା ଓ ବ୍ୟକ୍ତିବିଶେଷ । ଜାନୁଆରୀ ୧୨ ତାରିଖରେ ଗୁରୁଗ୍ରାମର…

ମକର ସଂକ୍ରାନ୍ତି

ସଫଳା ଦାସ ଭାରତ ବର୍ଷରେ ଉତ୍କଳ ଏକ ପୂଣ୍ୟ ଭୂମି। ଏହାର ପାଣି ପବନ ଜଳବାୟୁ ପାହାଡ଼ ନଦୀ ସବୁ ପୂଣ୍ୟମୟ। ଓଡ଼ିଶାର ପ୍ରତ୍ୟେକ ବ୍ୟକ୍ତି ଧର୍ମ ପ୍ରାଣ ହେତୁ ବାର ମାସରେ ତେର ପର୍ବ ପାଳନକରେ। କର୍ମ କ୍ଳାନ୍ତ ଜୀବନରେ ଆଧ୍ୟାତ୍ମିକ ଜ୍ଞାନର ଉପଲବ୍ଧ ହିଁ ପର୍ବ ପର୍ବାଣୀର ମୂଖ୍ୟ ଉଦ୍ଦେଶ୍ୟ ।…

ଅଧିକ ଚା’ ପିଉଛନ୍ତି କି ? ପଡ଼ିପାରେ ସାଇଡ୍‌ ଇଫେକ୍ଟ ….

ଚା' ହେଉଛି ସବୁଠାରୁ ଲୋକପ୍ରିୟ ପାନୀୟ। ଶୀତଦିନେ ଚା' ପିଇବାର ମଜା କିଛି ଅଲଗା । ଏହି ଋତୁରେ ଚା' ପ୍ରେମୀଙ୍କ ସଂଖ୍ୟା ଆହୁରି ବଢ଼ିଥାଏ। ଅଫିସ୍ ହେଉ କିମ୍ବା ଘର, ଲୋକ ସବୁବେଳେ ଚା' ପିଇବାକୁ ଭଲ ପାଆନ୍ତି। କିଛି ଲୋକ ପ୍ରତି ଘଣ୍ଟାରେ ଚା' ପିଇବାକୁ ଭଲ ପାଆନ୍ତି। ଯେଉଁମାନେ ଚା'କୁ ଭଲ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ବେଢା ପରିକ୍ରମା ଵିଧି ପାଳନ କରି ଆମେ ପହଞ୍ଚି ଯାଇଛେ ପ୍ରଭୁ ଶ୍ରୀ ପାତାଳେଶ୍ୱରଙ୍କ ପାଖରେ, ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଇଶି ପାହାଚ ପରି ଏଠାରେ ମଧ୍ୟ ବାଇଶି ପାହାଚ,…

ସାଇକେଲ ହ୍ୟାଣ୍ଡେଲ ଛାଡ଼ି ପତଲି କମରିଆଁ ଗୀତରେ ଡ୍ୟାନ୍ସ କଲେ ଯୁବତୀ….  

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଚାଲିଛି ରିଲ୍‌ସର ଟ୍ରେଣ୍ଡ । ସବୁବେଳେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି । କିଛି ଭିଡିଓ ୟୁଜରଙ୍କ ପସନ୍ଦ ହେବା ସହ ଭିଡିଓଟିର ମଜା ଉଠାଉଛନ୍ତି । ଏମିତି ରିଲ୍‌ କରିଥାନ୍ତି, ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି…

ସ୍କିପିଂ ଖେଳି ବିଶ୍ବ ରେକର୍ଡ ହାତେଇଲା କୁକୁର

ଲୋକମାନେ ନିଜର ଦକ୍ଷତା ବଳରେ ବିଶ୍ୱ ରେକର୍ଡ ସୃଷ୍ଟି କରିଥାନ୍ତି। ଆପଣମାନେ ବି ମଧ୍ୟ କେବେ ନା କେବେ ଏପରି ଅନେକ ଲୋକଙ୍କୁ ଦେଖିଥିବେ । ଯେଉଁମାନେ ନିଜର ପ୍ରତିଭା ସହିତ ବିଶ୍ୱରେ ରେକର୍ଡ ସୃଷ୍ଟି କରିଥାନ୍ତି। ହେଲେ ଏହା ବି ଜାଣିଥିବେ ମଣିଷ କ୍ଷେତ୍ରରେ ଏହା ସମ୍ଭବ ହୋଇଥାଏ। ହେଲେ ଆମେ…

୧୦୦ ବସ୍ତା ଧାନ କୁଣ୍ଡାରେ ହକି ବିଶ୍ବକପ୍‌

ସୁବର୍ଣ୍ଣପୁର : ପୁରୁଷ ହକି ବିଶ୍ୱକପ ପାଇଁ ଏବେ ସାରା ଓଡିଶାରେ ଚାଲିଛି ଉତ୍ସବର ମାହୋଲ । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଇନଡୋର ଷ୍ଟାଡିୟମ ଠାରେ ମଧ୍ୟ ଦେଖିବାକୁ ମିଳିଛି ଏହାର କ୍ରେଜ୍‌  । ଧାନ କୁଣ୍ଡାରେ ଏକ ବିଶାଳ ହକି ବିଶ୍ୱକପର ଆକୃତି କରିଛନ୍ତି ବିଶ୍ୱବିଖ୍ୟାତ…

ଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ

ଅନୁଗୁଳ : ଡାକ୍ତରଖାନାର ଔଷଧ ଷ୍ଟୋର ରୁମରେ ଭୟାବହ ଅଗ୍ନିକାଣ୍ଡ ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା କିଶୋରନଗର ଡାକ୍ତରଖାନା ପରିସରରେ । ଆଜି ସକାଳେ କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ୍ରଗ ହାଉସ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।…

ମୋଟାପଣ ଦୂର କରେ ଗ୍ରୀନ୍‌ କଫି….

ଶୀତଦିନେ କଫି, ଚା’ ପିଇବାକୁ ଅନେକ ଲୋକ ପସନ୍ଦ କରିଥାଆନ୍ତି । ସାଧାରଣତଃ କଫି କହିଲେ ବ୍ଲାକ କଫି ସମସ୍ତେ ଜାଣିଥାଆନ୍ତି। ମାତ୍ର ଗ୍ରୀନ କଫି ବିଷୟରେ ଜାଣିଛନ୍ତି କି? ବର୍ତ୍ତମାନ ସମୟରେ ଅଧିକାଂଶ ଲୋକେ ଗ୍ରୀନ କଫି ପିଇବାକୁ ବେଶ ପସନ୍ଦ କରୁଛନ୍ତି । ଏହାକୁ ପ୍ରସ୍ତୁତ କରିବା ପାଇଁ ଗଛର…